ରାମସହାୟ ପ୍ରସାଦ ଯାଦବ ହେଲେ ନେପାଳର ନୂତନ ଉପରାଷ୍ଟ୍ରପତି

କାଠମାଣ୍ଡୁ,୧୭।୩: ମାଡେସି ନେତା ରାମସହାୟ ପ୍ରସାଦ ଯାଦବ ନେପାଳର ନୂତନ ଉପରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର ନେପାଳର ନିର୍ବାଚନ ଆୟୋଗ ଏହା ଘୋଷଣା କରିଛନ୍ତି। ତେବେ ନେପାଳର ଉପରାଷ୍ଟ୍ରପତି ପଦ ଲାଗି ଦୌଡ଼ରେ ଜନତା ସମାଜ ପାର୍ଟିରେ ରାମସହାୟ, ସିପିଏନ୍‌-ୟୁଏମ୍‌ଏଲ୍‌ରୁ ଅଷ୍ଟ ଲକ୍ଷ୍ମୀ ଶାକ୍ୟ, ଜନମତ ପାର୍ଟିର ପ୍ରମିଳା ଯାଦବ ଏବଂ ମମତା ଝା ପ୍ରମୁଖ ଅଂଶଗ୍ରହଣ କରିଥିଲେ। ହେଲେ ରାମସହାୟଙ୍କୁ ନେପାଳ କଂଗ୍ରେସର ତିନୋଟି ମୁଖ୍ୟ ଦଳ, ସିପିଏନ-ମାଓବାଦୀ କେନ୍ଦ୍ର ଏବଂ ସିପିଏନ୍‌-ୟୁନିଫାଏଡ୍‌ ସୋସିଆଲିଷ୍ଟ ସମେତ ସାତୋଟି ଦଳର ସମର୍ଥନ ଥିଲା, ଯାହା ତାଙ୍କର ଉପରାଷ୍ଟ୍ରପତି ହେବା ପ୍ରାୟ ନିଶ୍ଚିତ ବୋଲି କୁହାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ନୂଆ କର୍କଟ ଟିକା: ମୃତ୍ୟୁ ଆଶଙ୍କା ୪୪ ପ୍ରତିଶତ ହେବ କମ୍‌…

ଲଣ୍ଡନ,୧୫।୧୨ : ପ୍ରଥମ ଥର ପାଇଁ ଏଭଳି କର୍କଟ ଟିକା ପ୍ରସ୍ତୁତ କରାଯାଇଛି, ଯାହା ଦ୍ୱାରା ରୋଗୀଙ୍କ ମୃତ୍ୟୁ ଆଶଙ୍କା ୪୪ ପ୍ରତିଶତ ହ୍ରାସ ପାଇଛି।...

ଜିତିବ ରୁଷିଆ: ପୁଟିନ

ମସ୍କୋ,୧୯ ।୧: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଥିବା ବେଳେ ଏହାର କୌଣସି ଅନ୍ତ ନଜର ଆସୁନହିଁ । ଇତିମଧ୍ୟରେ ରୁଷିଆ ରାଷ୍ଟ୍ରପତି...

ଭାରତ ପ୍ରତି ଚାଇନାର ଆକ୍ରୋଶ ମନୋଭାବକୁ ସମାଲୋଚନା କଲା ଆମେରିକା

ଓ୍ବାଶିଂଟନ୍‌,୧୫।୧୨: ଭାରତୀୟ ବଂଶୋଦ୍ଭବ ଆମେରିକୀୟ ସାଂସଦ କଂଗ୍ରେସ ରାଜ କୃଷ୍ଣମୂର୍ତ୍ତି ଭାରତ ପ୍ରତି ଚାଇନାର ଆକ୍ରୋଶ ମନୋଭାବକୁ ତୀବ୍ର ସମାଲୋଚନା କରିଛନ୍ତି। ଏହାର ମୁକାବିଲା ପାଇଁ...

ଗୁଗଲ୍‌ ସିଇଓଙ୍କ ଦରମା କେତେ ଜାଣନ୍ତି

ଭାରତୀୟ ମୂଳ ସୁନ୍ଦର ପିଚାଇ ଏବେ ଗୁଗଲ୍‌ ସିଇଓ ଭାବେ କାର୍ଯ୍ୟ କରୁଛନ୍ତି। ୨୦୧୯ରେ ଗୁଗଲ୍‌ର ପ୍ୟାରେଣ୍ଟ କମ୍ପାନୀ ଆଲ୍‌ଫାବେଟ୍‌ର କାର୍ଯ୍ୟଭାର ମଧ୍ୟ ତାଙ୍କୁ ଦିଆଯାଇଥିଲା।...

‘ଭାରତକୁ ଉପଦେଶ ଦେବାର କୌଣସି ଅଧିକାର ନାହିଁ’

ଓ୍ବାଶିଂଟନ,୧୫ା୧୨: ମିଳିତ ଜାତିସଂଘରେ କଶ୍ମୀର ପ୍ରସଙ୍ଗ ଉଠାଇ ପାକିସ୍ତାନକୁ ଭାରତ ଉପଯୁକ୍ତ ଉତ୍ତର ଦେଇଛି। ଭାରତ କହିଛି, ଯେଉଁ ଦେଶ ଆତଙ୍କବାଦୀ ଓସାମା ବିନ୍‌ ଲାଡେନକୁ...

ଚାଇନାର ପୂର୍ବତନ ରାଷ୍ଟ୍ରପତି ଜିଆଙ୍ଗ ଜେମିନଙ୍କ ପରଲୋକ…

ବେଜିଂ,୩୦।୧୧ : ଚାଇନାର ପୂର୍ବତନ ରାଷ୍ଟ୍ରପତି ଜିଆଙ୍ଗ ଜେମିନଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୬ ବର୍ଷ ହୋଇଥିଲା। ଚାଇନାର ରାଜ୍ୟ ଗଣମାଧ୍ୟମ ଅନୁଯାୟୀ...

ନିଜାମଙ୍କ ହୀରା ମୁଦି ୫୪ କୋଟି ଟଙ୍କାରେ ବିକ୍ରି

ନ୍ୟୁୟର୍କ, ୨୧।୬: ଆମେରିକା ନ୍ୟୁୟର୍କ ସହରରେ ଭାରତୀୟ ସମ୍ରାଟ ନିଜାମ ମୀର ଉସମାନ ଅଲ୍ଲୀ ଖାନ୍‌ଙ୍କ ଅଳଙ୍କାର ନିଲାମ କରାଯାଇଛି। ନିଜାମଙ୍କ ସ୍ବତନ୍ତ୍ର ହୀରା ମୁଦି...

ବେକାର ଯାଇନି ଜୀବନ

ଓ୍ବାଶିଂଟନ,୧୫ା୪: ୧୯୭୭ ଫେବୃୟାରୀ ୨୦ରେ ଜର୍ମାନୀର ଅଗ୍ସବର୍ଗରେ କ୍ରିଷ୍ଟିନ୍‌ ଡେନାଇସ୍‌ ସ୍ମାର୍ଟଙ୍କ ଜନ୍ମ। ବଞ୍ଚତ୍ଥିଲେ ଏବେ ତାଙ୍କୁ ୪୪ ବର୍ଷ ହୋଇଥାଆନ୍ତା। ହେଲେ ୨୫ ବର୍ଷ...

Advertisement
Archives

Model This Week