ଦୁନିଆରେ ୧୬ରୁ ଅଧିକ ଦେଶରେ ପୂଜା ପାଉଛନ୍ତି ଶ୍ରୀରାମ, ମୁସଲିମ ଦେଶରେ ମଧ୍ୟ ପୂଜାପାଏ ରାମଙ୍କ ମୂର୍ତ୍ତି

ଆଦିଲ୍ଲୀ,୧୮।୧: ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ସ୍ଥାପନ ହେବାକୁ ଯାଉଛି। ଏନେଇ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଏହି ଦିନକୁ ସ୍ମରଣୀୟ କରିବା ପାଇଁ କେବଳ ଦେଶରେ ନୁହେଁ ବିଦେଶରେ ମଧ୍ୟ ଭାରତୀୟମାନେ ଉତ୍ସାହିତ ଅଛନ୍ତି। ତେବେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ କେବଳ ଭାରତରେ ନୁହେଁ ଦୁନିଆରେ ୧୬ରୁ ଅଧିକ ଦେଶରେ ରାମଙ୍କୁ ପୂଜା କରାଯାଇଥାଏ। ସେହି ଦେଶମାନଙ୍କରେ ମୁସଲିମ ରାଷ୍ଟ୍ର ମଧ୍ୟ ରହିଛି।
ମରିସସ୍‌, ନେପାଳ, ଇସ୍ରାଏଲ ସମେତ ଅନେକ ମୁସଲିମ ଦେଶରେ ଭଗବାନ ଶ୍ରୀରାମଙ୍କୁ ପୂଜା କରାଯାଇଥାଏ। ବହୁ ଦେଶରେ ଏପରି କିଛି ପ୍ରମାଣ ମିଳିଛି ଯେଉଁଠାରେ ହଜାର ହଜାର ବର୍ଷ ଧରି ଶ୍ରୀରାମଙ୍କ ପୂଜା ହେଉଥିବାର ନିଦର୍ଶନ ରହିଛି।

ଉତ୍ତର ପ୍ରଦେଶର ସଂସ୍କୃତ ବିଭାଗର ଅଯୋଧ୍ୟା ଶୋଧ ସଂସ୍ଥାନ ରାମାୟଣ ବିଶ୍ୱମହାକୋଷରେ ଇରାକରୁ ମିଳିଥିବା କିଛି ମୂର୍ତ୍ତିର ଚିତ୍ର ପ୍ରକାଶ କରିଛି। ଏହି ମୂର୍ତ୍ତି ୪ହଜାର ବର୍ଷ ପୁରୁଣା ବୋଲି କୁହାଯାଉଛି।
ଆମେରିକାର ଗବେଷଣାକାରୀ ଭିୟୋ ଦେଶରେ ରାମପୂଜା ନେଇ ଅନେକ ତଥ୍ୟକୁ ଲୋକଲୋଚନକୁ ଆଣିଛନ୍ତି। ଏକ ଆମେରିକୀୟ ପତ୍ରିକାରେ ସେ ଦାବି କରିଛନ୍ତି, ମହୀ ରାବଣକୁ ଖୋଜିବାକୁ ଯାଇ ହନୁମାନ ଏକ ସୁଡଙ୍ଗରେ ପ୍ରବେଶ କରିଥିଲେ। ଯାହା ମଧ୍ୟ ପ୍ରଦେଶରେ ଅଛି। ଏହି ୭୦ହଜାର ୟୋଜନର ସୁଡଙ୍ଗ ସେଣ୍ଟା୍ରଲ ଆମେରିକାର ହୋଣ୍ଡରାସରେ ବାହାରିଛି। ଯାହାକbୁ ପୌରାଣିକ ଯୁଗରେ ପାତାଳ ଲୋକ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ୍‌ର ସମନ

ନୂଆଦିଲ୍ଲୀ,୨୯ା୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ...

ଭାଇରାଲ ହେଉଛି ଶାହାଙ୍କ ଫେକ୍‌ ଭିଡ଼ିଓ, ରେଭନ୍ଥ ରେଡ୍ଡୀଙ୍କୁ ସମନ ପଠାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୯ା୪ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ...

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ହେଲିକପ୍ଟରଟି ଭାରସାମ୍ୟ ହରାଇଥିଲା। ତେବେ...

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ,...

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ...

ପ୍ରଳୟଙ୍କରୀ ବନ୍ୟାରେ ୪୨ ମୃତ

ନୈରୋବି,୨୯।୪: କେନ୍ଦ୍ରୀୟ କେନିଆର ମାଇ ମାହୁ ଅଞ୍ଚଳରେ ବ୍ୟାପକ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୦ ରୁ ୪୨କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ସିଟିଜେନ ଟେଲିଭିଜନ ସୋମବାର...

ଦୁବାଇରେ ନିର୍ମାଣ ହେଉଛି ବିଶ୍ୱର ସବୁଠାରୁ ବଡ ବିମାନ ବନ୍ଦର, ରହିବ ଏସବୁ ସୁବିଧା

ଦୁବାଇ,୨୯।୪: ଦୁବାଇରେ ବିଶ୍ୱର ବୃହତ୍ତମ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅଲ ମକତୁମ ଅନ୍ତର୍ଜାତୀୟ ବିମାନବନ୍ଦର ବର୍ତ୍ତମାନର ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri