Posted inଜାତୀୟ

ସୀତାଙ୍କ ସହ ବସି ମଦ୍ୟପାନ କରୁଥିଲେ ରାମ: ଲେଖକଙ୍କ ମନ୍ତବ୍ୟ ନେଇ ବିବାଦ…

ବେଙ୍ଗାଲୁରୁ,୨୨।୧ : ରାମଚରିତମାନସ ବିବାଦ ପରେ କର୍ନାଟକର ଲେଖକ କେ.ଏସ ଭଗବାନ ପୁଣି ପ୍ରଭୁ ଶ୍ରୀରାମଙ୍କ ବିଷୟରେ ଆଉ ଏକ ବିବାଦ ସୃଷ୍ଟି କରିଛନ୍ତି। ସେ ଭଗବାନ ରାମ ଏବଂ ସୀତାଙ୍କ ବିଷୟରେ ଅନେକ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି। ସେ ଦାବି କରିଛି ଯେ ବାଲ୍ମିକୀ ରାମାୟଣରେ କୁହାଯାଇଛି ଯେ ଭଗବାନ ରାମ ପ୍ରତିଦିନ ଅପରାହ୍ନରେ ତାଙ୍କ ପତ୍ନୀ ସୀତାଙ୍କ ସହ ବସି ମଦ୍ୟପାନ କରୁଥିଲେ। ସେ ତାଙ୍କ ପତ୍ନୀ ସୀତାଙ୍କ ବିଷୟରେ ତିଳେ ମାତ୍ର ଚିନ୍ତା ନ କରି ତାଙ୍କୁ ଜଙ୍ଗଲକୁ ପଠାଇଥିଲେ।

କେବଳ ଏତିକି ନୁହେଁ, ସେ ଏହା ମଧ୍ୟ କହିଛନ୍ତି ଯେ ରାମ ଏକ ଗଛ ତଳେ ତପସ୍ୟା କରୁଥିବା ଶୁଦ୍ର ଶମ୍ବୁକଙ୍କ ମୁଣ୍ଡ କାଟି ଦେଇଥିଲେ। ସେ ପ୍ରଶ୍ନ ଉଠାଇଛନ୍ତି ଯେ ରାମ କିପରି ଜଣେ ଆଦର୍ଶ ପୁରୁଷ ହୋଇପାରିବେ? ରାମ ରାଜ୍ୟ ଗଠନ କରିବା କଥା ନେଇ ଚର୍ଚ୍ଚା ହେଉଛି। କିନ୍ତୁ ବାଲ୍ମିକୀ ରାମାୟଣର ଉତ୍ତର କାଣ୍ଡ ଦର୍ଶାଏ ଯେ ପ୍ରଭୁ ରାମ ଆଦର୍ଶ ପୁରୁଷ ନ ଥିଲେ। ସେ ୧୧ ,୦୦୦ ବର୍ଷ ଶାସନ କରି ନ ଥିଲେ। ତାଙ୍କ ଶାସନ କାଳ ମାତ୍ର ୧୧ ବର୍ଷ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?