ସ୍ବପ୍ନ ପୂରଣ ହେଲା

ମୁମ୍ବାଇ: ବଲିଉଡର ମୋଷ୍ଟ ଆଓ୍ବେଟେଡ ମୁଭି ‘କିସି କା ଭାଇ କିସି କି ଜାନ’ର ଗୀତ ‘ୟେଂତମ୍ମା’ ରିଲିଜ ହେବା ପରେ ପରେ ଚର୍ଚ୍ଚାକୁ ଆସିଯାଇଛି। ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏଥିରେ ସଲମାନ ଖାଁ ସାଉଥ ଇଣ୍ଡିଆନ ଲୁକରେ ସାଉଥର ସୁପରଷ୍ଟାର ରାମ ଚରଣ ଓ ଦଗ୍ଗୁବାତି ଭେଙ୍କଟେଶଙ୍କ ସହ ଡ୍ୟାନ୍ସ କରୁଥିବା ନଜର ଆସିଛନ୍ତି। କମ ସମୟ ମଧ୍ୟରେ ଏହି ଗୀତ ସୋସିଆଲ ମିଡିଆରେ ନିଆଁ ଲଗାଇ ଦେଇଛି। ଏବେ ପର୍ଯ୍ୟନ୍ତ ଏହାକୁ ୪୩ ମିଲିୟନ ଭ୍ୟୁଜ ମିଳି ସାରିଲାଣି। ରାମ ଚରଣ ଏବେ ଏହି ଗୀତକୁ ନେଇ କଥା ହୋଇଛନ୍ତି।

ରାମ ଚରଣ କିଛିଦିନ ହେବ ‘ଆରଆରଆର’ ମୁଭିର ‘ନାଟୁ ନାଟୁ’ ଗୀତକୁ ଓସ୍କାର ମିଳିବା ପରେ ଥିଲେ ଚର୍ଚ୍ଚାରେ। ଏହା ରାମଚରଣଙ୍କ ପାଇଁ ଗର୍ବର ବିଷୟ ଥିବା ବେଳେ ତାଙ୍କ ପ୍ରଶଂସକ ରାମ ଚରଣଙ୍କ ସକସେସକୁ ନେଇ ଖୁସି ଥିଲେ। ଏବେ ରାମ ଚରଣ ଏକ ଧମାକାଦାର ଗୀତ ସହ ସଲମାନ ଖାଁଙ୍କ ଫିଲ୍ମ ‘କିସି କା ଭାଇ କିସି କି ଜାନ’ରେ ତଡକା ଲଗାଉ ଥିବା ନଜର ଆସିଛି। ରାମ ଚରଣ ଏହି ଏକ୍ସପିରିୟନ୍ସକୁ ଏକ ଛୋଟ ପିଲାର ସ୍ବପ୍ନ ପୁରଣ ହେଲା ଭଳି କହିଛନ୍ତି।
‘ୟେତମ୍ମା’ର ବିଟିଏସ ଭିଡିଓରେ ରାମ ଚରଣ ସଲମାନ ଖାଁଙ୍କ ସହ ଡ୍ୟାନ୍ସ କରିବାପରେ ନିଜର ଫିଲିଙ୍ଗସ ଶେୟାର କରିଛନ୍ତି। ରାମ କୁହାନ୍ତି, ଏହି ଗୀତ ହେଉଛି ଏକ ବ୍ଲାଷ୍ଟ। ଏହା ସବୁଠାରୁ ଭଲ ଗୀତ ମଧ୍ୟରୁ ଗୋଟିଏ। ଆପଣ ଏବେ ଏହାକୁ ନେଇ ଖୁସି ମନାଇବାକୁ ଯାଉଛନ୍ତି। ଜଣେ ଛୋଟ ପିଲାର ସ୍ବପ୍ନ ସତ ହୋଇଯାଇଛି। ଏହି ଗୀତକୁ କରିବାକୁ ମଜା ଲାଗୁଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଧୂଷୁରୀପଙ୍ଗଟା ମୁଖ୍ୟରାସ୍ତାରେ ମଦ ଦୋକାନ ପୁନଃସ୍ଥାପନକୁ ବିରୋଧ: ଜିଲାପାଳଙ୍କୁ ଭେଟି ଦାବିପତ୍ର

ଅସୁରାଳି, ୧୭।୬ (ସନ୍ତୋଷ ସାହୁ): ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀପଙ୍ଗଟା ମୁଖ୍ୟ ରାସ୍ତାପାର୍ଶ୍ୱରେ ସରକାରୀ ଦେଶୀ ଓ ବିଦେଶୀ ମଦ ଦୋକାନକୁ ପୁନର୍ବାର ସ୍ଥାପନ ନ କରିବା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ: ଚାମେଲିଙ୍କୁ ଦୋଷ ମୁକ୍ତ କର, ନ ହେଲେ…

ପାଟଣା,୧୭।୬(ବୀର କିଶୋର ଦାଶ):କେନ୍ଦ୍ରାପଡା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ। ଯେ ପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ପ୍ରଦାନ ସହ ସମ୍ପୂର୍ଣ୍ଣ…

ଶେଷ ଦିନରେ ୧୩ ଜଣ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ, କିଏ କେଉଁ ଜୋନ୍‌ରୁ ଦେଖନ୍ତୁ ପୂରା ଲିଷ୍ଟ

ଛତ୍ରପୁର,୧୭।୬ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଯୋଜନା କମିଟି ସଦସ୍ୟ ଲାଗି ଆଜି ଶେଷ ଦିନରେ ୧୩ ଜଣ ଜିଲା ପରିଷଦ ସଭ୍ୟ / ସଭ୍ୟା ସେମାନଙ୍କ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା…

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri