ୟୁକ୍ରେନ୍‌ ଯୁଦ୍ଧର ଅବସାନ ପାଇଁ ରାମାଫୋସାଙ୍କ ଉଦ୍ୟମ

କେପ୍‌ଟାଉନ,୧୮ା୫: ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା ମଙ୍ଗଳବାର କହିଛନ୍ତି ଯେ ତାଙ୍କ ରୁଷୀୟ ଓ ୟୁକ୍ରେନୀୟ ପ୍ରତିପକ୍ଷ ଏକ ଆଫ୍ରିକୀୟ ପ୍ରତିନିଧି ଦଳ ସହ ଶାନ୍ତି ଆଲୋଚନା ପାଇଁ ରାଜି ହୋଇଛନ୍ତି। ୟୁକ୍ରେନ୍‌-ରୁଷିଆ ଯୁଦ୍ଧର ପରିସମାପ୍ତି ଦିଗରେ ପ୍ରତିନିଧି ଦଳ ଉଦ୍ୟମ କରିବ। ରାମାପୋସା ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଓ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କ ସହ ଫୋନ୍‌ରେ ଏନେଇ ଆଲୋଚନା କରିଛନ୍ତି। ମସ୍କୋ ଓ କିଭ୍‌ରେ ଆଫ୍ରିକୀୟ ନେତାଙ୍କ ଶାନ୍ତି ମିଶନ ଆୟୋଜନ ଲାଗି ଦୁଇ ନେତା ସମ୍ମତି ଦେଇଛନ୍ତି। ଜାମ୍ବିଆ, ସେନେଗାଲ, କଙ୍ଗୋ, ଉଗାଣ୍ଡା ଓ ଇଜିପ୍ଟ ନେତାମାନେ ମଧ୍ୟ ରାମାଫୋସାଙ୍କ ମିଶନରେ ସାମିଲ ହେବାକୁ ଯୋଜନା କରିଛନ୍ତି। ପୁଟିନ୍‌ ଓ ଜେଲେନ୍‌ସ୍କି ଏନେଇ ପ୍ରସ୍ତୁତି ଆରମ୍ଭ କରିବାକୁ ରାମାପୋସାଙ୍କୁ ସବୁଜ ସଙ୍କେତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri