ଷଡ଼ଯନ୍ତ୍ର ବିରୋଧରେ ଖୁଲାସା କଲେ ରାମଦେବ

ନୂଆଦିଲ୍ଲୀ,୧୯।୯: ଦେଶର ପ୍ରମୁଖ ସାମାଜିକ ପ୍ରତିଷ୍ଠାନ ପତଞ୍ଜଳିର ସଫଳତାକୁ ସହ୍ୟ ନ କରି ପାରି କିଛି ମିଷ୍ଟଭାଷୀ ଏବଂ କ୍ଷଣ ପ୍ରକୃତିର ସଂସ୍ଥା ଓ ବ୍ୟକ୍ତିବିଶେଷ ପତଞ୍ଜଳି ଆୟୁର୍ବେଦର ଉତ୍ପାଦ ସର୍ମ୍ପକରେ ନାନା ପ୍ରକାରର ଅପପ୍ରଚାର ବିଭିନ୍ନ ପ୍ଲାଟଫର୍ମରେ କରୁଥିବା ପ୍ରତିଷ୍ଠାନର ନଜରକୁ ଆସିଛି। ବିଶେଷକରି ପତଞ୍ଜଳି ଆୟୁର୍ବେଦର ଖାଦ୍ୟ ଓ ଔଷଧୀୟ ଉତ୍ପାଦଗୁଡିକ ସମ୍ପର୍କରେ ମିଥ୍ୟା ସୂଚନା ପ୍ରଚାର କରୁଛନ୍ତି। ଏ ସମ୍ପର୍କରେ ପତଞ୍ଜଳିର ପ୍ରତିଷ୍ଠାତା ଯୋଗଗୁରୁ ସ୍ବାମୀ ରାମଦେବ ନିକଟରେ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରି ଅପପ୍ରଚାର ଓ ମିଥ୍ୟା ସୂଚନା ବିଷୟରେ ସରକାରୀ ପ୍ରମାଣ ପତ୍ର ସହ ପ୍ରତିଟି ଉତ୍ପାଦ ଓ ସାମଗ୍ରୀର ଗୁଣବତ୍ତା ସର୍ମ୍ପକରେ ବିସ୍ତୃତ ସୂଚନା ସର୍ବସାଧାରଣଙ୍କ ଅବଗତ ନିମନ୍ତେ ପ୍ରଦାନ କରିଥିଲେ।

ଏପରିକି ଗତ ୫୦ ବର୍ଷ ମଧ୍ୟରେ ସ୍ବାମୀ ରାମଦେବ ଏଭଳି କିଛି କାର୍ଯ୍ୟ କରି ନ ଥିବା ବେଳେ ତାଙ୍କର ପ୍ରତିଷ୍ଠା ଓ ମାନସମ୍ମାନରେ କ୍ଷତି ପହଞ୍ଚାଇବା ଉଦ୍ଦେଶ୍ୟରେ ଅନେକ ଲୋକ ଅନେକ ମତ ଦେଉଛନ୍ତି। ହେଲେ ସମାଜର କ୍ଷତି କଲା ଭଳି କୌଣସି କାର୍ଯ୍ୟ ନା ରାମଦେବ ଅଥବା ପତଞ୍ଜଳି ପକ୍ଷରୁ କରାଯାଇଛି ସେ ନେଇ ରାମଦେବ ବିସ୍ତୃତ ମତ ଉପସ୍ଥାପନ କରିଥିଲେ। ସେହିପରି ଗତ କିଛି ବର୍ଷ ହେବ ପତଞ୍ଜଳିର ସଫଳତାକୁ ଅନ୍ୟମାନେ ସହ୍ୟ କରୁ ପାରୁନଥିବା ବିଭିନ୍ନ ସୂତ୍ରରୁ ଜଣାପଡିଥିବା ପତଞ୍ଜଳି ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ ଯେ ସ୍ବାମୀ ରାମଦେବ ଯୋଗ, ଆୟୁର୍ବେଦ, ଭାରତୀୟ ଶିକ୍ଷା ଏବଂ ଚିକିତ୍ସା କ୍ଷେତ୍ରରେ ଅନେକ ବୈପ୍ଳବିକ ପରିବର୍ତ୍ତନ ସହ ଏକ ଆନ୍ଦୋଳନ ମଧ୍ୟ ସୃଷ୍ଟି କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?