ଓସ୍କାର ଜିତିବା ପରେ ଅମିତ ଶାହାଙ୍କୁ ଭେଟିଲେ ଅଭିନେତା

ମୁମ୍ବାଇ,୧୮।୩: ସୁପରହିଟ୍‌ ଫିଲ୍ମ ‘ଆର୍‌ଆର୍‌ଆର୍‌’ ଚଳଚ୍ଚିତ୍ରର ନାଟୁ ନାଟୁ ଗୀତ ଓସ୍କାର ପୁରସ୍କାର ଜିତିବା ପରେ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଛି। ଏହି ସମୟରେ ରାମ ଚରଣ ଏବଂ ତାଙ୍କ ବାପା ଚିରଞ୍ଜୀବୀ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟିଛନ୍ତି। ଯାହାର ଏକ ଭିଡିଓ ସାମ୍ନାକୁ ଏବେ ଆସିଛି।

ଭିଡିଓରେ ଏହା ଦେଖିବାକୁ ମିଳୁଛି ଯେ, ରାମ ଚରଣ ଅମିତ ଶାହାଙ୍କୁ ସ୍ବାଗତ କରୁଛନ୍ତି। ରିପୋର୍ଟ ଅନୁଯାୟୀ ଅମିତ ଶାହାଙ୍କ ପରେ ରାମ ଚରଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମଧ୍ୟ ଭେଟିବେ। ଅନ୍ୟପଟେ,ରାମ ଚରଣ ଯେତେବେଳେ ଓସ୍କାର ଜିତିବା ପରେ ଦେଶକୁ ଫେରିଥିଲେ, ସେତେବେଳେ ତାଙ୍କ ପ୍ରଶଂସକମାନେ ତାଙ୍କୁ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟେନଶନ ବଢାଇଲା ରାଜ ଠାକରେଙ୍କ ବୟାନ, କହିଲେ ମେଣ୍ଟ ଉପରେ ନାହିଁ ଭରସା

ମୁମ୍ବାଇ,୨୫।୭: କିଛି ମାସ ମଧ୍ୟରେ ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହି ସମୟରେ ରାଜ୍ୟରେ ନିର୍ବାଚନ ରାଜନୀତିର ଚେସବୋର୍ଡ ଲଗାଯିବା ଆରମ୍ଭ ହୋଇଛି। ବର୍ତ୍ତମାନ...

ଫୁଟବଲ ମ୍ୟାଚ୍‌ ଚାଲିଥିବାବେଳେ ଡ୍ରୋନ ଆକ୍ରମଣ: ଚାଲିଗଲା ୧୦ ଜୀବନ

ନୂଆଦିଲ୍ଲୀ,୨୫।୭: କଲମ୍ବିଆର ବିଦ୍ରୋହୀ ଗୋଷ୍ଠୀ ବିପ୍ଳବୀ ସଶସ୍ତ୍ର ବାହିନୀ ଏକ ଫୁଟବଲ ପଡ଼ିଆ ଉପରେ ଆକ୍ରମଣ କରିଥିଲା। ଦକ୍ଷିଣ-ପଶ୍ଚିମ କଲମ୍ବିଆର ଏକ ଫୁଟବଲ ପଡିଆରେ ଡ୍ରୋନ...

ବିହାର-ଆନ୍ଧ୍ର-ଓଡ଼ିଶା ଭଳି ରାଜ୍ୟ କାହିଁକି ଦାବି କରୁଛନ୍ତି ସ୍ବତନ୍ତ୍ର ମାନ୍ୟତା; ଏଥିଲାଗି ମାନଦଣ୍ଡ କ’ଣ? ମିଳିଥାଏ କେଉଁ ସୁବିଧା…

ନୂଆଦିଲ୍ଲୀ,୨୫।୭: ବଜେଟ ୨୦୨୪ରେ ବିହାର ଏବଂ ଆନ୍ଧ୍ରପ୍ରଦେଶ ଲାଗି ସ୍ବତନ୍ତ୍ର ଘୋଷଣା ହେବା ପରେ ‘ସ୍ବତନ୍ତ୍ର ରାଜ୍ୟ ମାନ୍ୟତା’ ଚର୍ଚ୍ଚାକୁ ଆସିଛି। ଏହାକୁ ନେଇ ରାଜନୀତି...

ବଦଳିବ ରାଷ୍ଟ୍ରପତି ଭବନର ଦରବାର ହଲ୍‌, ଅଶୋକ ହଲ୍‌ର ନାମ, ରହିବ ଏହି ନାଁ…

ନୂଆଦିଲ୍ଲୀ,୨୫ା୭: ରାଷ୍ଟ୍ରପତି ଭବନର ଦରବାର ହଲ୍‌ ଏବଂ ଅଶୋକ ହଲ୍‌ର ନାମ ପରିବର୍ତ୍ତନ କରାଯାଇଛି। ଦରବାର ହଲ୍‌ ନାଁ ପରିବର୍ତ୍ତନ ହୋଇ ‘ଗଣତନ୍ତ୍ର ମଣ୍ଡପ’ ଏବଂ...

ନିଜ ଦଳର ଏମ୍‌ପିଙ୍କୁ ତାଗିଦ୍‌ କଲେ କ୍ୟାବିନେଟ୍‌ ମନ୍ତ୍ରୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୫।୭: ଭାଜପା ଏମ୍‌ପି ଅଭିଜିତ ଗଙ୍ଗୋପାଧ୍ୟାୟଙ୍କ ମନ୍ତବ୍ୟକୁ ନେଇ ଲୋକ ସଭାରେ ହଟ୍ଟଗୋଳ ଲାଗିରହିଛି। ଏହି ପ୍ରସଙ୍ଗରେ ବିରୋଧୀ ଦଳ ଅଭିଜିତଙ୍କୁ କ୍ଷମା ମାଗିବାକୁ ଦାବି...

ସ୍ବାତୀ ମାଲିଓ୍ବାଲଙ୍କୁ ଆକ୍ରମଣ ଘଟଣା: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଭବ କୁମାର

ନୂଆଦିଲ୍ଲୀ,୨୫ା୭: ରାଜ୍ୟ ସଭା ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ଆକ୍ରମଣ କରିଥିବା ବିଭବ କୁମାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜୁଲାଇ ୧୨ରେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

କେଜ୍‌ରିୱାଲଙ୍କୁ ବଡ଼ ଝଟ୍‌କା: ନ୍ୟାୟିକ ହେପାଜତ ଅଗଷ୍ଟ ୮ ପର୍ଯ୍ୟନ୍ତ ବଢିଲା

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ସମସ୍ୟା ଦୂର ହେବାର ନାଁ ଧରୁନି। ଦିଲ୍ଲୀର ମଦ ଦୁର୍ନୀତି ସହ ଜଡିତ ସିବିଆଇ ମାମଲାରେ ରାଉସ ଆଭେନ୍ୟୁ...

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ଖଣିଜ ସଂପଦରୁ ଓଡ଼ିଶାକୁ ମିଳିବ ଅଧିକ କର

ନୂଆଦିଲ୍ଲୀ,୨୫।୭: ସୁପ୍ରିମକୋର୍ଟର ଐତିହାସିକ ନିଷ୍ପତ୍ତିରେ ଖଣିଜ ସମ୍ପଦ ଭରା ରାଜ୍ୟଗୁଡିକ ପାଇଁ ଏକ ବଡ଼ ବିଜୟ ହୋଇଛି। ପ୍ରଧାନ ବିଚାରପତିଙ୍କ ଦ୍ୱାରା ନଅ ଜଣିଆ ସମ୍ବିଧାନ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri