ପୁରୀ ଅଘଟଣକୁ ନେଇ ପ୍ରଶ୍ନ ଉଠାଇଲେ ବରିଷ୍ଠ ସେବାୟତ: କହିଦେଲେ ବଡ଼ କଥା

ପୁରୀ,୨୯।୬: ପୁରୀ ଅଘଟଣକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବରିଷ୍ଠ ସେବାୟତ ତଥା ପୂର୍ବତନ ପରିଚାଳନା କମିଟି ସଦସ୍ୟ ରାମଚନ୍ଦ୍ର ଦାସ ମହାପାତ୍ର। ସେ କହିଛନ୍ତି ଯେ, ପହୁଡ଼ ନୀତିକୁ ନେଇ ଭକ୍ତଙ୍କୁ ଆଗୁଆ ସୂଚନା ଦେବାର ଥିଲା, ମାତ୍ର କରାଯାଇନାହିଁ। ଯଦି ବି ପହୁଡ଼ ହେଲା, ତାହା ହେଲେ ଘଣ୍ଟାଏ ପରେ ଉଠି ପାରିଥାନ୍ତା। ଏସବୁ ନିଷ୍ପତ୍ତି ପରିଚାଳନା କମିଟି ଥିଲେ ନେଇ ପାରିଥାନ୍ତା, ମାତ୍ର ହେଲାନାହିଁ। ସୂଚନା କେନ୍ଦ୍ର ପାଖରେ କେହି ନ ଥିଲେ। ଭକ୍ତ ଜାଣି ପାରିଲେ ନାହିଁ। ଯେଉଁଥିଲାଗି ବଡ଼ ଅଘଟଣ ଘଟିଥିବା ସେ କହିଛନ୍ତି।

ସୂଚନାଥାଉ କି, ସକାଳୁ ସକାଳୁ ପୁରୀରେ ଘଟିଛି ବଡ଼ ଅଘଟଣ। ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ। କାଳିଆ ଦର୍ଶନ କରିବାକୁ ଆସି ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ ହୋଇଛି।

Image

ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି। ଭୋରରୁ ଏପରି ବଡ଼ ଅଘଟଣ ଘଟିଛି। ତେବେ ଭୋର ୪ଟା ୨୦ରେ ଅଘଟଣ ଘଟିଥିବା ସୂଚନା ମିଳିଛି। ଦର୍ଶନ ପାଇଁ ଅତ୍ୟଧିକ ଭିଡ଼ ଯୋଗୁ ଏପରି ଘଟଣା ହୋଇଛି। ମୃତକ ବୋଲଗଡ଼ର ୩୬ ବର୍ଷୀୟ ବାସନ୍ତୀ ସାହୁ, ୭୮ବର୍ଷୀୟ ପ୍ରେମକାନ୍ତି ମହାନ୍ତି, ବାଲିପାଟଣାର ପ୍ରଭାତୀ ଦାସ। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ ଠେଲାପେଲାରେ ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି। ଭକ୍ତଙ୍କ ଭିଡ଼ ଭିତରେ ଚାର କାଠ ବୋଝେଇ ଟ୍ରକ ପଶିଥିଲା। ଯାହାପରେ ଠେଲାପେଲାରେ ଏପରି ସ୍ଥିତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri