ଦୁନିଆରେ ୧୬ରୁ ଅଧିକ ଦେଶରେ ପୂଜା ପାଉଛନ୍ତି ଶ୍ରୀରାମ, ମୁସଲିମ ଦେଶରେ ମଧ୍ୟ ପୂଜାପାଏ ରାମଙ୍କ ମୂର୍ତ୍ତି

ଆଦିଲ୍ଲୀ,୧୮।୧: ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ସ୍ଥାପନ ହେବାକୁ ଯାଉଛି। ଏନେଇ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଏହି ଦିନକୁ ସ୍ମରଣୀୟ କରିବା ପାଇଁ କେବଳ ଦେଶରେ ନୁହେଁ ବିଦେଶରେ ମଧ୍ୟ ଭାରତୀୟମାନେ ଉତ୍ସାହିତ ଅଛନ୍ତି। ତେବେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ କେବଳ ଭାରତରେ ନୁହେଁ ଦୁନିଆରେ ୧୬ରୁ ଅଧିକ ଦେଶରେ ରାମଙ୍କୁ ପୂଜା କରାଯାଇଥାଏ। ସେହି ଦେଶମାନଙ୍କରେ ମୁସଲିମ ରାଷ୍ଟ୍ର ମଧ୍ୟ ରହିଛି।
ମରିସସ୍‌, ନେପାଳ, ଇସ୍ରାଏଲ ସମେତ ଅନେକ ମୁସଲିମ ଦେଶରେ ଭଗବାନ ଶ୍ରୀରାମଙ୍କୁ ପୂଜା କରାଯାଇଥାଏ। ବହୁ ଦେଶରେ ଏପରି କିଛି ପ୍ରମାଣ ମିଳିଛି ଯେଉଁଠାରେ ହଜାର ହଜାର ବର୍ଷ ଧରି ଶ୍ରୀରାମଙ୍କ ପୂଜା ହେଉଥିବାର ନିଦର୍ଶନ ରହିଛି।

ଉତ୍ତର ପ୍ରଦେଶର ସଂସ୍କୃତ ବିଭାଗର ଅଯୋଧ୍ୟା ଶୋଧ ସଂସ୍ଥାନ ରାମାୟଣ ବିଶ୍ୱମହାକୋଷରେ ଇରାକରୁ ମିଳିଥିବା କିଛି ମୂର୍ତ୍ତିର ଚିତ୍ର ପ୍ରକାଶ କରିଛି। ଏହି ମୂର୍ତ୍ତି ୪ହଜାର ବର୍ଷ ପୁରୁଣା ବୋଲି କୁହାଯାଉଛି।
ଆମେରିକାର ଗବେଷଣାକାରୀ ଭିୟୋ ଦେଶରେ ରାମପୂଜା ନେଇ ଅନେକ ତଥ୍ୟକୁ ଲୋକଲୋଚନକୁ ଆଣିଛନ୍ତି। ଏକ ଆମେରିକୀୟ ପତ୍ରିକାରେ ସେ ଦାବି କରିଛନ୍ତି, ମହୀ ରାବଣକୁ ଖୋଜିବାକୁ ଯାଇ ହନୁମାନ ଏକ ସୁଡଙ୍ଗରେ ପ୍ରବେଶ କରିଥିଲେ। ଯାହା ମଧ୍ୟ ପ୍ରଦେଶରେ ଅଛି। ଏହି ୭୦ହଜାର ୟୋଜନର ସୁଡଙ୍ଗ ସେଣ୍ଟା୍ରଲ ଆମେରିକାର ହୋଣ୍ଡରାସରେ ବାହାରିଛି। ଯାହାକbୁ ପୌରାଣିକ ଯୁଗରେ ପାତାଳ ଲୋକ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭.୬ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ: ସୁନାମି ଚେତାବନୀ ଜାରି

ନୂଆଦିଲ୍ଲୀ,୨୪।୩: ଓସେନିଆର ଟୋଙ୍ଗା ଅଞ୍ଚଳ ନିକଟରେ ନିଆଫୁରେ ଏକ ଶକ୍ତିଶାଳୀ ୭.୬ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ। ଆମେରିକାର ଭୂତତ୍ତ୍ୱ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri