Ram Mandir Fake QR Codes Scam: ରାମ ମନ୍ଦିର ନାମରେ ହେଉଛି ଠକେଇ, ସରକାର ଜାରି କଲେ ସତର୍କ ସୂଚନା…

ନୂଆଦିଲ୍ଲୀ,୨୦।୧ : ରାମ ମନ୍ଦିର ଉଦଘାଟନ ଜାନୁଆରୀ ୨୨ରେ ହେବାକୁ ଯାଉଛି। ଏହା ସହିତ ବିଭିନ୍ନ ସାଇବର ଠକେଇ ଏହି ଧାର୍ମିକ ଉତ୍ସବ ସହିତ ଆରମ୍ଭ ହୋଇଛି। ଲୋକଙ୍କ ବିଶ୍ୱାସ ସହିତ ସାଇବର ଠକମାନେ ଖେଳିବା ଆରମ୍ଭ କରିଛନ୍ତି। ସାଇବର ଠକମାନେ ରାମ ମନ୍ଦିରର ଫେକ କ୍ୟୁଆର କୋଡ ଦ୍ୱାରା ଅନଲାଇନରେ ଲୋକଙ୍କୁ ଠକିବା ଆରମ୍ଭ କରିଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ରାମ ମନ୍ଦିରର ଫେକ କ୍ୟୁଆର କୋଡ ସ୍କାମ ଦ୍ୱାରା ଲୋକଙ୍କୁ ପ୍ରତାରଣା କରାଯାଉଛି।

ରାମ ମନ୍ଦିର ନାମରେ ୪ ପ୍ରକାର ଠକେଇ ଘଟୁଛି। ସେଥିମଧ୍ୟରେ ରାମ ମନ୍ଦିରକୁ ଦାନ, ଅନଲାଇନ ପ୍ରସାଦ, ଭିଭିଆଇପି ଦର୍ଶନ ଏବଂ ରାମ ମନ୍ଦିରର ନକଲି ୱେବସାଇଟ ସହିତ ଜଡିତ ଠକେଇ ରହିଛି।

ରାମ ମନ୍ଦିର ପାଇଁ ଦାନ ନେବା ନାମରେ ଠକେଇ ହେଉଛି। ନକଲି କ୍ୟୁଆର କୋଡ ଦ୍ୱାରା ଲୋକେ ଦାନ ଦେବା ଦ୍ୱାରା ଠକାମୀର ଶିକାର ହେଉଛନ୍ତି। ରାମ ମନ୍ଦିରର ମାଗଣା ପ୍ରସାଦ ବଣ୍ଟନ ନାମରେ ସ୍କାମ ଘଟୁଛି। ଲୋକଙ୍କୁ କୌଣସି ଲିଙ୍କରେ କ୍ଲିକ୍‌ କରିବାକୁ କୁହାଯାଉଛି। ଏହା ପରେ ଠକେଇ ହେଉଛି।
ରାମ ମନ୍ଦିରରେ ଭିଭିଆଇପି ପାସ ଏଣ୍ଟ୍ରି ସହିତ ଭିଆଇପି ଦର୍ଶନ କରିବାକୁ କହି ଅନଲାଇନରେ ଠକେଇ ହେଉଛି।

ଅଯୋଧ୍ୟା ରାମ ମନ୍ଦିର ନାମରେ ନକଲି ୱେବସାଇଟ ମାଧ୍ୟମରେ ଲୋକଙ୍କୁ ମଧ୍ୟ ପ୍ରତାରଣା କରାଯାଉଛି। ତେଣୁ, କୌଣସି ୱେବସାଇଟରେ କ୍ଲିକ କରିବା ପୂର୍ବରୁ ସତର୍କ ରହିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?