Posted inଜାତୀୟ

ରାଜନୈତିକ ଦଳଗୁଡ଼ିକର ରାଲିକୁ କରାଯାଉ ନିଷେଧ : ହାଇକୋର୍ଟ…

ପ୍ରୟାଗରାଜ,୫।୧୨ : ଆହ୍ଲାବାଦ ହାଇକୋର୍ଟଙ୍କର ଲକ୍ଷ୍ନୌବେଞ୍ଚ ରାଜନୈତିକ ଦଳର ରାଲିକୁ ସବୁଦିନ ପାଇଁ ନିଷିଦ୍ଧ କରିବାକୁ କହିଛି। ଜାତି ଭିତ୍ତିକ ସମାବେଶକୁ କାହିଁକି ସମ୍ପୂର୍ଣ୍ଣ ନିଷେଧ କରାଯିବା ଉଚିତ ନୁହେଁ ବୋଲି ହାଇକୋର୍ଟ ପ୍ରଶ୍ନ କରି ଚାରି ପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି। ଏହି ପ୍ରତିବନ୍ଧକକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ବାଚନ ଆୟୋଗଙ୍କୁ ନିର୍ଦ୍ଦେଶ ଦିଆଯିବା ଉଚିତ।

ପ୍ରକୃତରେ, ହାଇକୋର୍ଟ ୯ ବର୍ଷ ପୂର୍ବେ ଏପରି ଆଦେଶ ପାରିତ କରିଥିଲେ ମଧ୍ୟ ସେହି ମଧ୍ୟବର୍ତ୍ତୀ ଆଦେଶ ଉପରେକୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରି ନାହିଁ। ଯାହା ପରେ ହାଇକୋର୍ଟ ନୂତନ ବିଜ୍ଞପ୍ତି ଜାରି କରିଛନ୍ତି। ଏହି ପ୍ରସଙ୍ଗରେ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ମଧ୍ୟ ଏକ ନୋଟିସ ଜାରି କରାଯାଇଛି।

ହାଇକୋର୍ଟଙ୍କର ଲକ୍ଷ୍ନୌ ବେଞ୍ଚ ପକ୍ଷରୁ ଚାରୋଟି ପ୍ରମୁଖ ରାଜନୈତିକ ଦଳକୁ ନୋଟିସ ଜାରି କରାଯାଇଛି। ଏହି ମାମଲାରେ ପ୍ରଧାନ ବିଚାରପତି ରାଜେଶ ବିନ୍ଦଲ ଏବଂ ଜଷ୍ଟିସ ଜସପ୍ରୀତ ସିଂଙ୍କ ଏକ ବେଞ୍ଚ ଉତ୍ତରପ୍ରଦେଶରେ ଜାତି ଭିତ୍ତିକ ସମାବେଶ ଉପରେ ପ୍ରତିବନ୍ଧକ ଲଗାଇବାକୁ ଓକିଲ ମୋତିଲାଲ ଯାଦବଙ୍କ ଦ୍ୱାରା ଦାଖଲ ହୋଇଥିବା ଜନସ୍ବାର୍ଥ ମାମଲା ଉପରେ ଏହି ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ହାଇକୋର୍ଟର କେସ ବେଞ୍ଚ ଏହି ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଡିସେମ୍ବର ୧୫ତାରିଖ ସ୍ଥିର କରିଛନ୍ତି। ୧୧ ଜୁଲାଇ ୨୦୧୩ ରେ, ହାଇକୋର୍ଟ ଜାତି ଭିତ୍ତିକ ରାଲି ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ମଧ୍ୟବର୍ତ୍ତୀକାଳୀନ ଆଦେଶ ଦେଇଥିଲେ। କିନ୍ତୁ ଏହି ଆଦେଶର କ୍ରମାଗତ ଭାବରେ ଉଲ୍ଲଂଘନ କରାଯାଉଛି।

ଏହି ମାମଲାକୁ ଇତିମଧ୍ୟରେ ୯ ବର୍ଷରୁ ଅଧିକ ସମୟ ବିତିଛି। ଏହି କାରଣରୁ ବର୍ତ୍ତମାନ ଏହି ପ୍ରସଙ୍ଗରେ ଚିନ୍ତା ପ୍ରକଟ କରି ହାଇକୋର୍ଟ ଡିସେମ୍ବର ୧୫ ପର୍ଯ୍ୟନ୍ତ ସମସ୍ତ ପକ୍ଷଙ୍କୁ ଜବାବ ଦେବାକୁ ସମୟ ଦେଇଛନ୍ତି। ଜନସ୍ବାର୍ଥ ମାମଲା ଦାଖଲ କରିଥିବା ବ୍ୟକ୍ତି କହିଛନ୍ତି ଯେ ଏଭଳି କାର୍ଯ୍ୟକଳାପ ଗଣତାନ୍ତ୍ରିକ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri