ବାପାଙ୍କୁ ହରାଇଲେ ଏହି ଲୋକପ୍ରିୟ ଅଭିନେତା

ବମ୍ବେ: ଛୋଟ ପରଦାର ଲୋକପ୍ରିୟ ଧାରାବାହିକ ‘ବଡେ ଅଚ୍ଛେ ଲଗତେ ହୈ’ ଅଭିନେତା ରାମ କପୁରଙ୍କ ପିତାଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ରାମଙ୍କ ବାପା ଅନିଲ କପୁର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ଥିଲେ। ସୋମବାର ତାଙ୍କର ମୃତ୍ୟୁ ହୋଇଥିବା ବେଳେ ବୁଧବାର ରାମ ନିଜର ସାମାଜିକ ପୃଷ୍ଠାରେ ଏନେଇ ସୂଚନା ଦେଇଛନ୍ତି। ଏହାପରେ ପ୍ରଶଂସକମାନେ ରାମଙ୍କୁ ସମବେଦନା ଜଣାଇବା ସହ ଦୁଃଖକୁ ସହିବାକୁ ଶକ୍ତି ଦିଅନ୍ତୁ ବୋଲି ଲେଖୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ବିଜୟଙ୍କ ଶେଷ ଚଳଚ୍ଚିତ୍ର ନୁହେଁ ‘ଜନ ନାୟକନ’! ମୁଖ୍ୟମନ୍ତ୍ରୀ ହେବା ପରେ ବି ଜାରି ରହିବ ଅଭିନୟ? ସସପେନ୍ସ ବଢାଇଲେ…

ମୁମ୍ବାଇ: ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ଅଭିନେତା ଥଲାପତି ବିଜୟଙ୍କ ଚଳଚ୍ଚିତ୍ର ‘ଜନ ନାୟକନ’ ଉପରେ ଦୀର୍ଘ ସମୟରୁ କଟକଣା ଲାଗି ରହିଥିଲା। ଏହି ଚଳଚ୍ଚିତ୍ରଟି ଏହି ବର୍ଷ…

ଫ୍ଲାଟ୍‌ କିଣିଲେ ଜନ୍‌ ଆବ୍ରାହମ୍‌: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ବଲିଉଡରେ ଦୁଇ ଦଶନ୍ଧି ଧରି କାମ କରୁଥିବା ପ୍ରଖ୍ୟାତ ଅଭିନେତା ଜନ୍‌ ଆବ୍ରାହମ ଏକ ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାନ୍ତି। ସେ କେବଳ ତାଙ୍କ ଫିଲ୍ମ ପାଇଁ ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri