Posted inଖେଳ

ଏସିଆନ ଗେମ୍ସ ରୌପ୍ୟ ପଦକ ବିଜେତା ରାମକୁମାର ଚାମ୍ପିୟନ

ଧରଓ୍ବାଦ,୨୨ା୧୦: ଏସିଆନ ଗେମ୍ସ ରୌପ୍ୟ ପଦକ ବିଜେତା ରାମକୁମାର ରମାନାଥନ ଆଇଟିଏଫ୍‌ ଧରଓ୍ବାଦ ପୁରୁଷ ଓ୍ବାଲର୍‌ଡ ଟେନିସ ଟୁର୍‌ ଚାମ୍ପିୟନ ହୋଇଛନ୍ତି। ଏକ ଅଲ୍‌ ଇଣ୍ଡିଆନ ଫାଇନାଲରେ ଚତୁର୍ଥ ସିଡ୍‌ ରମାନାଥନ ତୃତୀୟ ସିଡ୍‌ ଦିଗବିଜୟ ପ୍ରତାପ ସିଂଙ୍କଠାରୁ କଡ଼ା ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲେ ହେଁ ମ୍ୟାଚକୁ ୭-୬ (୫), ୭-୬ (୬)ରେ ଜିତି ନେଇଥିଲେ। ଚାମ୍ପିୟନ ଭାବେ ସେ ୩୬୦୦ ଆମେରିକୀୟ ଡଲାର ପୁରସ୍କାର ରାଶି ପାଇଥିବା ବେଳେ ୨୦ ଏଟିପି ପଏଣ୍ଟ ଅର୍ଜନ କରିବାରେ ସମର୍ଥ ହୋଇଛନ୍ତି।

ଧରଓ୍ବାଦ ଜିଲା ଲନ୍‌ ଟେନିସ ଆସୋସିଏଶନ କୋର୍ଟରୁ ଦିଗ୍‌ବିଜୟ ୨୧୨୦ ଡଲାର ପୁରସ୍କାର ବ୍ୟତୀତ ୧୨ ଏଟିପି ପଏଣ୍ଟ ହାସଲ କରିଛନ୍ତି। ଦୁଇ ଖେଳାଳି ପ୍ରଥମ ଥର ପରସ୍ପରକୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡିରେ ବିଦ୍ୟୁତ ସେବା ଠପ୍‌: ଆସୁନି ଇଣ୍ଟରନେଟ, ଲୋକେ ହନ୍ତସନ୍ତ

ଦାରିଙ୍ଗବାଡି,୨।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡରେ ଗତ ୩ ଦିନ ହେଲା ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇପଡିଛି। ପ୍ରାୟ ୮ ପଞ୍ଚାୟତବାସୀ ଅନ୍ଧାରରେ ରହିଥିବା…

ପେଟ୍ରୋଲ-ଡିଜେଲ ଦାମ୍‌କୁ ନେଇ ଆସିଲା ବଡ଼ ଅପଡେଟ୍‌: ଏତେ ଟଙ୍କା ମହଙ୍ଗା ହୋଇଯିବ…

ନୂଆଦିଲ୍ଲୀ,୨।୫: ମେ ମାସ ମୁଦ୍ରାସ୍ଫୀତି କ୍ଷେତ୍ରରେ ଜନସାଧାରଣଙ୍କୁ ଚକିତ କରିପାରେ। ଏହା ୧ ମେ’ ରେ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା।…

Love You Darling…. ଚିତ୍କାର କରି ଧୋନୀଙ୍କୁ ଏମିତି କହିଦେଲେ ଏହି କ୍ରିକେଟର୍‌, ଦେଖନ୍ତୁ Video

ନୂଆଦିଲ୍ଲୀ,୨।୫: IPL 2026ରେ ଏମ୍‌ସ୍‌୍‌ ଧୋନୀଙ୍କୁ ପଡ଼ିଆରେ ଦେଖିବା ପାଇଁ ପ୍ରଶଂସକମାନେ ବହୁତ ଦିନରୁ ଅପେକ୍ଷା କରିଛନ୍ତି। ତାଙ୍କ ପ୍ରତି ସେମାନଙ୍କର ପ୍ରେମ ଅତୁଟ ରହିଛି। କେବଳ…

ବ୍ୟାଟ ଦେଖାଇଲେ ଜାଡେଜା, ଧକ୍କା ମାରିଲେ କୁଲଦୀପ ଯାଦବ: ଲାଇଭ ମ୍ୟାଚ ସମୟରେ ମଧ୍ୟରେ ଘଟିଲା ଏମିତି, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨।୫: IPL ୨୦୨୬ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିଲା, ଯେଉଁଥିରେ ଡିସି RRକୁ ୭ ଉଇକେଟ୍‌ରେ…

ଆଇଏମ୍‌ଡିର ବଡ଼ ଚେତାବନୀ, ମେ’ରେ ସ୍ବାଭାବିକଠାରୁ ହେବ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ବର୍ଷ ମେ ମାସରେ ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ…

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

ମଇ ଆରମ୍ଭରୁ ଫୋନ୍‌ ଦାମ୍‌ ବଢ଼ାଇଲେ ଏହି ୩ କମ୍ପାନୀ, ଗ୍ରାହକଙ୍କ ପକେଟରେ ଚାବୁକ୍‌; ଜାଣନ୍ତୁ ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୫:ଯଦି ଆପଣ ଏକ ନୂଆ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟ ଉପରେ ଏବେ ଅଧିକ ଚାପ ପଡ଼ିପାରେ। Nothing, Realme ଏବଂ OnePlus…

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri