Posted inଜାତୀୟ

ରମେଶ ସିଂ ଅରୋରା କର୍‌ତାରପୁର କରିଡର ଆମ୍ବାସାଡର

ଇସ୍‌ଲାମାବାଦ୍‌, ୨।୩: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ବିଶ୍ୱର ଶିଖ୍‌ ତୀର୍ଥଯାତ୍ରୀମାନଙ୍କୁ ଆକର୍ଷିତ କରିବା ପାଇଁ କର୍‌ତାରପୁର କରିଡର ଆମ୍ବାସାଡର ଭାବେ ସର୍ଦ୍ଦାର ରମେଶ ସିଂ ଅରୋରାଙ୍କୁ ନିଯୁକ୍ତି ଦେଇଛନ୍ତି। ବରିଷ୍ଠ ଶିଖ୍‌ ନେତା ରମେଶ ଅବୈତନିକ ଭାବେ କାର୍ଯ୍ୟ କରିବେ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ଏକ ବିବୃତିରେ କୁହାଯାଇଛି। ନରୋଓ୍ବାଲସ୍ଥିତ କର୍‌ତାରପୁର ବାସିନ୍ଦା ରମେଶ ପାକିସ୍ତାନ ମୁସ୍‌ଲିମ୍‌ ଲିଗ୍‌ (ଏନ୍‌) ସଂଖ୍ୟାଲଘୁ ଶାଖାର ସାଧାରଣ ସମ୍ପାଦକ ଅଛନ୍ତି।

କରତାରପୁର କରିଡର ଗୁରୁଦ୍ୱାରା ଦରବାର ସାହିବ୍‌ରେ ତାଙ୍କ ପରିବାର ସେବା ପ୍ରଦାନ କରିଆସୁଛି। ପ୍ରକାଶ ଯେ, ୨୦୧୯ ନଭେମ୍ବରରେ ପାକିସ୍ତାନର ତତ୍‌କାଳୀନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଗୁରୁ ନାନକଙ୍କ ୫୫୦ତମ ଜୟନ୍ତୀ ଅବସରରେ ଏହି କରିଡର ଉଦ୍‌ଘାଟନ କରିଥିଲେ। ୪ କି.ମି. ଲମ୍ବ ବିଶିଷ୍ଟ କର୍‌ତାରପୁର କରିଡରକୁ ଭାରତୀୟ ଶିଖ୍‌ ଶ୍ରଦ୍ଧାଳୁ ବିନା ଭିଜାରେ ଯାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri