ବଢୁଛି ରାମଚରଣଙ୍କ କ୍ରେଜ୍‌: ଗୋଟିଏ ଫିଲ୍ମ ପାଇଁ ଡିମାଣ୍ଡ୍‌ କଲେ ଏମିତି କୋଟି

୨୦୨୭ ମସିହା ଦକ୍ଷିଣ ଭାରତୀୟ ସିନେମା ଜଗତ ପାଇଁ ଖାସ ହେବାକୁ ଯାଉଛି। ମହେଶ ବାବୁଙ୍କ ‘ବାରାଣସୀ’ଠାରୁ ଆରମ୍ଭ କରି ଅଲ୍ଲୁ ଅର୍ଜୁନ, ପ୍ରଭାସ ଓ ଜୁନିୟର ଏନ୍‌ଟିଆରଙ୍କ ବଡ଼ ବଡ଼ ପ୍ରୋଜେକ୍ଟକୁ ନେଇ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ରହିଛି। ଏହାରି ଭିତରେ ଏବେ ଚର୍ଚ୍ଚାରେ ରହିଛି ରାମଚରଣଙ୍କ ଆଗାମୀ ଫିଲ୍ମ RC17।

‘RRR’ ପରେ ରାମଚରଣଙ୍କ ଦୁଇଟି ଫିଲ୍ମ ରିଲିଜ ହୋଇଛି। ପ୍ରଥମେ ଆସିଥିଲା ‘ଗେମ ଚେଞ୍ଜର’, ଯାହା ବକ୍ସ ଅଫିସ୍‌ରେ ଆଶାନୁରୂପ ସଫଳତା ପାଇ ନ ଥିଲା। ଏହାପରେ ରିଲିଜ ହୋଇଥିଲା ‘ପେଡ୍ଡି’। ଏହି ଫିଲ୍ମ କିଛି ଆୟ କରିଥିଲେ ମଧ୍ୟ ଏହାକୁ ନେଇ ବିବାଦ ଚର୍ଚ୍ଚାରେ ରହିଥିଲା। ଏବେ ଅଭିନେତାଙ୍କ ପରବର୍ତ୍ତୀ ବଡ଼ ପ୍ରୋଜେକ୍ଟ RC17 ଉପରେ ସମସ୍ତଙ୍କ ନଜର ରହିଛି।

‘ରଙ୍ଗସ୍ଥଳମ’ ଭଳି ବ୍ଲକବଷ୍ଟର ଫିଲ୍ମ ଦେଇଥିବା ରାମଚରଣ ଓ ନିର୍ଦ୍ଦେଶକ ସୁକୁମାର ପୁଣିଥରେ ଏକାଠି କାମ କରୁଛନ୍ତି। ଏହି ଯୋଡ଼ିଙ୍କ ନୂଆ ଫିଲ୍ମକୁ ନେଇ ତେଲୁଗୁ ସିନେମା ଜଗତରେ ଏବେଠାରୁ ଚର୍ଚ୍ଚା ଜୋର୍‌ ଧରିଛି। RC17 ପାଇଁ ରାମଚରଣ ୧୫୦ କୋଟି ଟଙ୍କା ଫି’ ନେବେ। ସେହିପରି ନିର୍ଦ୍ଦେଶକ ସୁକୁମାରଙ୍କ ଫି’ ୧୦୦ କୋଟି ଟଙ୍କା ରହିଥିବା କୁହାଯାଉଛି। ଏଥିରେ ରାଇଟିଂରୁ ମିଳିବାକୁ ଥିବା ଲାଭ ମଧ୍ୟ ସାମିଲ ରହିଛି। ଏହି ଫିଲ୍ମର ଶୁଟିଂ ଆସନ୍ତା ବର୍ଷ ଆରମ୍ଭ ହେବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଉଦଳାରେ ଇଡିର ବଡ଼ଧରଣର ଚଢ଼ାଉ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ ଟ୍ରେଡିଂ କମ୍ପାନୀ ମୁଖ୍ୟଙ୍କ ଘରେ ଯାଞ୍ଚ

ଉଦଳା, ୪।୧୧(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅନ୍ତର୍ଗତ ବିଶୋଳ ଗ୍ରାମରେ ବୁଧବାର ସକାଳୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଏକ ସ୍ୱତନ୍ତ୍ର ଟିମ୍‌ ବଡ଼ଧରଣର ଚଢ଼ାଉ…

ବର୍ଷା ଯୋଗୁ ମ୍ୟାଚରେ ଓଭର ହ୍ରାସ: ଭାରତ ସାମ୍ନାରେ ରହିଛି ନୂଆ ଲକ୍ଷ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ସମୀକରଣ

ନୂଆଦିଲ୍ଲୀ, ୪।୧୧: ବର୍ଷା ପ୍ରଭାବିତ ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ ମ୍ୟାଚରେ ଓଭର ସଂଖ୍ୟା ହ୍ରାସ କରାଯାଇଛି। ବର୍ତ୍ତମାନ ଭାରତୀୟ ଇନିଂସ ୪୦ ଓଭରର ହେବ ଏବଂ ଏହାର…

ଦିନିକିଆରେ ସର୍ବାଧିକ ଥର ‘ଶୂନ୍ୟ’ରେ ଆଉଟ ହୋଇଥିବା ୫ ଭାରତୀୟ: ତାଲିକାରେ କେଉଁ ସ୍ଥାନକୁ ଗଲେ ରୋହିତ ଶର୍ମା? ଜାଣନ୍ତୁ

ନୂଆଦିଲ୍ଲୀ, ୪।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଜିତିବା ପାଇଁ ଭାରତକୁ ୧୮୬ ରନର ଲକ୍ଷ୍ୟ ମିଳିଥିଲା, ଯାହାର ପିଛା କରିବାକୁ ଯାଇ ଆରମ୍ଭ ଭଲ ରହିନଥିଲା।…

ଦିନିକିଆରେ ଆଉ ଏକ ନୂଆ ଇତିହାସ ରଚିଲେ କୋହଲି, ନିଜ ନାଁରେ କଲେ ବଡ଼ ରେକର୍ଡ, ତେନ୍ଦୁଲକରଙ୍କୁ ପକାଇଲେ ପଛରେ…

ନୂଆଦିଲ୍ଲୀ, ୪।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ୫ଟି ମ୍ୟାଚ ବିଶିଷ୍ଟ ଦିନିକିଆ (ODI) ସିରିଜର ପ୍ରଥମ ମୁକାବିଲାରେ ଟିମ ଇଣ୍ଡିଆର ଦିଗ୍ଗଜ ଖେଳାଳି ବିରାଟ…

‘ଲଢ଼ିବିନି ନିର୍ବାଚନ, ସିଧା ନେବି CM ଶପଥ’, ଅଖିଳେଶ ଯାଦବଙ୍କ ବଡ଼ ଘୋଷଣା! ରାଜନୀତିରେ ହଲଚଲ

ନୂଆଦିଲ୍ଲୀ, ୪।୧୧: ସମାଜବାଦୀ ପାର୍ଟି (ଏସ୍‌ପି) ସୁପ୍ରିମୋ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଆଗାମୀ ୨୦୨୭ ବିଧାନସଭା ନିର୍ବାଚନକୁ ନେଇ ଏକ ବଡ଼…

ଡୁଙ୍ଗୁରୀରେ ବେଆଇନ ମଦ ବିକ୍ରିକୁ ନେଇ ତାତି: ଥାନା ଘେରିଲେ ମହିଳା

ଅମରପାଲି, ୩।୧୧ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଜଟେସିଂହା ପଞ୍ଚାୟତର ଡୁଙ୍ଗୁରୀ ଗ୍ରାମରେ ବେଆଇନ ମଦ ବିକ୍ରିକୁ ନେଇ ଅସନ୍ତୋଷ ତୀବ୍ର ହୋଇଛି।…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ପାଇଁ ଏମିତି କାମ କଲେ ଅର୍ଶଦୀପ: ଖୋଲି କହିଲେ ମନର କଥା

ଅକଲାଣ୍ଡ,୪।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ବୋଲର ଅର୍ଶଦୀପ ସିଂହଙ୍କ ପ୍ରଦର୍ଶନ ବେଶ ପ୍ରଭାବଶାଳୀ ରହିଥିଲା। ସେ ୧୦ ଓଭର ବୋଲିଂ କରି ୭୦ ରନ…

ପର୍ଯ୍ୟଟକଙ୍କ ପାଇଁ ଖୁସିଖବର: ଖୋଲିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି, ୪।୧୧ (ପ୍ରଶାନ୍ତ କୁମାର ବିଶ୍ୱାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ଅପେକ୍ଷାର ଅନ୍ତ ଘଟିଛି। ବୁଧବାରଠାରୁ ୨୦୨୬-୨୭ ପର୍ଯ୍ୟଟନ ଋତୁ ପାଇଁ ଖୋଲିଛି କୁଲଡିହା ଅଭୟାରଣ୍ୟ। ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?