Posted inଜାତୀୟ

ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ପାଇଁ ଡିନରର ଆୟୋଜନ କରିବେ କୋବିନ୍ଦ

ନୂଆଦିଲ୍ଲୀ,୨୧ ।୭: ସରୁଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ । ୨୪ ଜୁଲାଇରେ ତାଙ୍କର କାର୍ଯ୍ୟକାଳ ଶେଷ ହେବା ପରେ ୨୫ ଜୁଲାଇରେ ସେ ରାଷ୍ଟ୍ରପତି ଭବନ ଛାଡିବେ । ହେଲେ ଏହା ପୂର୍ବରୁ ସେ ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ପାଇଁ ଏକ ଡିନରର ଆୟୋଜନ କରିଛନ୍ତି । ଏହାସହ କେନ୍ଦ୍ର ମନ୍ତ୍ରିମଣ୍ଡଳ ବି ଏହି ଡିନରରେ ଭାଗ ନେବେ । ରାଷ୍ଟ୍ରପତି ଭବନରେ ଜୁଲାଇ ୨୪ରେ ସନ୍ଧ୍ୟା ୭ଟାରେ ଏହି ଡିନର ପାର୍ଟି ଆୟୋଜନ କରାଯାଇଛି ।
ଅନ୍ୟପଟେ ନୂଆ ରାଷ୍ଟ୍ରପତି ନିର୍ବାଚନର ଭୋଟ ଗଣତି ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଇଁ ଏକ ଫେୟାରୱେଲ ଡିନର ପାର୍ଟି ରଖିଥିବା ସୂଚନା ମିଳିଛି । ଏହା ଗୁରୁବାର ସନ୍ଧ୍ୟା ସାଢେ ୫ଟା ପରେ ଦିଲ୍ଲୀର ଅଶୋକା ହୋଟେଲରେ ଆୟୋଜିତ ହୋଇଛି । ଏହି ଡିନରରେ ପ୍ରଧାନମନ୍ତ୍ରୀ, ଉପରାଷ୍ଟ୍ରପତି, ଲୋକ ସଭା ସ୍ପିକରଙ୍କ ସମେତ ସମସ୍ତ ଲୋକ ସଭା, ରାଜ୍ୟ ସଭା ସଦସ୍ୟ ବି ଉପସ୍ଥିତ ରହିବେ । ବିଦାୟୀ ସମାରୋହରେ ଲୋକ ସଭା ସ୍ପିକର ବିଦାୟୀ ଭାଷଣ ଦେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ +୩ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର,୨୭ା୭(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ମହାବିଦ୍ୟାଳୟରେ ସୋମବାରଠାରୁ +୩ ପ୍ରଥମ ବର୍ଷର ନିୟମିତ ପାଠପଢ଼ା ଆରମ୍ଭ ହେବ। ନାମଲେଖା ପ୍ରକ୍ରିୟା…

CJP ପ୍ରଦର୍ଶନ ଶେଷ ହେବା ପରେ ଆଉ ଜଣେ ନିଟ୍‌ ଛାତ୍ରୀଙ୍କ ଆତ୍ମହତ୍ୟା, କାରଣ ଜାଣିଲେ…

ନୂଆଦିଲ୍ଲୀ, ୨୭॥୭: ମହରାଷ୍ଟ୍ରର ଅହିଲ୍ୟାନଗର ଜିଲାର କର୍ଜତ ତାଲୁକା ଅନ୍ତର୍ଗତ ଜଲାଲପୁର ଗ୍ରାମରୁ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସେଠାରେ ରହୁଥିବା ଛାତ୍ରୀ ଅଙ୍କିତା…

ଶୋଇଥିବାବେଳେ ଘରେ ପଶିଲା ବନ୍ୟାଜଳ, ଗାଁରେ ଉତ୍ତେଜନା

ବଲାଙ୍ଗୀର, ୨୭ା୭(ବୀରେନ୍ଦ୍ର କୁମାର ଝାଙ୍କର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁରେ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି।…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ୩ ରାଜ୍ୟରେ ବଢିଲା ରାଜନୈତିକ ଆଲୋଚନା; ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫାକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୭।୭: NEET ପେପର ଲିକ ନେଇ ବିରୋଧୀଙ୍କ ବିରୋଧ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନରେ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା…

ସୁଶାନ୍ତଙ୍କ ପରଲୋକରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ…

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ଅଙ୍କିତ ଘୋଷ ଗୁରୁତର

ବ୍ରଜରାଜନଗର, ୨୭।୭ (ବିଜୟ କୁମାର ବରାଡ): ବ୍ରଜରାଜ ନଗର ଥାନା ଅନ୍ତର୍ଗତ ଇବ ଶ୍ମଶାନ ଘାଟ ନିକଟରେ ଥିବା ମଡପଣ୍ଡ ପାଖରେ ରବିବାର ବିଳମ୍ବିତ ରାତ୍ରୀରେ ପୋଲିସ…

ସୁଶାନ୍ତଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର/ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ…

ଆଜି ଦାରୁବିଗ୍ରହଙ୍କ ନୀଳାଦ୍ରିବିଜେ: ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଦେବେ ମହାପ୍ରଭୁ

ପୁରୀ,୨୭ା୭ (ଅଜିତ୍‌ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri