୫ ଦିନିଆ ରିମାଣ୍ଡରେ ଯିବେ ରମେଶ

ଭୁବନେଶ୍ୱର,୩।୩(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁ ଆଉ ୫ ଦିନିଆ ରିମାଣ୍ଡରେ ଯିବେ । ଏନେଇ ଏସ୍‌ଡିଜେମେ୍‌ ପକ୍ଷରୁ ଅନୁମତି ମିଳିଛିି। ତେବେ ୭ ଦିନ ରିମାଣ୍ଡରେ ନେବାକୁ ଏସ୍‌ଡିଜେମେ୍‌ କୋର୍ଟରେ ମହିଳା ଥାନା ପୋଲିସ ଆବେଦନ କରଥିଲା।୬୯ ହଜାର ଟଙ୍କା ଠକେଇ ଅଭିଯୋଗରେ ପାହାଳ ଥାନାରେ ରୁଜୁ ହୋଇଛି ମାମଲା। ସେହିପରି ଜାଲ ଡକ୍ୟୁମେଣ୍ଟ ପାଇଁ ସହିଦନଗର ଥାନାରେ ମାମଲା ରୁଜୁ କରାଯାଇଛିି। ଜାଲ ଡକ୍ୟୁମେଣ୍ଟ ଦ୍ୱାରା କାର୍‌ ରେଜିଷ୍ଟ୍ରେସନ ନମ୍ବର କରିଥିବା ଅଭିଯୋଗ ହୋଇଛି। ଗୌହାଟୀ ସ୍ତ୍ରୀଙ୍କୁ ଠକେଇ ଅଭିଯୋଗର ତଦନ୍ତ ପାଇଁ ରିମାଣ୍ଡ ଆବେଦନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟରେ ୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୫୭୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌...

ମୁଢ଼ି ବସ୍ତାରେ ଗଞ୍ଜେଇ ଚାଲାଣ

ଜୟପୁର,୭ା୬: ଅଭିନବ ଉପାୟରେ ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚାଲାଣ ବେଳେ କୋରାପୁଟ ଜିଲା ଜୟପୁର ସଦର ପୋଲିସ ଚଢାଉ କରି ଏହାକୁ ଧରିଛି। ପ୍ରାୟ...

ଆଜି ଦେଶବ୍ୟାପୀ ଧର୍ମଘଟ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): କେନ୍ଦ୍ରର ଭାଜପା ସରକାର ଶ୍ରମିକମାନଙ୍କ ସ୍ବାର୍ଥକୁ ଅଣଦେଖା କରି ପାର୍ଲାମେଣ୍ଟରେ ଆଣିଥିବା ଶ୍ରମିକକୋଡ୍‌କୁ ବାତିଲ, କୃଷକ ବିରୋଧୀ ଆଇନ ଏବଂ ରାଷ୍ଟ୍ରୀୟ ସମ୍ପତ୍ତିକୁ ଘରୋଇକରଣ...

ଶଟର ଭାଙ୍ଗି ଗହଣା ଦୋକାନରେ ଚୋରି

ନୀଳଗିରି,୧୩।୭(ଡି.ଏନ.ଏ.): ନୀଳଗିରି ଥାନା ଅଧୀନ ସନ୍ତରାଗଡିଆ ବଜାରରେ ନ୍ୟୁ ନାରାୟଣ ଜୁଏଲାରି ଦୋକାନରୁ ଲୁଟ୍‌ ହୋଇଛି। ଶୁକ୍ରବାର ବିଳମ୍ବତି ରାତିରେ କେହି ଦୁର୍ବୃତ୍ତ ଶଟର ଭାଙ୍ଗି ...

ସ୍ମାର୍ଟ ସ୍କୁଲ୍‌ ପରିସରରେ ବୋମା

ରସୁଲପୁର,୨୩ା୫(ଡି.ଏନ.ଏ.): ୫-ଟି ରୂପାନ୍ତରଣ ପ୍ରକ୍ରିୟାରେ ସ୍ମାର୍ଟ ସ୍କୁଲ୍‌ ହୋଇଥିବା ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ କଲଣ ପଞ୍ଚାୟତର ମଧୁପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରୁ...

କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର,୧୮।୧୧ (ବ୍ୟୁରୋ): ଶତାବ୍ଦୀର ଦୀର୍ଘତମ ଆଶିଂକ ଚନ୍ଦ୍ର ଗ୍ରହଣ ଶୁକ୍ରବାର ସଂଗଠିତ ହେବ। ଭାରତୀୟ ସମୟ ସକାଳ ୧୧ଟା ୩୨ରେ ଚନ୍ଦ୍ର ଉପଛାୟାରେ ପ୍ରବେଶ କରିବା...

ଜିତିଗଲା ପ୍ରେମ:ବିବାହ ବନ୍ଧନରେ ଆବଦ୍ଧ ହେଲେ ପ୍ରମୋଦିନୀ

ତିର୍ତ୍ତୋଲ,୨ା୩(ଡି.ଏନ୍‌.ଏ.): ଏସିଡ୍‌ ଆକ୍ରମଣ ଶିକାର ହୋଇଥିବା ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ଥାନା ଅଧୀନ କନକପୁର ଅଞ୍ଚଳର ପ୍ରମୋଦିନୀ ରାଉଳ ସୋମବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି।...

ଏଯାବତ୍‌ ୧୨ କରୋନା ଆକ୍ରାନ୍ତ ହୋଇଛନ୍ତି ସୁସ୍ଥ, ଆଗାମୀ ଦିନରେ ଅନ୍ୟ ରୋଗୀ ସୁସ୍ଥ ହେବା ଆଶା : ଶାଳିନୀ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଶାଳିନୀ ପଣ୍ଡିତ ଶନିବାର ଜନସାଧାରଣଙ୍କୁ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି, ଓଡ଼ିଶା...

Advertisement
Archives

Model This Week