ବିରିଡିହାରେ ରାମନବମୀ

ଆନନ୍ଦପୁର,୬ା୪: ବିରିଡିହା ଗ୍ରାମରେ ରବିବାର ଶ୍ରୀରାମ ନବମୀ ପୂଜା ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ରବିବାର ସକାଳେ ସମସ୍ତେ ଏକତ୍ରିତ ହୋଇ ବିରାଟ ବାଇକ୍‌ ଶୋଭାଯାତ୍ରାରେ ନିକଟସ୍ଥ ନଦl ପୋଖରୀରେ କଳସ ବୁଡ଼ାଇ ଶୋଭାଯାତ୍ରାରେ ରାମନବମୀ ମନ୍ଦିରରେ ପହଞ୍ଚି କଳସ ସ୍ଥାପନ କରିଥିଲେ। ପୂଜକ ପୀତାମ୍ବର ପଣ୍ଡା ଏବଂ ହରିନାଥ ଷଡ଼ଙ୍ଗୀ ରୀତିନୀତି ଅନୁସାରେ କଳସ ପୂଜକରି ଶ୍ରୀରାମନବମୀ ପୂଜା ଯଥା ରୀତିକାନ୍ତି ଅନୁସାରେ ଅନୁଷ୍ଠିତ ହୋଇଥିଲା। କର୍ତ୍ତା ଭାବେ କୁଶୋଧୋଜ ସାହୁ ରହିଥିବା ବେଳେ ସାଥୀରେ ଶରତ ସାହୁ, ମଦନ ସାହୁ, ବାବୁଲି ସାହୁ, ସିପୁନୁ ସାହୁ,ଗଦାଧର ଦାସ, କନ୍ଦେଶ୍ୱର ଦଳେଇ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ରାମନବମୀ ପୂଜା କମିଟର ଯୁବକମାନେ ସହଯୋଗ କରିଥିଲେ। ପୂଜା ତିନିଦିନ ଧରି ଚାଲୁରହିବ। ଏଥିସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ ବୋଲି କମିଟିର ସଦସ୍ୟ ସୁଦାମ ଚରଣ ସାହୁ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ପ୍ରସ୍ତାବିତ ମେଗା ଷ୍ଟିଲ୍‌ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି…

ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri