Posted inଜାତୀୟ

ରାମ ମନ୍ଦିର ତାଲା ଖୋଲିବା ରାଜୀବ ଗାନ୍ଧୀଙ୍କ ବଡ଼ ଭୁଲ ଥିଲା: ମଣି ଶଙ୍କର ଆୟାର…

ନୂଆଦିଲ୍ଲୀ,୨୪।୮ : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଆତ୍ମଜୀବନୀ ’ମେମୋରିସ ଅଫ ଏ ମାଭେରିକ – ଦ ଫାଷ୍ଟ ଫିଫ୍ଟି ଇୟରର୍ସ (୧୯୪୧-୧୯୯୧)ରେ ଏପରି ଅନେକ କଥା ଲେଖିଛନ୍ତି, ଯାହା ବିବାଦୀୟ ହୋଇପାରେ ବୋଲି କୁହାଯାଉଛି। ଏହି ପୁସ୍ତକରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ବିଷୟରେ ଲେଖିଛନ୍ତି। ଅଯୋଧ୍ୟାରେ ରାମ ମନ୍ଦିରର ତାଲା ଖୋଲିବା ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ ପାଇଁ ଅନୁମତି ଦେବା ରାଜୀବଙ୍କ ନିଷ୍ପତ୍ତି ଭୁଲ ଥିଲା।

ମୁଁ ଭାବୁଛି ବାବ୍ରି ମସଜିଦ ପ୍ରସଙ୍ଗ ସଠିକ ଭାବରେ ପରିଚାଳନା କରାଯାଇ ନାହିଁ। ରାମ ମନ୍ଦିରର ମୂଳଦୁଆ ଅନୁମତି ପ୍ରଦାନ ଏକ ବଡ଼ ଭୁଲ ଥିଲା। ରାଜୀବ ଗାନ୍ଧୀ ଆରକେ ଧାୱନଙ୍କୁ ପିଏମଓକୁ ଆଣି ଏକ ଭୟଙ୍କର ଭୁଲ କରିଥିଲେ। ଧାୱନ କାର୍ଯ୍ୟାଳୟର ରାଜନୀତିକରଣ କରିଥିଲେ।

ମଣି ଶଙ୍କର ଆୟାର କହିଛନ୍ତି, ରାଜୀବ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ କରାଯିବା ପରେ ମୁଁ ଆଶ୍ଚର୍ଯ୍ୟ ହୋଇ ଯାଇଥିଲି। ଜଣେ ପାଇଲଟ କିପରି ଦେଶ ଚଳାଇବାକୁ ସମର୍ଥ ହେବେ, କିନ୍ତୁ ଯେତେବେଳେ ତାଙ୍କର କାର୍ଯ୍ୟ କରିବାର ଶୈଳୀ ଦେଖିଲି ତାଙ୍କୁୁ ପ୍ରଶଂସା କରିବା ଆରମ୍ଭ କଲି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?