ରମା ରମଣ ମହାନ୍ତି ନୂଆ ଡିଏମ୍‌ଇଟି

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଡାଇରେକ୍ଟର ଅଫ୍‌ ମେଡିକାଲ ଏଜୁକେଶନ ଆଣ୍ଡ୍‌ ଟ୍ରେନିଂ(ଡିଏମ୍‌ଇଟି) ଭାବେ ଡା. ରମାରମଣ ମହାନ୍ତିଙ୍କୁ ନିଯୁକ୍ତି ଦିଆଯାଇଛି। ଆସନ୍ତା ୩୧ ତାରିଖରେ ଡିଏମ୍‌ଇଟି ଡା. ସିବିକେ ମହାନ୍ତିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଏହାପରେ ନୂଆ ଡିଏମ୍‌ଇଟି ଦାୟିତ୍ୱ ନେବେ। ଡା. ମହାନ୍ତି ବର୍ତ୍ତମାନ ବାରିପଦାସ୍ଥିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଡିନ୍‌ ଓ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଛନ୍ତି।
ସୂଚନାଯୋଗ୍ୟ, ୨୦୧୯ ନଭେମ୍ବରରୁ ଡିଏମ୍‌ଇଟି ଡା. ସିବିକେ ମହାନ୍ତି କାର୍ଯ୍ୟ କରୁଛନ୍ତି। କରୋନା ମାହାମାରୀକୁ ମୁକାବିଲା କରିବା ପାଇଁ ସରକାରଙ୍କ ମାର୍ଗଦର୍ଶନ କରିବା ସହ କୋଭିଡ୍‌ ପରିଚାଳନା କ୍ଷେତ୍ରରେ ଉପାଦେୟ ପରାମର୍ଶ ଦେଉଛନ୍ତି। ଏପରିକି ଓଡ଼ିଶାବାସୀଙ୍କୁ ମହାମାରୀ ବାବଦରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେବାରେ ପ୍ରମୁଖ ଭୂମିକା ତୁଲାଉଛନ୍ତି। ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ତାଙ୍କର ଦୀର୍ଘ ଅନୁଭୂତିକୁ ଅଧାର କରି ସରକାର ମଧ୍ୟ କୋଭିଡ୍‌ ମୁକାବିଲା ରଣନୀତି ପ୍ରସ୍ତୁତ କରିଛନ୍ତି। ଗତ ଏପ୍ରିଲ ୩୦ରେ ତାଙ୍କର କାର୍ଯ୍ୟକାଳ ଶେଷ ହେବାର ଥିଲା। କିନ୍ତୁ କରୋନା ସ୍ଥିତିକୁ ଦେଖି ସରକାର ତାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ସତ୍ୟପାଠ ଅଭିଯୋଗ ଆଣିଲା ଏଏପି

ସୁନାବେଡା,୧୯ା୪(ସ୍ବ.ପ୍ର.): ଇତିମଧ୍ୟରେ ସୁନାବେଡା ପୌର ପରିଷଦ ନିର୍ବାଚନ ଶେଷ ହୋଇଛି। କାଉନସିଲରମାନେ ଦାୟିତ୍ୱ ଗ୍ରହଣ କରିଛନ୍ତି। ତେବେ ମାସେ ନ ପୂରୁଣୁ ଜଣେ କାଉନସିଲର ନିର୍ବାଚନ...

ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ହତ୍ୟା ମାମଲା: ହାଇକୋର୍ଟରେ ଅଭିଯୁକ୍ତ ଦଣ୍ଡସେନାଙ୍କ ଜାମିନ ଖାରଜ

କଟକ ଅଫିସ୍‌, ୧୪।୮: ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାରେ ନିମ୍ନ ଅଦାଲତରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା...

କରୋନା କଟକଣା: ଫୁଲ ବ୍ୟବସାୟୀଙ୍କ ଦୁଃଖ ବଢ଼ିଲା

ଭୁବନେଶ୍ୱର, ୧୯।୪(ବ୍ୟୁରୋ): ଭୁବନେଶ୍ୱରରେ ପ୍ରତିଦିନ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଫୁଲ କାରବାର ହୋଇଥାଏ। ସହରରେ ପାଖାପାଖି ୫ଶହ ବ୍ୟବସାୟୀ ଫୁଲ ବେପାର କରି ପରିବାର ଚଳାନ୍ତି।...

ସପ୍ତାହକୁ ୩ଦିନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ଦିଆଯିବ

ଭୁବନେଶ୍ୱର, ୨୩।୧(ବ୍ୟୁରୋ) : ଏଣିକି ସପ୍ତାହରେ ୩ଦିନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ଦିଆଯିବ। ପ୍ରତି ମଙ୍ଗଳ, ବୁଧ ଓ ଶୁକ୍ରବାର ଟିକାକରଣ ହେବ। କିନ୍ତୁ ସରକାରୀ...

ଭାବବିହ୍ବଳ ହୋଇ କାନ୍ଦି ପକାଇଲେ ସୁର: କହିଲେ ରାତିରେ ଶୋଇପାରିଲି ନାହିଁ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଚଳିତ ବର୍ଷ ରଥଯାତ୍ରା ଉପରେ ସୁପ୍ରିମକୋର୍ଟଙ୍କ ରୋକ ଲଗାଇଛନ୍ତି। ଏହି ପ୍ରସଙ୍ଗରେ ଭାବବିହ୍ବଳ ହେଲେ ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁର...

ସ୍ବଚ୍ଛ ସର୍ବେକ୍ଷଣ-୨୦୨୦ ପାଇଁ ବିଏମ୍‌ସିର ତତ୍ପରତା: ଶିଶୁ ଦିବସରୁ ଗଡ଼ିବ ସ୍ବଚ୍ଛତା ରଥ

ଭୁବନେଶ୍ୱର, ୧୦।୧୧: ଆଗକୁ ରହିଛି ସ୍ବଚ୍ଛ ସର୍ବେକ୍ଷଣ-୨୦୨୦। ସ୍ବାର୍ଟସିଟି ଭୁବନେଶ୍ୱର କିପରି ଚଳିତଥର ଭଲ ପ୍ରଦର୍ଶନ କରିବ ସେନେଇ ପ୍ରସ୍ତୁତି ଜୋର୍‌ଦାର ହୋଇଛି। କିଛିଦିନ ହେବ...

ବିଦ୍ୟାଳୟ ଛାତ ପ୍ଲାଷ୍ଟର ଖସି ୭ ଛାତ୍ରୀଛାତ୍ର ଆହତ ହେବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ପିଡି ଡିଆରଡିଏ

କେନ୍ଦୁଝର,୧ା୧୦(ସ୍ବ.ପ୍ର.): ଘଟଗାଁ ବ୍ଲକ ଅନ୍ତର୍ଗତ ଅର୍ଜୁନବିଲା ପ୍ରାଥମିକ ବିଦ୍ୟାଳୟ ସିଲିଂରୁ ପ୍ଲାଷ୍ଟର ଖସି ୭ ଜଣ ଆଦିବାସୀ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଶ୍ରେଣୀରେ ପାଠ ପଢୁଥିବାବେଳେ...

ଟ୍ରକ୍‌, ଆମ୍ବୁଲାନ୍ସରେ ବେଆଇନ୍‌ ପ୍ରବେଶ କରୁଛନ୍ତି ଲୋକେ: ଜିଲାପାଳଙ୍କ ନିର୍ଦ୍ଦେଶ ପରେ ଗଞ୍ଜାମ ସୀମାନ୍ତରେ କଡ଼ାକଡ଼ି ଯାଞ୍ଚ

ଛତ୍ରପୁର, ୨୨।୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲାର ବିଭିନ୍ନ ସୀମାରେ କରାଯାଉଥିବା ମିଳିତ ଯାଞ୍ଚ ବୁଧବାର ଷଷ୍ଠ ଦିନରେ ପହଁଚିଛି। ଆନ୍ଧ୍ର,...

Advertisement
Archives

Model This Week