Posted inଜାତୀୟ

ଆଧୁନିକ ଭାରତରେ ରାମରାଜ୍ୟର ପ୍ରତୀକ ହେବ ରାମମନ୍ଦିର: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୫।୮: ଆଧୁନିକ ଭାରତରେ ରାମରାଜ୍ୟର ପ୍ରତୀକ ଭାବେ ରାମମନ୍ଦିର ଉଭା ହେବ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର କହିଛନ୍ତି। ଅଯୋଧ୍ୟାରେ ରାମମନ୍ଦିରର ଶିଳାନ୍ୟାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବା ପରେ ରାଷ୍ଟ୍ରପତି ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏଭଳି କହିଛନ୍ତି। ରାମମନ୍ଦିରର ଶିଳାନ୍ୟାସ ନେଇ ସେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନ୍ୟାୟସଙ୍ଗତ ଭାବେ ତଥା ସାମାଜିକ ସଦ୍‌ଭାବ ସୃଷ୍ଟି କରି ଏହି ମନ୍ଦିରର ନିର୍ମାଣ କରାଯାଉଛି। ଦେଶବାସୀଙ୍କ ଆସ୍ଥା ଏବଂ ବିଶ୍ୱାସ ଆଧାରରେ ନିର୍ମାଣ ହେଉଥିବା ଏହି ମନ୍ଦିର ରାମରାଜ୍ୟ ପରିକଳ୍ପନାକୁ ସମ୍ଭବ କରାଇବ ବୋଲି ରାଷ୍ଟ୍ରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧୬ରୁ ଖୋଲିବ ସ୍କୁଲ

ଲକ୍ଷ୍ନୌ,୨।୮: ଦେଶରେ କରୋନାର ଦ୍ୱିତୀୟ ଲହର ଧୀରେ ଧୀରେ କମିବାରେ ଲାଗିଛି। ସ୍ଥିତି ନିୟନ୍ତ୍ରଣକୁ ଆସିବା ପରେ ଅନେକ ରାଜ୍ୟରେ ଏବେ ସ୍କୁଲ ଓ କଲେଜ...

ନୂଆଦଳ ଗଠନ କରିବେ ଅମରିନ୍ଦର: ଅସନ୍ତୁଷ୍ଟଙ୍କୁ ମିଳିବ ସ୍ଥାନ

ଚଣ୍ଡିଗଡ,୧।୧୦: ପ୍ରାୟ ଦୁଇ ଦଶନ୍ଧି ଧରି ପଞ୍ଜାବରେ କଂଗ୍ରେସ ସହ ରହିଥିବା କ୍ୟାପଟେନ ଅମରିନ୍ଦର ସିଂ ଏବେ ଏକ ନୂତନ ଦଳ ଗଠନ ପାଇଁ ପ୍ରସ୍ତୁତ...

୪ ବର୍ଷ ଧରି ଡ୍ରଗ୍ସ୍‌ ନେଉଛନ୍ତି ଆର୍ୟନ…

ମୁମ୍ବାଇ,୪।୧୦: କ୍ରୁଏଜ୍‌ ଡ୍ରଗ୍ସ୍‌ ପାର୍ଟି ମାମଲାରେ ବଲିଉଡ ଅଭିନେତା ଶାହରୁଖ ଖାଁଙ୍କ ପୁଅ ଆର୍ୟନ ଖାଁଙ୍କୁ ପଚରା ଉଚରା ସମୟରେ ନୂଆ କଥା ପଦାକୁ ଆସିଛି।...

ଜମ୍ମୁ-କଶ୍ମୀର ଆଇପିଏସ୍‌ ଅଫିସର ବସନ୍ତ ରଥ ନିଲମ୍ବିତ

ଶ୍ରୀନଗର,୮।୭: ଦୁର୍ବବ୍ୟହାର ଓ ଅସଦାଚରଣ ଅଭିଯୋଗରେ ଜମ୍ମୁ- କଶ୍ମୀରର ବରିଷ୍ଠ ଓଡ଼ିଆ ଆଇପିଏସ ଅଧିକାରୀ ବସନ୍ତ ରଥଙ୍କୁ ବୁଧବାର ନିଲମ୍ବିତ କରାଯାଇଛି। ଏନେଇ କେନ୍ଦ୍ର ସ୍ବରାଷ୍ଟ୍ର...

ପରିବାର ଲୋକଙ୍କୁ ମଞ୍ଚୁରିଆନ ସୁପ୍‌ରେ ବିଷ ମିଶାଇ ପିଇବାକୁ ଦେଲେ ଚାକର ଦମ୍ପତି

ଜୟପୁର,୯।୧: ରାଜସ୍ଥାନର ଯୋଧପୁର ସହରରେ ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଯେଉଁଠି ଚାକର ଦମ୍ପତି ଏକ ପରିବାରର ୪ ସଦସ୍ୟଙ୍କୁ ମଞ୍ଚୁରିଆନ ସୁପ୍‌ରେ ବିଷ...

ଥଣ୍ଡାରୁ ମୁକ୍ତି ଦିଏ ବିନା ବିଜୁଳିରେ ଚାଲୁଥିବା ହିଟର

କଶ୍ମୀରରେ ଶୀତଦିନେ ପ୍ରବଳ ଥଣ୍ଡାରୁ ରକ୍ଷା ପାଇବାକୁ ଲୋକେ ବିଭିନ୍ନ ଉପାୟ ଆଣାଇଥାଆନ୍ତି। ଏଠାରେ ବହୁଳ ମାତ୍ରାରେ ପ୍ରଚଳିତ ହୋଇଥାଏ ହାତ ତିଆରି ମାଟିର ହିଟର।...

ପେଗାସସ୍‌: ଶାସକଙ୍କ ଅସ୍ତ୍ର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୭: ବିଶ୍ୱବ୍ୟାପୀ ପୁନଶ୍ଚ ଶିରୋନାମା ମଣ୍ଡନ କରିବାରେ ଲାଗିଛି ପେଗାସସ୍‌ ସ୍ପାଏଓ୍ବେର। ଖବରଦାତା, ମାନବାଧିକାର କର୍ମୀ, ବିଜ୍‌ନେସ୍‌ ଏକ୍‌ଜିକ୍ୟୁଟିଭ୍‌, ରାଜନେତାମାନଙ୍କ ଉପରେ ଗୁପ୍ତଚରଗିରି କରିବା ପାଇଁ...

ହକି ଦଳ ଯାହା କଲେ, ଆଜି ସାରା ଦେଶ ଖୁସିରେ ନାଚୁଛି: ପିଏମ୍‌ ମୋଦି…

ନୂଆଦିଲ୍ଲୀ,୫।୮: ଭାରତୀୟ ପୁରୁଷ ହକି ଦଳ ଗୁରବୁାର ଟୋକିଓ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଛି। ହକି ଦଳ ଜର୍ମାନୀକୁ ୫-୪ ଗୋଲରେ ପରାସ୍ତ କରି ବ୍ରୋଞ୍ଜ...

Advertisement
Archives

Model This Week