Posted inଜାତୀୟ

ରାମନବମୀରେ ବଡ଼ ଦୁର୍ଘଟଣା: ଭୁଶୁଡିଲା ମନ୍ଦିର କୂଅ ଛାତ

ଇନ୍ଦୋର,୩୦।୩: ମଧ୍ୟ ପ୍ରଦେଶର ଇନ୍ଦୋରରେ ରାମ ନବମୀରେ ଏକ ବଡ ଦୁର୍ଘଟଣା ଘଟିଛି। ସ୍ନେହା ନଗର ନିକଟସ୍ଥ ଶ୍ରୀ ବେଲେଶ୍ୱର ମହାଦେବ ଜୁଲେଲାଲ ମନ୍ଦିର କୂଅ ଛାତ ଭୁଶୁଡି ପଡିଛି। ଫଳରେ ୨୫ରୁ ଅଧିକ ଭକ୍ତ  କୂଅ ଭିତରେ ଫସି ରହିଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ପ୍ରୟାସ କରାଯାଉଛି।
ସୂଚନାନୁସାରେ, ରାମନବମୀ ଯୋଗୁ ମନ୍ଦିରରେ ବହୁ ସଂଖ୍ୟାରେ ଭକ୍ତ ଏକତ୍ରିତ ହୋଇଥିଲେ। ଦୁର୍ଘଟଣା ପରେ ମଧ୍ୟ ଅଗ୍ନିଶମ ବାହିନୀ, ଆମ୍ବୁଲାନ୍ସ ଦୀର୍ଘ ସମୟ ଧରି ଘଟଣାସ୍ଥଳରେ ପହଞ୍ଚିପାରି ନ ଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ କିଛି ଭକ୍ତଙ୍କୁ କୌଣସି ପ୍ରକାରେ ବାହାରକୁ ନିଆଯାଇଥିଲା। ଏବେ ବି ସେଠାରେ ୨୫ରୁ ଅଧିକ ଲୋକ ସେଠାରେ ଫସି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri