Posted inଜାତୀୟ

କେଜରିଓ୍ବାଲଙ୍କୁ ଭାଜପାର ପ୍ରଶ୍ନ, କାହିଁକି ହୋଇଛ ମୁଖ୍ୟମନ୍ତ୍ରୀ, ଦୁର୍ଯ୍ୟୋଧନଙ୍କ ସହ କଲେ ତୁଳନା

ନୂଆଦିଲ୍ଲୀ,୧୪।୭: ଏବେ ପ୍ରବଳ ବର୍ଷାରେ ଉବୁଟୁବୁ ହେଉଛି ଦିଲ୍ଲୀ। ବନ୍ୟାରେ ସମ୍ପୂର୍ଣ୍ଣ ଦିଲ୍ଲୀ ଏକ ପ୍ରକାର ବୁଡି ଯାଇଛି କହିଲେ ଚଳେ। ଏଭଳି ସ୍ଥିତିରେ ଦିଲ୍ଲୀର ମନ୍ତ୍ରୀ କହୁଛନ୍ତି ବ୍ୟାରେଜର ସମସ୍ତ ଗେଟ ନ ଖୋଲିବା ଫଳରେ ସମ୍ପୁର୍ଣ୍ଣ ପାଣିକୁ ନିଷ୍କାସନ କରାଯାଇ ପାରିଲା ନାହିଁ। ହେଲେ ଭାରତୀୟ ଜନତା ପାର୍ଟି(ଭାଜପା) ଏମପି ରମେଶ ବିଧୁରି ଏହାକୁ ନେଇ ଦିଲ୍ଲୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ପ୍ରତି ବର୍ଷ ବର୍ଷା ହେଉଛି। ତେଣୁ ଏହା ପୂର୍ବରୁ ସରକାର ବର୍ଷା ପାଇଁ ପ୍ରସ୍ତୁତ ହେବା ଦରକାର। ସେଥିମଧ୍ୟରେ ବ୍ୟାରେଜ ଠିକ ଭାବେ କାମ କରୁଛି କି ନା ତାହା ମଧ୍ୟ ସାମିଲ।
ଭାଜପା ଏମପି ଆହୁରି ମଧ୍ୟ କହିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହୁଛନ୍ତି ବ୍ୟାରେଜ କାମ ନ କରିବାରୁ ଆମେ ପାଣି ଛାଡି ପାରୁନୁ। ମୋର ପ୍ରଶ୍ନ ହେଉଛି ଆପଣ କାହିଁକି ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏହାସହ ଭାଜପା ଏମପି ଅରବିନ୍ଦ କେଜରିଓ୍ବାଲଙ୍କ ତୁଳନା ମହାଭାରତର ଏମିତି ଜଣେ ଯୁବରାଜଙ୍କ ସହ କରିଦେଲେ ଯେଉଁଥିପାଇଁ ଏବେ ତାଙ୍କ ବୟାନ ଚର୍ଚ୍ଚାର ବିଷୟ ହୋଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?