ରାଷ୍ଟ୍ରପତି ଭାବେ ଆସନ୍ତାକାଲି ଶପଥ ନେବେ ରାମଚନ୍ଦ୍ର

କାଠମାଣ୍ଡୁ,୧୨ା୩: ନେପାଳ କଂଗ୍ରେସର ରାମଚନ୍ଦ୍ର ପୌଡେଲ ୯ ମାର୍ଚ୍ଚରେ ଦେଶର ତୃତୀୟ ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଥିଲେ। ଆସନ୍ତାକାଲି ଅର୍ଥାତ୍‌ ୧୩ରେ ସେ ରାଷ୍ଟ୍ରପତିଙ୍କ ବାସଭବନରେ ଏକ ସମାରୋହରେ ଶପଥ ଗ୍ରହଣ କରିବେ। ବର୍ତ୍ତମାନର ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀଙ୍କ କାର୍ଯ୍ୟକାଳ ମାର୍ଚ୍ଚ ୧୨ରେ ଶେଷ ହେବାକୁ ଥିବା ବେଳେ ପୌଡେଲ ପରବର୍ତ୍ତୀ ରାଷ୍ଟ୍ରପତି ଭାବେ କାଲି ଶପଥ ନେବେ।

ନେପାଳର ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନାନୁଯାୟୀ, ନେପାଳର କାର୍ଯ୍ୟକାରୀ ପ୍ରଧାନ ବିଚାରପତି ପୌଡେଲଙ୍କୁ ଶପଥ ପାଠ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଦିନ କନ୍ୟାଙ୍କର ହେଲା ଦୁର୍ଘଟଣା; ICUକୁ ଯାଇ ସିନ୍ଦୂର ପିନ୍ଧାଇଦେଲେ ବର, ତାପରେ…

ଲକ୍ଷ୍ନୌ,୧୪।୫: ଉତ୍ତର ପ୍ରଦେଶର ଗୋରଖପୁରରେ ଏକ ବିବାହ ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି । ବୁଧବାର ରାତିରେ, କନ୍ୟା ଆଇସିୟୁରେ ଚିକିତ୍ସିତ ହେଉଥିବା ସମୟରେ ଯାଇ ସିନ୍ଦୁର…

ଯୋଜନା ନାଁରେ ହରିଲୁଟ୍, ଭଙ୍ଗା ମାଟିଘରେ ୭ ପ୍ରାଣୀଙ୍କ ଦୟନୀୟ ଜୀବନ

ଥୁଆମୂଳ ରାମପୁର,୧୪ା୫(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଗରିବ ହିତାଧିକାରୀଙ୍କୁ ବିଭିନ୍ନ ସୁବିଧା ଯୋଗାଇ ଦେବା ପାଇଁ କୋଟି କୋଟି ଟଙ୍କାର ଯୋଜନା…

ଚାଇନା ପାଇଁ ୪୫ ବର୍ଷର ପୁରୁଣା ଶପଥ ଭାଙ୍ଗିଲେ ଟ୍ରମ୍ପ, ଖୁସିରେ ଷ୍ଟେଜ ଉପରେ ପିଇଲେ ମଦ! ଜାଣନ୍ତୁ କାରଣ

ଓ୍ବାଶିଂଟନ,୧୪।୫:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ୪୫ ବର୍ଷ ପରେ ପ୍ରଥମ ଥର ପାଇଁ ସର୍ବସାଧାରଣରେ ମଦ୍ୟପାନ କରୁଥିବାର ଦେଖାଯାଇଛି । ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ…

ପେଟ୍ରୋଲ-ଡିଜେଲକୁ ନେଇ ଭାରତର ଚିନ୍ତାର କାରଣ ନାହିଁ! ରୁଷିଆ ଯୋଗାଇବ…

ନୂଆଦିଲ୍ଲୀ/ମସ୍କୋ,୧୪।୫: ପଶ୍ଚିମ ଏସିଆରେ ସଂଘର୍ଷ ଆଉ ଅସ୍ତ୍ରଶସ୍ତ୍ର ସହିତ ଲଢ଼ାଯାଉନାହିଁ, ବରଂ ଅହଂକାର ସହିତ ଲଢ଼ାଯାଉଛି ଏବଂ ସମଗ୍ର ବିଶ୍ୱକୁ ଏହାର ପରିଣାମ ଭୋଗିବାକୁ ପଡୁଛି। ଅନେକ…

ଓକିଲଙ୍କ ପୋଷାକରେ ହାଇକୋର୍ଟରେ ନଜର ଆସିଲେ ମମତା, ବାର କାଉନସିଲ ଉଠାଇଲା ଏମିତି ପ୍ରଶ୍ନ ସଭିଏଁ ଆଶ୍ଚର୍ଯ୍ୟ!

କୋଲକାତା,୧୪।୫: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଲିକତା ହାଇକୋର୍ଟରେ ଓକିଲଙ୍କ ପୋଷାକ ପିନ୍ଧି ହାଜର ହେବା ପରେ, ବାର୍‌ କାଉନସିଲ ଅଫ ଇଣ୍ଡିଆ (BCI) ପଶ୍ଚିମବଙ୍ଗ…

ଜୁନ୍ ୧୨ରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ନିରାଡମ୍ବର ପାଳନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୫: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି…

ଛତ୍ରପୁରରେ ତେଲ ସଙ୍କଟ: ବାଇକ୍‌କୁ ୨୦୦, କାର୍‌କୁ ୫୦୦ ଟଙ୍କାର ତେଲ

ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଇରାନ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପାଇଁ ଫେବୃଆରୀ ୨୮ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି…

ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ ମୋରମ ଚୋରାଚାଲାଣ: ପ୍ରତିବାଦରେ ଧାରଣାରେ ବସିଲେ ସରପଞ୍ଚ

ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ କିଛି ମାଫିଆ ଲଗାତର ଭାବେ ମୋରମ ଚୋରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri