କିଆରାଙ୍କୁ ବଡ ସରପ୍ରାଇଜ ଦେଲେ ରାମ ଚରଣ

ମୁମ୍ବାଇ: ରାମ ଚରଣ ଜଣେ ଭଲ ଅଭିନେତା ହୋଇଥିବା ବେଳେ ଜଣେ ଭଲ କୋ-ଷ୍ଟାର ଓ ବନ୍ଧୁ ବି ହୋଇପାରନ୍ତି । ଅଭିନେତା ତାଙ୍କ ଆରସି-୧୫ର କୋଷ୍ଟାର କିଆରା ଆଡଭାନୀଙ୍କ ବିବାହରେ ତାଙ୍କୁ ଏକ ପ୍ୟାରା ସା ସରପ୍ରାଇଜ ଦେଇଛନ୍ତି । ଆଉ ଏଥିପ୍ରତି ସମସ୍ତଙ୍କର ଦୃଷ୍ଟି ଆକର୍ଷିତ ହୋଇଛି । ରାମ ଚରଣଙ୍କ ସହ ନିର୍ଦ୍ଦେଶକ ଶଙ୍କର, ନିର୍ମାତା ଦିଲ ରାଜୁ ଓ ଅନ୍ୟ କଳାକାରମାନେ କିଆରାଙ୍କୁ ଏକ ଭିଡିଓ ପୋଷ୍ଟ କରିଛନ୍ତି । ଏହି ଭିଡିଓ ମାଧ୍ୟମରେ ସେମାନେ ଅଭିନେତ୍ରୀଙ୍କୁ ବିବାହର ଶୁଭେଚ୍ଛା ଜଣାଇଛନ୍ତି । ଏହି ଭିଡିଓକୁ କିଆରା ଇନଷ୍ଟାଗ୍ରାମ ଷ୍ଟୋରୀରେ ଶେୟାର କରି ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି ।
ଅଭିନେତ୍ରୀ ଭିଡିଓର ପ୍ରତିକ୍ରିୟା ଦେଇ ଲେଖିଛନ୍ତି, ଏହା ଆମପାଇଁ ସବୁଠାରୁ ପ୍ୟାରା ସରପ୍ରାଇଜ । ଫ୍ୟାର ମେହେସୁର କରୁଛୁ । ବହୁତ ବହୁତ ଧନ୍ୟବାଦ । ଆପଣମାନଙ୍କୁ ଖୁବ୍ ଭଲପାଇବା । ଏହା ବ୍ୟତୀତ ଆରସି୧୫ର ଟିମ ବି ଭିଡିଓକୁ ଟୁଇଟରରେ ଶେୟାର କରିଛନ୍ତି ଓ କ୍ୟାପଶନରେ ଲେଖିଛନ୍ତି, କିଆରା-ସିଦ୍ଧାର୍ଥଙ୍କ ବୈବାହିକ ଜୀବନ ସୁଖମୟ ହେଉ । ଆପଣଙ୍କୁ ସାରା ଜୀବନ ପାଇଁ ଭଲପାଇବା, ଖୁସି ଓ ଆଲୋକର ଶୁଭକାମନା । ସୂଚନାଯୋଗ୍ୟ, ରାମ ଚରଣ ସିଦ୍ଧାର୍ଥ ଓ କିଆରାଙ୍କ ବିବାହରେ ସାମିଲ ହୋଇପାରି ନ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ଖୋଳିବାରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?