Posted inଜାତୀୟ

ପରବର୍ତ୍ତୀ ସିଜେଆଇ ପାଇଁ ଲଲିତଙ୍କ ନାମ ସୁପାରିଶ କଲେ ରମନା…

ନୂଆଦିଲ୍ଲୀ, ୪।୮ : ଭାରତର ପ୍ରଧାନ ବିଚାରପତି(ସିଜେଆଇ) ଏନ.ଭି. ରମନା ଗୁରୁବାର ଜଷ୍ଟିସ ଉଦୟ ଉମେଶ ଲଲିତଙ୍କ ନାମ ଉତ୍ତରାଧିକାରୀ ଭାବରେ ସୁପାରିଶ କରିଛନ୍ତି। ଏହାଦ୍ୱାରା ଜଷ୍ଟିସ ଲଲିତ ଭାରତର ୪୯ ତମ ପ୍ରଧାନ ବିଚାରପତି ହେବେ। ଏହା ଲକ୍ଷ୍ୟ କରାଯାଇପାରେ ଯେ ପ୍ରଧାନ ବିଚାରପତି ରମନା ଅଗଷ୍ଟ ୨୬ ରେ ଅବସର ନେଉଛନ୍ତି।

ଜଷ୍ଟିସ ୟୁୟୁ ଲଲିତ ବର୍ତ୍ତମାନ ସୁପ୍ରିମକୋର୍ଟର ଦ୍ୱିତୀୟ ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି। ପ୍ରଧାନ ବିଚାରପତି ଏନ.ଭି ରମନା ଜଷ୍ଟିସ ୟୁ ୟୁ ଲଲିତଙ୍କ ନାମକୁ କେନ୍ଦ୍ର ସରକାରଙ୍କ ଉତ୍ତରାଧିକାରୀ ଭାବରେ ସୁପାରିଶ କରିଛନ୍ତି। ଅଗଷ୍ଟ ୨୭ ରେ ଶପଥ ଗ୍ରହଣ କରିବାକୁଥିବା ଜଷ୍ଟିସ ଲଲିତଙ୍କ ନଭେମ୍ବର ୮ ପର୍ଯ୍ୟନ୍ତ ପ୍ରଧାନ ବିଚାରପତି ଭାବରେ କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri