ବାଲିମେଳାରେ ଧୁମ୍‌ଧାମ୍‌ରେ ପାଳିତ ହେଲା ଶ୍ରୀରାମ ନବମୀ

କୋରୁକୋଣ୍ଡା, ୩୦।୦୩(ଡି.ଏନ୍‌. ଏ): ମାଲକାନଗିରି ଜିଲା ବାଲିମେଳା ସହରରେ ଗୁରୁବାର ସ୍ଥାନୀୟ ଅଞ୍ଚଳର ଯୁବ ଗୋଷ୍ଠୀଙ୍କ ଦ୍ୱାରା ବହୁ ଧୁମଧାମରେ ଶ୍ରୀରାମ ନବମୀ ପାଳିତ ହୋଇଛି। ପ୍ରଥମେ ସହରର ୨ ନଂ ୱାର୍ଡ ସ୍ଥିତ ହନୁମାନ ମନ୍ଦିରଠାରୁ ଏକ ବାଇକ ରାଲି ବାହାରି କାଳୀଛକ, ଡ୍ରଗ୍‌ ଲାଇନ, ପାୱାର ହାଉସ ଛକ, ଏବଂ ମାର୍କେଟ ଦେଇ ଜଗନ୍ନାଥ ମନ୍ଦିରରେ ପହଞ୍ଚିଥିଲା। ଏହି ସମୟରେ ରାମଙ୍କ ଭଜନ ଏବଂ ଯୁବ ଗୋଷ୍ଠୀଙ୍କ ଦାରା ଜୟ ଶ୍ରୀରାମ ସ୍ଲୋଗାନରେ ସମଗ୍ର ସହର କମ୍ପି ଉଠିଥିଲା। ଶେଷରେ ଜଗନ୍ନାଥ ମନ୍ଦିରରେ ସମସ୍ତ ଭକ୍ତ ଅନ୍ନ ପ୍ରସାଦ ଗ୍ରହଣ କରିଥିଲେ। ଦିନକୁ ଦିନ ହିନ୍ଦୁ ଧର୍ମର ପ୍ରଚାର ପ୍ରସାର କମି ଯାଉଥିବାରୁ ସ୍ଥାନୀୟ ଅଞ୍ଚଳର ଯୁବ ଗୋଷ୍ଠୀଙ୍କ ଏଭଳିି ଏକ ନିଆରା ପଦକ୍ଷେପକୁ ସାଧାରଣରେ ବହୁ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬୪ ଗାଁ ଚିହ୍ନଟରେ ସୀମିତ ସୁନାମି ମୁକାବିଲା

କେନ୍ଦ୍ରାପଡ଼ା,୨୮ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ...

ଅଙ୍ଗନୱାଡି କର୍ମୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ

ଜଗତ୍‌ସିଂହପୁର, ୨୮ା୪ (ପ୍ରମୋଦ କୁମାର ନାୟକ)୨୦୧୦ରେ ତିର୍ତ୍ତୋଲ ବ୍ଲକ ପୁଟିଙ୍ଗ ଗ୍ରାମ ଅଧୀନ ୪ନଂ. ୱାର୍ଡରେ ଅଙ୍ଗନୱାଡି କେନ୍ଦ୍ର-୨ ଖୋଲା ଯାଇଥିଲା। କିନ୍ତୁ ଏହି କେନ୍ଦ୍ରରେ...

କମିଲାନି ଅପାଠୁଆ ଡାକ୍ତରଙ୍କ ରୋଗୀସେବା

ନୟାଗଡ଼,୨୮।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଅପାଠୁଆ ନକଲି ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବଦଳରେ ଅନୁକମ୍ପା ଯୋଗୁ ଦୌରାମତ୍‌ୟ କମିବା ପରିବର୍ତ୍ତେ ବଢ଼ି ଚାଲିଛି । ରଣପୁର ବ୍ଲକ...

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri