Posted inଜାତୀୟ

ଜାନୁୟାରୀ ୨୨ରେ ଉଦ୍‌ଘାଟନ ହେବ ଅଯୋଧ୍ୟା ରାମ ମନ୍ଦିର, ପ୍ରଧାନମନ୍ତ୍ରୀ ହେବେ ସାମିଲ

ନୂଆଦିଲ୍ଲୀ,୨୫।୧୦: ଅଯୋଧ୍ୟାରେ ନିର୍ମିତ ଭବ୍ୟ ଶ୍ରୀରାମ ମନ୍ଦିରର ଉଦ୍‌ଘାଟନ ଜାନୁୟାରୀ ୨୨ରେ ହେବ। ଅପରାହ୍ନ ୧୨.୩୦ ମିନିଟ୍‌ରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ସ୍ବତନ୍ତ୍ର ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିବେ। ଏନେଇ ବୁଧବାର ରାମଜନ୍ମ ଭୂମି ତୀର୍ଥ ଟ୍ରଷ୍ଟର ସଦସ୍ୟମାନେ ପ୍ରଧାନମନ୍ତ୍ରୀଙ୍କୁ ଭେଟି କାର୍ଯ୍ୟକ୍ରମରେ ସାମିଲ ହେବାର ନିମନ୍ତ୍ରଣ ଦେଇଥିଲେ। ଏହାକୁ ପ୍ରଧାନମନ୍ତ୍ରୀ ସ୍ବୀକାର କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri