ଉତ୍କଳ ପ୍ରଦେଶ ଗଠନରେ ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ଅବଦାନ ଅତୁଳନୀୟ

ଛତ୍ରପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାସ୍ତରୀୟ ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ୧୨୩ତମ ଜନ୍ମ ଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି। ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ରାଜା ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ଅବଦାନ ଅତୁଳନୀୟ ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ଅତିଥି ଭାବେ ପୂର୍ବତନ ବିଧାୟକ ଅଶୋକ ଚୌଧୁରୀ, ପ୍ରଶାନ୍ତ ମହାରଣା ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନତମାମ ବିଦ୍ୟୁତ୍‌ ସେବା ବନ୍ଦ

ସମ୍ବଲପୁର,୨୫।୧(ବ୍ୟୁରୋ): ସମ୍ବଲପୁର ଜିଲାରେ ଜାତୀୟ ରାଜପଥ ନିର୍ମାଣ କରୁଥିବା ସଂସ୍ଥା ଏଆଇପିଏଲ୍‌ କମ୍ପାନୀ ହାଇୱା ଧକ୍କାରେ ମଙ୍ଗଳବାର ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ତାର ଛିଣ୍ଡିଯାଇଥିଲା। ଫଳରେ ମାନେଶ୍ୱର,...

କରୋନା ସନ୍ଦିଗ୍ଧଙ୍କ ପାଇଁ ୧୬୧ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର

ସୋନପୁର,୨୯।୩(ନି.ପ୍ର.) କରୋନା ସଂକ୍ରମଣକୁ ଆଖି ଆଗରେ ରଖି ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଉଛି। କରୋନା ସନ୍ଦିଗ୍ଧଙ୍କୁ ରଖିବା ପାଇଁ ଜିଲାର ୬ଟି...

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଦ୍ୱାଦଶତମ ଦିବସ:ଆଇଆରବି ନାଇଥ୍‌ ବାଟାଲିୟନ୍‌ ବିଜୟୀ

ଭବାନୀପାଟଣା,୨୮।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଶୁକ୍ରବାର ୧୩ ତମ ମ୍ୟାଚ୍‌ରେ ଗୁଡମର୍ନିଂ...

ଆଁଠେ କାଦୋରେ ଯାଆସ କରୁଛନ୍‌ ଗାଁବାସୀ

ଜାମଟିକ୍ରା, ୨୬।୮ (ଡି.ଏନ୍‌.ଏ.):  ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ ଖଲିଆପାଲି-ପ୍ରଧାନଟିକ୍ରା ରାସ୍‌ତାର ଅବସ୍‌ତା ବହୁତ ଖରାପ ଅଛେ। ସୁଆଧିନତାର ୭୩ ବଛର ଉତାରୁ ବି ଇ...

ଡେରାବିଶରେ ହାତୀ ଆତଙ୍କ

ଡେରାବିଶ,୨୭ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଞ୍ଚଳରେ ବୁଧବାର ସକାଳେ ଏକ ବଣୁଆ ହାତୀ ଆତଙ୍କ ଖେଳାଇଛି। ଆଜି ସକାଳେ ଏହି ବ୍ଲକ ଅଧୀନ ବଳଭଦ୍ରପୁର...

ଯୁବକଙ୍କୁ ହତ୍ୟା ଅଭିଯୋଗ; ବଡ଼ବାପାଙ୍କ ସମେତ ୩ ଗିରଫ

ଆସିକା,୨୬ା୮(ଡି.ଏନ୍‌.ଏ.)-ଆସିକା ଥାନା ବଜ୍ରକୋଟ ଗ୍ରାମର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ ଟୁକୁନା ନାହାକ (୩୦)। ଏନେଇ ମୃତ ଟୁକୁନାଙ୍କ ବାପା...

ଭୁଶୁଡି ପଡ଼ିଛି ୫-ଟି ସ୍କୁଲ ପାଚେରି, ଅଧିକାରୀଙ୍କ ପାଖରେ ଖବର ନାହିଁ

ଉମରକୋଟ, ୩୦।୬(ସ୍ବ.ପ୍ର.): ସଭିଏଁ ପଢନ୍ତୁ ସଭିଏଁ ବଢ଼ନ୍ତୁ ମନ୍ତ୍ରକୁ ଗରୁତ୍ୱ ଦେଇ ସମସ୍ତ ସରକାରୀ ସ୍କୁଲର ଭିତ୍ତିଭୂମି ସଜାଡି ଗୁଣାତ୍ମକ ଶିକ୍ଷା ଯୋଗାଇବାକୁ ସରକାର ଅହରହ...

ତେଲଙ୍ଗାନାରେ ଫସିଛନ୍ତି ୧୫ରୁ ଊର୍ଦ୍ଧ୍ୱ ଶ୍ରମିକ

ବାଲେଶ୍ୱର ଅଫିସ,୨।୫: ବାଲେଶ୍ୱର ଜିଲା ଗୋପାଳପୁର ଅଞ୍ଚଳର ୧୫ରୁ ଊର୍ଦ୍ଧ୍ୱ ଶ୍ରମିକ ଦୁଇବର୍ଷ ଧରି ତେଲଙ୍ଗାନା ରାଜ୍ୟର ମେଡ଼ିଚାଲ ଜିଲା ଅଲାମ୍ପେଟ ପଞ୍ଚାୟତରେ ଥିବା ଶ୍ରୀରାମ...

Advertisement
Archives

Model This Week