Posted inଜାତୀୟ

ସିଜେଆଇଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ରାମଗୋପାଳ ଯାଦବ

ନୂଆଦିଲ୍ଲୀ,୨୨ା୧୦: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଉପରେ ସମାଜବାଦୀ ପାର୍ଟି ଏମ୍‌ପି ରାମଗୋପାଳ ଯାଦବ କ୍ୟାମେରା ଆଗରେ ଆପତ୍ତିଜନକ ମନ୍ତବ୍ୟ ଦେବା ପରେ ଏହାକୁ ନେଇ ବିବାଦ ଦେଖାଦେଇଥିଲା। ପରେ ରାମଗୋପାଳ ସିଜେଆଇଙ୍କ ପ୍ରତି କୌଣସି ଆପତ୍ତିଜନକ ମନ୍ତବ୍ୟ ଦେଇ ନ ଥିବା ସଫେଇ ଦେଇଛନ୍ତି। ସୂଚନାଯୋଗ୍ୟ, ଅଯୋଧ୍ୟା ବିବାଦର ସମାଧାନ ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଥିଲି ବୋଲି ସିଜେଆଇ ଚନ୍ଦ୍ରଚୂଡ଼ କହିଥିଲେ। ଏହା ଉପରେ ରାମଗୋପାଳ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ଜୋର୍‌ ଧରିଥିଲା। ସମାଲୋଚିତ ହେବା ପରେ ରାମଗୋପାଳ ସେଭଳି ମନ୍ତବ୍ୟ ଦେଇ ନ ଥିବା ଏବଂ ପ୍ରଧାନ ବିଚାରପତିଙ୍କ ଉପରେ ତାଙ୍କୁ କେହି କିଛି ପଚାରି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri