ହାତୀ ଉପରେ ଯୋଗ କରୁଥିବା ବେଳେ ଖସି ପଡ଼ିଲେ ରାମଦେବ

ମଥୁରା, ୧୩।୧୦:  ଯୋଗଗୁରୁ ରାମଦେବଙ୍କ ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ରାମଦେବ ହାତୀ ଉପରେ ବସି ଯୋଗ କରୁଥିବାବେଳେ ଖସି ପଡୁଥିବା ଦେଖିବାକୁ ମିଳୁଛି। ଏହି ଭିଡ଼ିଓଟି ମଥୁରାର ରମଣରେତି ଆଶ୍ରମର ବୋଲି କୁହାଯାଉଛି। ଏଠାରେ ଆଶ୍ରମର ଗୁରୁ ଶରଣାନନ୍ଦ ମହାରାଜ ମଧ୍ୟ ଉପସ୍ଥିତ ଥିଲେ। ରାମଦେବ ହାତୀ ଉପରେ ବସି ଯୋଗ କରୁଥିବାର ୨୨ ସେକେଣ୍ଡର ଏହି ଭିଡ଼ିଓରେ ଦେଖିବାକୁ ମିଳୁଛି। ହଠାତ୍‌ ହାତୀଟି ହଲଚଲ ହେବାରୁ ନିୟନ୍ତ୍ରଣ ହରାଇ ରାମଦେବ ତଳକୁ ଖସିପଡ଼ିଥିଲେ। ତେବେ ଏହି ଘଟଣାରେ ରାମଦେବଙ୍କୁ କୌଣସି ଆଘାତ ହୋଇ ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୯।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬,୦୯୩ ନୂଆ...

ଭାରତର ୫ ରାଜ୍ୟରେ ଅଧିକ କରୋନା ସଂକ୍ରମିତ !

ନୂଆଦିଲ୍ଲୀ,୧୧।୪: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ସୃଷ୍ଟି ହୋଇଛି। ଦେଶର ୫ ରାଜ୍ୟରେ ଅଧିକ କରୋନା ସଂକ୍ରମିତ ରହିଛନ୍ତି। ସେସବୁ ରାଜ୍ୟଗୁଡ଼ିକ ହେଉଛନ୍ତି ମହାରାଷ୍ଟ୍ର,...

ଅନୈତିକ ସମ୍ପର୍କ ରଖିଥିବା ମହିଳା ବି ହୋଇ ପାରିବେ ଜଣେ ଭଲ ମା’: ହାଇକୋର୍ଟ…

ଚଣ୍ଡିଗଡ଼,୨।୬: ଜଣେ ମହିଳା ଅନୈତିକ ସମ୍ପର୍କ ରଖିଥିଲେ ବି ସେ ଭଲ ମା’ ହୋଇପାରିବେ। ଅନୈତିକ ସମ୍ପର୍କ ଭଲ ମା’ ହେବାକୁ ପ୍ରଭାବିତ କରି ନ...

ଆଇଏନ୍‌ଏସ୍‌ ଭାଗଶୀର ଲୋକାର୍ପିତ…

ମୁମ୍ବାଇ, ୨୦।୪ : ଭାରତୀୟ ନୌସେନାର ମଜାଗାଓଁ ଡକ ଶିପବିଲ୍ଡର୍ସ ଲିମିଟେଡ ଦ୍ୱାରା ନିର୍ମିତ ପ୍ରୋଜେକ୍ଟ -୭୫ ର ଷଷ୍ଠ ସ୍କୋର୍ପିନ ଶ୍ରେଣୀର ବୁଡ଼ାଜାହାଜ ଆଇଏନ୍‌ଏସ୍‌...

ହଟ୍‌ ଷ୍ଟୋନ୍‌ ମସାଜ୍‌ ରଖେ ଏସବୁ ରୋଗରୁ ଦୂରେଇ…

ବିଭିନ୍ନ ଶାରୀରିକ ସମସ୍ୟା କ୍ଷେତ୍ରରେ ହଟ୍‌ ଷ୍ଟୋନ୍‌ ମସାଜ୍‌ ଯୋଗୁ ସୁଫଳ ମିଳିଥାଏ। ଏହି ପ୍ରକାର ଚିକିତ୍ସାରେ ପଥରକୁ ଗରମ କରି ଶରୀରର ନିର୍ଦ୍ଦିଷ୍ଟ ସ୍ଥାନରେ...

ସାନିଟାଇଜରରୁ ପ୍ରସ୍ତୁତ କରୁଥିଲେ ମଦ

ଚେନ୍ନାଇ, ୨୦।୫: ପ୍ରାୟ ସମସ୍ତ ରାଜ୍ୟରେ ଲକ୍‌ଡାଉନ ଜାରି ହୋଇଥିବାରୁ ଖୋଲୁ ନାହିଁ ମଦ ଦୋକାନ। ଏହାର ଫାଇଦା ଉଠାଇବା ପାଇଁ ତାମିଲନାଡୁର କୁଡାଲୋର ଜିଲା...

ଦିଲ୍ଲୀରେ ୨୪ ଘଣ୍ଟାରେ ୭୯୨ ନୂଆ କରୋନା ସଂକ୍ରମିତ ଚିହ୍ନଟ: ୧୫ ମୃତ

ନୂଆଦିଲ୍ଲୀ,୨୭।୫: ଦିଲ୍ଲୀରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୭୯୨ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଏଠାରେ ୧୫...

୮୦ପ୍ରତିଶତ ବୟସ୍କଙ୍କୁ ଦିଆଯାଇଛି କରୋନା ଟିକା

ନୂଆଦିଲ୍ଲୀ,୧୯।୨: ଦେଶରେ ୨୦୨୦ରୁ କରୋନା ପ୍ରକୋପ ଜାରି ରହିଛି। କରୋନା ଭାଇରସ୍‌କୁ ହରାଇବା ପାଇଁ ସରକାରଙ୍କ ପକ୍ଷରୁ ଗତ ବର୍ଷ ଜାନୁୟାରୀ ୧୬ରୁ ଟିକାକରଣ ଅଭିଯାନ...

Advertisement
Archives

Model This Week