Posted inଜାତୀୟ

ରାମଦାସ ଅଠୱାଲେଙ୍କୁ କରୋନା

ମୁମ୍ବାଇ,୨୭।୧୦:ରିପବ୍ଲିକାନ ପାର୍ଟି ସଭାପତି ତଥା କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ମୁମ୍ବାଇର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୋଟିଏ ଦିନ ପୂର୍ବରୁ ରାମଦାସ ଅଭିନେତ୍ରୀ ପାୟଲ ଘୋଷଙ୍କୁ ଆରପିଆଇର ସଦସ୍ୟତା ପ୍ରଦାନ କରିଥିଲେ। ଏହାପରେ ତାଙ୍କ ଶରୀରରେ ଯନ୍ତ୍ରଣା ଏବଂ କଫ ସମସ୍ୟା ଆରମ୍ଭ ହୋଇଥିଲା। ସେ କରୋନା ପରୀକ୍ଷା କରିବାରୁ ରିପୋର୍ଟ ପଜିଟିଭ୍‌ ଆସିଥିଲା। ତେବେ ପାୟଲ ଏବଂ ସେଦିନ ମିଶ୍ରଣ ପର୍ବରେ ସାମିଲ ଥିବା ଲୋକଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡିବ। କିନ୍ତୁ ଏପର୍ଯ୍ୟନ୍ତ ସେନେଇ ସ୍ପଷ୍ଟ କରାଯାଇ ନାହିଁ। ସୂଚନାଯୋଗ୍ୟ, ପାୟଲ ଘୋଷ ଚଳଚ୍ଚିତ୍ର ନିର୍ମାତା ଅନୁରାଗ କାଶ୍ୟପଙ୍କ ନାଁରେ ଯୌନ ଶୋଷଣ ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ…

ନଦୀକୁ ଖସିଲା ଚାଉଳ ବୋଝେଇ ଟ୍ରକ୍‌, ଡ୍ରାଇଭର ଡେଇଁପଡ଼ିବାରୁ…

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ଗ୍ରାମ ନିକଟ ନଦୀପୋଲ ଉପରୁ ଏକ ଚାଉଳ ବୋଝେଇ ଗାଡ଼ି ବୁଧବାର ଓଲଟି ପଡ଼ିବାରୁ ୫…

ସ୍କୁଲଛୁଟିକୁ ନେଇ ବଡ଼ ଘୋଷଣା କଲେ ସରକାର, ସାରା ରାଜ୍ୟରେ ୨୪ଜୁନ ଯାଏ…

ଲକ୍ଷ୍ନୌ,୧୭।୬: ରାଜ୍ୟର ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ କ୍ରମାଗତ ଲୁ (ଗରମ ପବନ)କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…

ଶୀତଳ ଷଷ୍ଠୀ ପାଇଁ ଜୁନ୍ ୨୦ରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ

ସମ୍ବଲପୁର, ୧୭/୬ (ପ୍ରମୋଦ ବହିଦାର): ଓଡ଼ିଶା ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନିର୍ଦ୍ଦେଶକ୍ରମେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର (ଆରଡିସି) କାର୍ଯ୍ୟାଳୟ ପକ୍ଷରୁ ୨୦୨୬ କ୍ୟାଲେଣ୍ଡର ବର୍ଷ…

ବଡ଼ିଲା ସ୍କୁଲ ଛୁଟି ଅବଧି: ଏହି ଜିଲାରେ ୨୦ ଯାଏ …

ସୋନପୁର,୧୭।୬(ମୃତ୍ୟୁଞ୍ଜୟ ଶତପଥୀ): ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲା  ପ୍ରଶାସନ ପକ୍ଷରୁ ସ୍କୁଲ ଓ କଲେଜ…

ଉଦ୍ଧବ ଠାକ୍‌ରେଙ୍କୁ ବଡ଼ ଝଟ୍‌କା: ଏକନାଥ ଶିନ୍ଦେଙ୍କୁ ସମର୍ଥନ ଘୋଷଣା କଲେ ୬ ଏମ୍‌ପି

ମୁମ୍ବାଇ,୧୭।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି)କୁ ବଡ଼ ଝଟ୍‌କା ଲାଗିଛି। ଡେପୁଟି ସିଏମ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନାକୁ ଦଳର ୬ ଜଣ…

ଡ଼ାକ୍ତରଖାନାରେ ନଥିଲେ ଡ଼ାକ୍ତର! ଚାଲିଗଲା ନବଜାତ ଶିଶୁର ଜୀବନ, ଚିକିତ୍ସା ଅବହେଳା ଆଣି ପରିବାର ଲୋକଙ୍କ ଉତ୍ତେଜନା

ପାଟଣାଗଡ଼, ୧୭।୬(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଡାକ୍ତରଙ୍କ ଅବହେଳାରୁ ଜଣେ ନବଜାତ ଶିଶୁର ମୃତ୍ୟୁ ହୋଇଥିବା…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଏମିତି କହିଲେ ଚାମେଲି, ଚାରିଆଡ଼େ ଚର୍ଚ୍ଚା

କେନ୍ଦ୍ରାପଡ଼ା/ମହାକାଳପଡା,୧୭ା୬:  କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଜାମିନ ମିଳିଛି । ଏହି ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri