ମଣିପୁରରେ ଏକତା ପାଇଁ ଆମେରିକାରେ ରାଲି

ଓ୍ବାଶିଂଟନ,୧୯।୯: ମଣିପୁରରେ ଦୀର୍ଘ ୪ମାସରୁ ଊର୍ଦ୍ଧ୍ୱ ସମୟ ହେଲା ହିଂସା ଜାରି ରହିଛି। ଏଭଳି ସ୍ଥିତିରେ ରାଜ୍ୟରେ ଏକତା ଆଣିବା ପାଇଁ ଆମେରିକାରେ ରାଲି ଅନୁଷ୍ଠିତ ହୋଇଛି। ସେଠାରେ ରହୁଥିବା ଜୋ ସମ୍ପ୍ରଦାୟ ଭାରତୀୟ ଦୂତାବାସ ଆଗରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା କରିଛନ୍ତି। ହିଂସା ଯୋଗୁ ମଣିପୁରରେ ରହୁଥିବା ମେଇତି ଓ କୁକି ସମ୍ପ୍ରଦାୟ ଅଧିକ ପ୍ରଭାବିତ ହୋଇଛନ୍ତି ବୋଲି ଆମେରିକାରେ ଥିବା ଜୋମି ଇନକୁଆନ ଅନୁଷ୍ଠାନ ପକ୍ଷରୁ କୁହାଯାଇଛି। ଏହି ହିଂସା ଓ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ ଯୋଗୁ ଜୋମି-କୁକି ସମ୍ପ୍ରଦାୟ ଅଧିକ ପ୍ରଭାବିତ ହୋଇଛନ୍ତି ବୋଲି ଅନୁଷ୍ଠାନ ପକ୍ଷରୁ ଅଭିଯୋଗ କରାଯାଇଛି। ଏହି ରାଲିରେ ଜୋମି ସମ୍ପ୍ରଦାୟର ସଦସ୍ୟ ଓ ସମର୍ଥକମାନେ ଯୋଗଦେଇ ମଣିପୁରରେ ଶାନ୍ତି ଫେରାଇ ଆଣିବା ଲାଗି ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଥିଲେ। ଜୋମି ଇନ୍‌କୁଆନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଯୋଗଦେଇ କହିଥିଲେ, ‘ଆମ ଭୂମି, ଆମ ଅଧିକାର, ଆମର ସ୍ବାଧୀନତା’ ଏଗୁଡ଼ିକ କେବଳ ସ୍ଲୋଗାନ ନୁହେଁ ବରଂ ଆମ ସଂଘର୍ଷର ଆତ୍ମା। ମଣିପୁରରେ ଲାଗି ରହିଥିବା ହିଂସା ଯୋଗୁ ଆମ ଲୋକମାନେ ପ୍ରଭାବିତ ହୋଇଛନ୍ତି। ସୂଚନାଯୋଗ୍ୟ, ଗତ ୪ ମାସ ଧରି ମଣିପୁରରେ ହିଂସାକାଣ୍ଡ ଲାଗି ରହିଥିବାବେଳେ ଏଥିରେ ୧୨୦ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି।…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri