ରକୁଲ ପ୍ରିତ ସିଂ କରୋନା ପଜିଟିଭ

ମୁମ୍ବାଇ: ବଲିଉଡ୍ ନାୟିକା ରକୁଲ ପ୍ରିତ ସିଂ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ଦେଇଛନ୍ତି । ମଙ୍ଗଳବାର ଅପରାହ୍ନରେ ସେ ନିଜେ ଏହି ସୂଚନ ଦେଇଛନ୍ତି ଓ ନିଜେ କ୍ୱାରାଣ୍ଟାଇନରେ ରହି ଯାଇଥିବା କହିଛନ୍ତି । ଏହାସହ ନିକଟରେ ଯେଉଁମାନେ ତାଙ୍କ ସହ ମିଶିଛନ୍ତି ସେମାନେ ବି କରୋନା ଟେଷ୍ଟ କରାଇ ନେବାକୁ ସେ ଅନୁରୋଧ କରିଛନ୍ତି । ଏବେ ସେ ସୁସ୍ଥ ଅନୁଭବ କରୁଛନ୍ତି । ତେଣୁ ତାଙ୍କର ପ୍ରଶଂସକମାନେ ଅଭିନେତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଆଦୌ ଚିନ୍ତା କରନ୍ତୁ ନାହିଁ ବୋଲି ସେ କହିଛନ୍ତି । ନିକଟରେ ସେ ଫିଲ୍ମ ‘ମେ ଡେ’ର ଶୁଟିଂ ଆରମ୍ଭ କରିଥିଲେ । ଆଉ ଖୁବଶୀଘ୍ର ସେ ସୁସ୍ଥ ହୋଇ ପୁଣି କାମରେ ଲାଗିଯିବେ ବୋଲି କହିଛନ୍ତି । ନିକଟରେ ମାଲଦ୍ୱୀପରେ ଛୁଟି କଟାଇ ଆସିବା ପରେ ସେ ତାଙ୍କ ଫିଲ୍ମର ଶୁଟିଂ କାମ ଆରମ୍ଭ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri