ଧରଓ୍ବାଦ, ୨୩ା୧୦ (ପି.ଟି.): ଏସିଆନ ଗେମ୍ସ ରୌପ୍ୟ ପଦକ ବିଜେତା ରାମକୁମାର ରମାନାଥନ ଏଠାରେ ଚାଲିଥିବା ଆଇଟିଏଫ୍ ଧରଓ୍ବାଦ ପୁରୁଷ ଓ୍ବାଲର୍ଡ ଟେନିସ ଟୁର୍ ଚାମ୍ପିୟନ ହୋଇଛନ୍ତି। ଏକ ଅଲ୍ ଇଣ୍ଡିଆନ ଫାଇନାଲରେ ଚତୁର୍ଥ ସିଡ୍ ରମାନାଥନ ତୃତୀୟ ସିଡ୍ ଦିଗ୍ବିଜୟ ପ୍ରତାପ ସିଂଙ୍କଠାରୁ କଡ଼ା ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲେ ହେଁ ମ୍ୟାଚକୁ ୭-୬ (୫), ୭-୬ (୬)ରେ ଜିତି ନେଇଥିଲେ। ଚାମ୍ପିୟନ ଭାବେ ସେ ୩୬୦୦ ଆମେରିକୀୟ ଡଲାର ପୁରସ୍କାର ରାଶି ପକେଟସ୍ଥ କରିଥିବା ବେଳେ ୨୦ ଏଟିପି ପଏଣ୍ଟ ଅର୍ଜନ କରିବାରେ ସମର୍ଥ ହୋଇଛନ୍ତି। ଧରଓ୍ବାଦ ଜିଲା ଲନ୍ ଟେନିସ ଆସୋସିଏଶନ କୋର୍ଟରୁ ଦିଗ୍ବିଜୟ ୨୧୨୦ ଡଲାର ପୁରସ୍କାର ବ୍ୟତୀତ ୧୨ ଏଟିପି ପଏଣ୍ଟ ହାସଲ କରିଛନ୍ତି। ଦୁଇ ଖେଳାଳି ପ୍ରଥମ ଥର ପରସ୍ପରକୁ ଭେଟିଥିଲେ। ସମଗ୍ର ମ୍ୟାଚରେ ସର୍ଭିସ ବ୍ରେକ୍ ହୋଇ ନ ଥିବାରୁ ଦୁଇ ଖେଳାଳିଙ୍କ ମଧ୍ୟରେ ଏହି ମ୍ୟାଚ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାମୂଳକ ହୋଇଥିଲା।
ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..
ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି): ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…
ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼
ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…
ପାଇପ୍ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି
କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…
ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା
ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…
ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର
ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…
ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ
କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…
ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…
IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…
କଲମ୍ୱୋ,୧୫ା୨: ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…
Archives

