ଆକାଶରେ ବି ଶୁଭୁଛି ‘ରାମ ନାମ’: ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୨୧।୧: ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସମଗ୍ର ଦେଶ ରାମମୟ ହୋଇଛି। ଭଗବାନ ଶ୍ରୀ ରାମଙ୍କ ପତାକା ସବୁଆଡେ ଉଡ଼ୁଥିବାବେଳେ କେତେକ ସ୍ଥାନରେ ରାମଙ୍କ ନାମର ଜପ ଶୁଣିବାକୁ ମିଳୁଛି। ସାଧାରଣତଃ ବସ କିମ୍ବା ଟ୍ରେନ ଯୋଗେ କୌଣସି ଧାର୍ମିକ ସ୍ଥାନକୁ ଯାଉଥିବା ଭକ୍ତମାନେ ଭଜନ ଏବଂ ଭଗବାନଙ୍କ ନାମ ଜପ କରି ରାସ୍ତାରେ ଯାତ୍ରା କରନ୍ତି। ବିମାନରେ ଏପରି ଦୃଶ୍ୟ କ୍ୱଚିତ୍‌ ଦେଖାଯାଏ। କିନ୍ତୁ ଅଯୋଧ୍ୟାରେ ଅନୁଷ୍ଠିତ ହେବାକୁ ଥିବା ବିଶାଳ ସମାରୋହ ପୂର୍ବରୁ ଭକ୍ତଙ୍କ ଭକ୍ତି ବିମାନ ଭିତରେ ଦେଖିବାକୁ ମିଳିଥିଲା।
ଏକ ବିମାନରେ ଯାତ୍ରୀମାନେ ପ୍ରଭୁଙ୍କ ନାମ ଜପୁଥିବା ଦେଖାଯାଇଛି। ଜଣେ ରାମ ନାମ ଜପିବା ପରେ ଅନ୍ୟ ଯାତ୍ରୀମାନେ ମିଶିକି ଗାଇଥିଲେ। ଭକ୍ତଙ୍କ ଏହି ଭିଡିଓ ମାଇଗୋ ଇଣ୍ଡିଆ ନାମକ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଶେୟାର କରାଯାଇଛି। ଭିଡିଓରେ କ୍ୟାପସନରେ କୁହାଯାଇଛି ଯେ, ଅଯୋଧ୍ୟା ଯାଉଥିବା ବିମାନରେ ରାମ ଭଜନ ଏକାଠି ଗାଇବାକୁ ସମସ୍ତେ ଉତ୍ସାହ ପ୍ରକାଶ କରିଛନ୍ତି। ଏହି ଭକ୍ତମାନେ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗ ନେବାକୁ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବାକୁ ନେଇ ସ୍ତ୍ରୀଙ୍କୁ ହତ୍ୟା

କେନ୍ଦୁଝର,୧ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ନୟାକୋଟ ଥାନା କୁଶକଳା କାଳିଆଡ଼ିହି ସାହିରେ ଖାଇବାକୁ ନେଇ ସ୍ତ୍ରୀଙ୍କୁ ହତ୍ୟା ହୋଇଛି। ହତ୍ୟା ପରେ ମୃତଦେହକୁ…

ଆଜି ଭୀଷଣ ବାତ୍ୟାର ରୂପ ନେବ ‘ମୁରାସୁ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ, ଏହି ୫ ଜିଲାକୁ ଅଧିକ…

ଭୁବନେଶ୍ୱର,୧ା୧୧(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୁରାସୁ’। ରବିବାର ସନ୍ଧ୍ୟା ସୁଦ୍ଧା ଏହା ତାମିଲନାଡୁର ଚେନ୍ନାଇଠାରୁ ୪୮୦ କି.ମି., ଆନ୍ଧ୍ରପ୍ରଦେଶର ନେଲୋରଠାରୁ ୫୫୦ କି.ମି.,…

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର ଜିତିଲେ ୨ ସ୍ବର୍ଣ୍ଣ ପଦକ

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ହରିଆଣାର ଫରିଦାବାଦରେ ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର (୩୨) ଜିତିଛନ୍ତି ୨ ସ୍ବର୍ଣ୍ଣ ପଦକ। ୯୩ କାଟାଗୋରି…

ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ: ସରକାରଙ୍କ ବିଫଳତାକୁ ନେଇ ବର୍ଷିଲେ ବିଜେଡି ନେତା

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମବାସୀ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଏଭଳିସ୍ଥିତିରେ…

ଅନ୍ତରିଗାଁ ପିଇଓଙ୍କୁ ନିଲମ୍ବନ କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି। ଏହି ବିପର୍ଯ୍ୟୟ ସମୟରେ କାର୍ଯ୍ୟରେ ଅବହେଳାକୁ ନେଇ ପୁରୁଷୋତ୍ତମପୁର ବ୍ଲକ…

ବରଗଡ଼ରେ ଚାଞ୍ଚଲ୍ୟ, ଅଭାବରେ ପଡ଼ି ଶିଶୁକନ୍ୟାଙ୍କୁ ଅନ୍ୟ ହାତରେ ଟେକିଦେଲେ ଦମ୍ପତି

ବରଗଡ଼,୧।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଭାବ ଅନଟନରେ ପଡ଼ି ଏକ ନବଜାତ ଶିଶୁକନ୍ୟାକୁ ଅନ୍ୟ ଦମ୍ପତିଙ୍କ ହାତରେ ଟେକି ଦେବା ଭଳି ଘଟଣା ଜିଲାରେ ଆଲୋଡ଼ନ ସୃଷ୍ଟି…

କଲେଜ ଛାତ୍ରୀଙ୍କୁ ଅପହରଣ: ଥାନାରେ ମାମଲା

ହାଟଡ଼ିହୀ,୧l୧୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ରହୁଥିବା ଜଣେ ୧୭ ବର୍ଷିୟା କଲେଜ ଛାତ୍ରୀଙ୍କୁ ପନ୍ଦାଡୋ ଗ୍ରାମର ହରେକୃଷ୍ଣ ଦେବତାଙ୍କ ପୁଅ ଶିଶିର ଦେବତା(୩୫)…

ଡର? ସେଇଟା ପୁଣି କଣ… କୋଚ୍‌ ଗମ୍ଭୀର ଟିମ୍‌ ଇଣ୍ଡିଆର ବିଜୟକୁ କାହିଁକି କହିଲେ ବହୁତ ଖାସ୍‌…

ନୂଆଦିଲ୍ଲୀ,୧।୧୧: ସିରିଜ୍ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ବି ହେଉ, ଭାରତୀୟ କ୍ରିକେଟ୍ ଟିମ୍‌ର ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ନିଜ ବକ୍ତବ୍ୟ ରଖିବାରେ କେବେ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?