ରାମଙ୍କ ଆଖି ଖୋଲା ହେଲେ ଭାଙ୍ଗିଯିବ ଦର୍ପଣ, ଘଟିଥାଏ ଆଲୌକିକ ଘଟଣା

ଯୋଧ୍ୟା,୨୦।୧: ରାମଙ୍କୁ ନେଇ ଉତ୍ସବମୁଖର ସାରା ଦେଶ। ଅପେକ୍ଷାର ଅନ୍ତ କରି ଅଯୋଧ୍ୟାରେ ବିରାଜିବେ ରାମଲଲାଙ୍କ କିଶୋର ରୂପ। ଏହାରି ଭିତରେ ଜ୍ୟୋତିଷଙ୍କ ମତକୁ ନେଇ ଦେଶରେ ଚର୍ଚ୍ଚା ଜୋର ଧରିଛି। କୁହାଯାଉଛି ଯେ, ରାମଙ୍କ ଆଖି ଖୋଲିବା ପରେ ସାମ୍ନାରେ ଥିବା ଦର୍ପଣ ଆପେ ଆପେ ଭାଙ୍ଗିଯାଏ। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସତ। ଏହି ଆଲୌକିକ ଘଟଣାର କାରଣ ଜାଣିଲେ ଆପଣ ବି ତାଜୁବ ହୋଇଯିବେ।

ହିନ୍ଦୁଧର୍ମରେ ପ୍ରାଣ ପ୍ରତିଷ୍ଠା ହେଉଛି ଏକ ପବିତ୍ର ରୀତିନୀତି ଯାହାଦ୍ୱାରା ନିର୍ଜୀବ ପ୍ରତିମାଙ୍କୁ ସ୍ଥାପିତ କରାଯାଇ ପ୍ରାଣ ପ୍ରତିଷ୍ଠା କରାଯାଏ। ବର୍ତ୍ତମାନ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପୂଜାର୍ଚ୍ଚନା ଜାରି ରହିଛି। ୨୨ରେ ଏହି ମୂର୍ତ୍ତିକୁ ଗର୍ଭଗୃହରେ ସ୍ଥାପନ କରାଯିବ। ଏହି ରୀତିନୀତିରେ ନେତ୍ର ଅପସାରଣ ଓ ପ୍ରତିଫଳନ ନୀତି ମଧ୍ୟ ଅନ୍ତର୍ଭୁକ୍ତ। ପ୍ରାଣ ପ୍ରତିଷ୍ଠା ପରେ ବିଗ୍ରହଙ୍କୁ ଦର୍ପଣରେ ଦେଖାଯାଇଥାଏ। ଏହି ସମୟରେ ଦର୍ପଣ ଭାଙ୍ଗିଯାଇଥାଏ। ଏହା ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏପରି ହୋଇଥାଏ।

କହିରଖୁଛୁ କି, ପ୍ରାଣ ପ୍ରତିଷ୍ଠା ପୂର୍ବରୁ ମୂର୍ତ୍ତିଙ୍କ ଆଖିରେ ପଟି ବନ୍ଧାଯାଇଥାଏ। ପରେ ହୋମଯଜ୍ଞ ହୋଇ ପ୍ରାଣଦାନ ପରେ ଆଖି ପଟି ଖୋଲାଯାଇଥାଏ। ଏ ସଂକ୍ରାନ୍ତରେ ଜ୍ୟୋତିଷମାନେ କହିଛନ୍ତି, ଯେତେବେଳେ ପିଲାଟିି ଗର୍ଭରୁ ଆସେ ସେତେବେଳେ ତା’ଆଖିକୁ ଆବୃତ୍ତ କରି ରଖାଯାଇଥାଏ। ଯେପରି ସେ ଆଲୋକ ଦେଖି ବିଚଳିତ ହେବ ନାହିଁ କି ଡରଯିବ ନାହିଁ। ସେହିଭଳି ପ୍ରାଣ ପ୍ରତିଷ୍ଠା ସମୟରେ ଭଗବାନଙ୍କ ପ୍ରତିମାକୁ ଏକ କପଡାରେ ବନ୍ଧା ଯାଇଥାଏ। ପୂଜା ପରେ ସେଥିରେ ଏକ ଉଜ୍ଜଳ ଆଲୋକ ସ୍ଥାପନ କରାଯାଏ। ପୂଜା ମଧ୍ୟରେ ନେତ୍ରୋମୁଲନ ବିଧି କରାଯାଏ ଯେଉଁଥିରେ ରାମଙ୍କ ଆଖି ପଟି ଖୋଲାଯାଇ ଆଖିରେ ମହୁ ଲଗାଯାଏ। ପରେ ଏଥିରେ କଜଳ ଲଗାଯାଏ।

ଏହି ରୀତିନୀତି ଓ ପ୍ରାଣ ପ୍ରତିଷ୍ଠା ସମୟରେ ଭଗବାନ ଶ୍ରୀରାମଙ୍କ ଆଖିକୁ ଏକ ଶକ୍ତି ଆସିଥାଏ। ମନ୍ତ୍ରଜପ ସମୟରେ ଆଖିରୁ ଆସୁଥିବା ଉଜ୍ଜଳ ରଶ୍ମୀ ଯୋଗୁ କୌଣସି କ୍ଷତି ନ ହେବା ପାଇଁ ସମ୍ମୁଖରେ ଦର୍ପଣ ରଖାଯାଏ। ଯେଉଁଥିରେ ଦର୍ପଣ ଆପେ ଭାଙ୍ଗିଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ଦୂର ହେବ ଚିନ୍ତା! LPG-Petrol ନେଇ ଭାରତ ଆସୁଛି ଆଉ ୩ ଜାହାଜ, ପାର କଲା Strait of Hormuz

ନୂଆଦିଲ୍ଲୀ,୨୪।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମଧ୍ୟରେ ସଂଘର୍ଷ ଏବଂ ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଯୋଗୁ ଦେଖାଦେଇଥିବା ରୋଷେଇ ଗ୍ୟାସର ଅଭାବ ପାଇଁ ଏବେ ଆଶ୍ୱସ୍ତି ଆଶା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

ଯୁଦ୍ଧରେ ରୁଷିଆର ଏଣ୍ଟ୍ରିକୁ ନେଇ ଏମିତି କହିଲା ୟୁକ୍ରେନ, ସଭିଏଁ ଚକିତ!

କ୍ୱିଭ,୨।୪୩: ପଶ୍ଚିମ ଏସିଆରେ କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏକ ପ୍ରମୁଖ ଦାବି କରିଛନ୍ତି। ମଙ୍ଗଳବାର, ଜେଲେନ୍ସକି କହିଛନ୍ତି…

ମିଛ କହୁଥିଲେ ଟ୍ରମ୍ପ! ଇରାନର ଦୁଇ ଏନର୍ଜି ପ୍ଲାଣ୍ଟ ଉପରେ ଏୟାରଷ୍ଟ୍ରାଇକ…..

ନୂଆଦିଲ୍ଲୀ,୨୪।୩:ଗୋଟିଏ ପଟେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଂଘର୍ଷର ଅନ୍ତ ହେବାର ସଙ୍କେତ ଦେଉଛନ୍ତି । ଅନ୍ୟପଟେ, ଇରାନ ଆକ୍ରମଣ ସମ୍ପର୍କରେ ଏକ ବଡ଼ ଦାବି କରିଛି…

‘ହଁ ଆମେ ଯୁଦ୍ଧ ଶେଷ କରିବୁ…’, ଆମେରିକାକୁ ଇରାନର ସିଧା ଜବାବ, ସାମ୍ନାରେ ରଖିଲା ୨ ବଡ଼ ସର୍ତ୍ତ

ତେହରାନ୍‌,୨୪।୩: ଆମେରିକା ଏବେ ଇରାନ ସହିତ ସଂଘର୍ଷ ସମାପ୍ତ କରିବାକୁ ପ୍ରସ୍ତୁତ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ଆଉ ଯୁଦ୍ଧ କରିବାକୁ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri