ପୋଷା କୁକୁର ପାଇଁ ୪୧ ଦିନ ବ୍ରହ୍ମଚର୍ଯ୍ୟ ପାଳନ କରିବେ ଅଭିନେତା

ଆର୍‌ଆର୍‌ଆର୍‌ ଅଭିନେତା ରାମଚରଣଙ୍କୁ ମୁମ୍ବାଇ ଏୟାରପୋର୍ଟରେ ଖାଲି ପାଦରେ ଯାଉଥିବା ଦେଖିବାକୁ ମିଳିଛି। ଶୁଣିବାକୁ ମିଳୁଛି ଯେ ରାମଚରଣ କୁଆଡେ ୪୧ ଦିନ ଯାଏ ବ୍ରହ୍ମଚର୍ଯ୍ୟ ପାଳନ କରିବେ। ନିକଟରେ ରାମଚରଣ ଏକ ସାକ୍ଷାତକାରରେ କହିଥିଲେ ଯେ, ମୁଁ ପୂର୍ବରୁ ହିଁ ମୋର ଏକ ପୋଷା କୁକୁରକୁ ହରାଇ ସାରିଛି। ସେ ଯିବା ପରେ ମୁଁ ବହୁତ ଦୁଃଖୀ ହୋଇଯାଇଛି। ଏଣୁ ମୋ ସ୍ତ୍ରୀ ଉପାସନା ମୋତେ ଏକ କୁକୁର ଉପହାର ଦେଇଥିଲେ। ମୁଁ ତା’ ନାଁ ପୁଣି ଥରେ ବ୍ରାଟ ରଖିଛି। ଏବେ ବ୍ରାଟ୍‌ ମଧ୍ୟ ଗୋଡ଼ ଭାଙ୍ଗିଯାଇଛି। ଏଥିପାଇଁ ମୁଁ ତା’ ପାଇଁ ମାନସିକ ରଖିଛି, ଯେ ପର୍ଯ୍ୟନ୍ତ ସେ ସୁସ୍ଥ ହୋଇ ନାହିଁ, ସେବେ ଯାଏ ମୁଁ ଆମିଷ ଖାଇବି ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତିନୋଟି ବିବାହ କରିଛନ୍ତି ଶାହିଦଙ୍କ ମା’; ଏବେ ବଖାଣିଲେ ଦୁଃଖ

ବମ୍ବେ: ଏକାଧିକ ଥର ପ୍ରେମରେ ପଡ଼ିବା କି ଏକାଧିକ ବିବାହ କରିବା ବଲିଉଡ୍‌ କଳାକାରଙ୍କ ପାଇଁ ନୂଆ କଥା ନୁହେଁ। ହେଲେ କିଛି ସେଲିବ୍ରିଟି ବାଧ୍ୟହୋଇ...

ବିରୁଷ୍କାଙ୍କ ଥ୍ରୋ ବ୍ୟାକ୍‌ ଫଟୋ ଭାଇରାଲ

ମୁମ୍ବାଇ,୬।୭: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଓ ସ୍ବାମୀ ତଥା ଭାରତୀୟ କ୍ରିକେଟର ଅଧିନାୟକ ବିରାଟ କୋହଲି ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌। ପ୍ରାୟ ସମୟରେ...

ବଲିଉଡ୍‌ ସୁପରହିଟ୍‌କୁ ନେଇ ନିର୍ମାଣ ହୋଇଛି ଦକ୍ଷିଣ ଭାରତୀୟ ସିନେମା: ତାଲିକାରେ ଅଛି ‘ମୁନ୍ନା ଭାଇ ଏମ୍‌ବିବିଏସ୍‌’, ‘ଜବ୍‌ ଉଇ ମେଟ୍‌’…

ମୁମ୍ବାଇ: ବଲିଉଡ୍‌ରେ ଦକ୍ଷିଣ ଭାରତୀୟ ସିନେମାର ରିମେକ୍‌ ହେବା ନୂଆ କଥା ନୁହେଁ। ସୁପରଷ୍ଟାର ସଲମାନ ଖାନ୍‌ ଏବଂ ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କ ଅନେକ ଫିଲ୍ମ...

ପ୍ରେମ ପାଇଁ ଧର୍ମ ପରିବର୍ତ୍ତନ କରିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ: ହେଲେ ଆଜି ପର୍ଯ୍ୟନ୍ତ ଅଛନ୍ତି ଅବିବାହିତ

ଦକ୍ଷିଣ ଭାରତୀୟ ଫିଲ୍ମର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ନୟନତାରା। ସବୁଠାରୁ ଅଧିକ ଫିସ୍‌ ନେଉଥିବା ଅଭିନେତ୍ରୀଙ୍କ ତାଲିକାରେ ରହିଛି ତାଙ୍କ ନାମ। ଆଜି ଅର୍ଥାତ୍‌...

କାଟ୍ରିନାଙ୍କ ମେହେନ୍ଦି ଖର୍ଚ୍ଚ ଏତିକି ଟଙ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଟ୍ରିନା କେଫ୍‌ ଏବଂ ଅଭିନେତା ଭିକି କୌଶଲ ଡିସେମ୍ବରରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଡିସେମ୍ବର ପ୍ରଥମ ସପ୍ତାହାନ୍ତରେ ରାଜସ୍ଥାନର...

ହାତ ଯୋଡ଼ିଲେ ଭୋଜପୁରୀ ସୁପରଷ୍ଟାର

ନୂଆଦିଲ୍ଲୀ: ଏକ ବିବାଦକୁ ନେଇ ଚର୍ଚ୍ଚାରେ ଭୋଜପୁରୀ ସିନେମାର ସୁପରଷ୍ଟାର ଖେସାରୀ ଲାଲ ଯାଦବ। ସୋସିଆଲ ମିଡିଆରେ ତାଙ୍କ ଝିଅ ଏବଂ ସ୍ତ୍ରୀଙ୍କୁ ବଳାତ୍କାର ଧମକ...

ପୁଅର ଏହି କାମରେ ବିରକ୍ତ ହେଲେ ମୀରା ରାଜପୁତ

ଶାହିଦ କୁପରଙ୍କ ସ୍ତ୍ରୀ ମୀରା ରାଜପୁତ ପ୍ରଶଂସକଙ୍କ ସହ ସବୁବେଳେ ସମ୍ପର୍କରେ ରହିଥାନ୍ତି। ଏବେ ସେ ଏକ ଭିଡିଓ ଶେୟାର କରି ପ୍ରଶଂସକଙ୍କୁ ପ୍ରଶ୍ନ କରିଛନ୍ତି...

୪୭ ବର୍ଷରେ ବି ଫିଟ୍‌ ଅଛନ୍ତି ମଲାଇକା: ଏଥିପାଇଁ କରିଥାନ୍ତି ଏସବୁ…

ନିଜର ଫିଟ୍‌ନେସ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଅଭିନେତ୍ରୀ ମଲାଇକା ଆରୋରା ଇତିମଧ୍ୟରେ ୪୭ ବର୍ଷର ହୋଇସାରିଛନ୍ତି। ୨୩ ଅକ୍ଟୋବର, ୧୯୭୩ରେ ମହାରାଷ୍ଟ୍ରର ଥାନେରେ ଜନ୍ମଗ୍ରହଣ...

Advertisement
Archives

Model This Week