ରମାଦେବୀ ଛାତ୍ରୀ ଝରାଫୁଲ ହତ୍ୟା ମାମଲା: ପୋଲିସ ହାତରେ ରାକେଶର ସାଙ୍ଗ

ଯାଜପୁର/ଭୁବନେଶ୍ୱର,୧୧।୪: ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ହତ୍ୟା ମାମଲାରେ ସମ୍ପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଯାଜପୁର ପୋଲିସ ପ୍ରାୟ ୩ ମାସ ପରେ ଗିରଫ କରିଛି। ଗିରଫ ଯୁବକ ଜଣକ ହେଲେ ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅଧୀନ ସୁନ୍ଦରପଦାର ଅମରେଶ ରାଉତ। ଏହି ସମ୍ପର୍କରେ ଯାଜପୁର ଏସ୍‌ପି ରାହୁଲ ପି.ଆର୍‌ ରବିବାର ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ଜାନୁୟାରୀ ୨୬ରେ ଝରାଫୁଲ ଭୁବନେଶ୍ୱରରୁ ଏକ ବସ୍‌ ଯୋଗେ ଗାଁକୁ ଯାଉଥିଲେ। ହେଲେ ଦେହ ଭଲ ନ ଲାଗିବାରୁ ସେ ବାଣୀବିହାର ଛକରେ ଓହ୍ଲାଇ ପଡିଥିଲେ। ପରେ ସେ ତାଙ୍କ ପୁରୁଷ ବନ୍ଧୁ ରାକେଶଙ୍କୁ ଫୋନ କରି ଡକାଇଥିଲେ। ସେମାନେ ବୁଲାବୁଲି କରି ଏକ ହୋଟେଲରେ ରହିଥିଲେ। ହେଲେ ୨୭ ତାରିଖ ସକାଳୁ ରାକେଶ ଏକ ସ୍କୁଟିରେ ସାଙ୍ଗଙ୍କ ସହ ମିଶି ଝାରାଫୁଲଙ୍କ ମୃତଦେହ ଧରି ଯାଜପୁର ଜିଲା କୁଆଖିଆ ନେଇ ଫିଙ୍ଗି ଦେଇଥିଲେ। ୨୮ ତାରିଖରେ ପୋଲିସ ଝରାଫୁଲଙ୍କ ପୁରୁଷ ବନ୍ଧୁ ରାକେଶଙ୍କୁ ଗିରଫ କରିଥିଲା। ପୋଲିସ ରାକେଶଙ୍କୁ ରିମାଣ୍ଡରେ ଆଣି ପଚରାଉଚୁରା କରିଥିଲା। ସେବେଠାରୁ ହତ୍ୟା ମାମଲାରେ ସମ୍ପୃକ୍ତ ରାକେଶଙ୍କ ସାଙ୍ଗ ଅମରେଶ ଫେରାର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁୟାରୀ ୫ରୁ ଧାନ ସଂଗ୍ରହ

ଜଗତ୍‌ସିଂହପୁର ଅଫିସ, ୧୭।୧୧: ଆସନ୍ତା ଜାନୁୟାରୀ ୫ରୁ ଜିଲାରେ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ଅଭିଯାନ ଆରମ୍ଭ ହେବ । ୧୦୫ଟି ପାକ୍ସ (ପ୍ରାଥମିକ...

ଜିଲାରେ ପ୍ରଥମ: ଜଳେଶ୍ୱରରେ ମଡେଲ ଭିଲେଜ କାର୍ଯ୍ୟାରମ୍ଭ

ଜଳେଶ୍ୱର, ୨୭।୧୨(ସ୍ବ.ପ୍ର.)-ସରକାରଙ୍କ ନୂତନ ଯୋଜନା ଅନୁଯାୟୀ ଏଣିକି ଭୂମିହୀନ ଓ ଗୃହହୀନଙ୍କ ଲାଗି ସରକାରୀ ସ୍ଥାନରେ ଏକ ମଡେଲ ଭିଲେଜ ନିର୍ମାଣ ପାଇଁ ସ୍ଥିର ହୋଇଛି...

ଜେଏନ୍‌ୟୁ ଆକ୍ରମଣ ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିକଲେ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ ଛାତ୍ରୀଛାତ୍ର

ପୁରୀ ଅଫିସ, ୭।୧: ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ରେ ଉପୁଜିଥିବା ଛାତ୍ର ଅଶାନ୍ତି ତୀବ୍ରରୂପ ନେବାରେ ଲାଗିଛି। ଏ ନେଇ ବିଭିନ୍ନ ଛାତ୍ର ସଙ୍ଗଠନ...

ନିର୍ବାଚନ ତାରିଖ ଘୋଷଣା ପରେ ଭାଜପାର ଦମ୍ଭୋକ୍ତି: ବିଜେପୁରରେ ବାଜିମାତ୍‌ କରିବୁ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ବାଜିଛି ବିଗୁଲ୍‌। ଆସନ୍ତା ଅକ୍ଟୋବର ୨୧ରେ ଭୋଟ ଗ୍ରହଣ ହେବା ନେଇ ଶନିବାର ଘୋଷଣା ହୋଇଛି। ଏହାପରେ ରାଜ୍ୟର ୩...

ଡାକ୍ତର ପରମାନନ୍ଦଙ୍କୁ ଅନ୍ତର୍ଜାତୀୟ ଫେମ୍‌ ଆଓ୍ବାର୍ଡ

ସୋନପୁର,୨୨ା୩(ନି.ପ୍ର.): ସୋନପୁରର ଯୁବ ଦନ୍ତ ଚିକିତ୍ସକ ଡାକ୍ତର ପରମାନନ୍ଦ ମିଶ୍ରଙ୍କୁ ମିଳିଛି ଆନ୍ତର୍ଜାତୀୟ ଫେମ୍‌ ଆଓ୍ବାଡ୍‌। ଶ୍ରେଷ୍ଠ ଦନ୍ତ ଚିକିତ୍ସକ ବର୍ଗରେ ମନୋନୀତ ହୋଇ ସେ...

ମହଙ୍ଗା ପଡ଼ିଲା ଭତ୍ତା ଟଙ୍କା ହଡ଼ପ: ନୟାଗଡ଼ ଜିଲାର ୪ ପିଇଓ ନିଲମ୍ବିତ

ନୟାଗଡ଼ ଅଫିସ,୨୨ା୧୨: ମୃତ ବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଓ ଆର୍ଥିକ ଅନିୟମିତତା ନୟାଗଡ଼ ଜିଲାର ୪ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ)ଙ୍କ ପାଇଁ...

ଘର ଭାଙ୍ଗିଦେଲେ, ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ

ଢେଙ୍କାନାଳ ଅଫିସ, ୫ା୪: ଢେଙ୍କାନାଳ ସଦର ଥାନା ମହୁଲପୁଞ୍ଜି ଗ୍ରାମର ମହିଳା ସଚ୍ଚି ପଣ୍ଡାଙ୍କ ଘର କେତେଜଣ ବ୍ୟକ୍ତି ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏ...

କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ କଳାହାଣ୍ଡିବାସୀ ଆଶ୍ୱସ୍ତ

ଧର୍ମଗଡ଼,୧୩ା୪(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲାର ଜଣେ କୋଭିଡ୍‌ ପଜିଟିଭ ଆକ୍ରାନ୍ତ ବର୍ତ୍ତମାନ ସୁସ୍ଥ ହୋଇଥିବା ଜଣାପଡ଼ିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

Advertisement
Archives

Model This Week