ପୁରୁଷୋତ୍ତମପୁର ଏନ୍‌ଏସି ପ୍ରଭାରୀ ହେଲେ ରମେଶ

ପୁରୁଷୋତ୍ତମପୁର,୧୬ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବଡ଼ଖରିଡ଼ା ସରପଞ୍ଚଙ୍କ ପ୍ରତିନିଧି ଭାଜପାର ବରିଷ୍ଠ ଯୁବସଂଗଠକ ରମେଶ ଚନ୍ଦ୍ର ଦଳେଇଙ୍କୁ ଭାଜପା ପକ୍ଷରୁ ସାଙ୍ଗଠନିକ ଦାୟିତ୍ୱ ପ୍ରଦାନ କରି ପୁରୁଷୋତ୍ତମପୁର ଏନ୍‌ଏସିର ପ୍ରଭାରୀ ଭାବରେ ନିଯୁକ୍ତି ଦିଆଯାଇଛି। ପ୍ରତିକ୍ରିୟା ରଖି ରମେଶ କହଛନ୍ତି ଯେ, ଦଳ ମୋ’ ଉପରେ ଆସ୍ଥା ଓ ବିଶ୍ବାସ ରଖି ଏହି ଦାୟିତ୍ୱ ଦେଇଛନ୍ତି। ସବୁବେଳେ ମୁଁ ନିଷ୍ଠାର ସହ ସମସ୍ତ ଦଳୀୟକର୍ମୀଙ୍କୁ ନେଇ କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ତୁଲାଇବି। ଆଗକୁ ଏନ୍‌ଏସି ନିର୍ବାଚନ ରହିଥିବା ବେଳେ କିପରି ଅଧ୍ୟକ୍ଷ ପଦବୀ ସହ ସମସ୍ତ କାଉନସିଲର ପ୍ରାର୍ଥୀ ଏକତରଫା ଭାବେ ବିଜୟୀ ହେବେ ତାହା ମୂଳ ଲକ୍ଷ୍ୟ ରହିଛି ବୋଲି କହି ସେ ରାଜ୍ୟ ସଭାପତି, ଆସିକା ଏମ୍‌ପି, କବିସୂର୍ଯ୍ୟନଗର ବିଧାୟକ ଏବଂ ଜିଲା ସଭାପତି ବିଜୟ ସ୍ବାଇଁଙ୍କୁ ଧନ୍ୟବାଦ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri