Odisha Elections 2024

ସ୍ବଚ୍ଛ,ପ୍ରଦୂଷଣମୁକ୍ତ ଭାରତ ଗଠନ ରାମପ୍ରସାଦଙ୍କ ଲକ୍ଷ୍ୟ

କୋରାପୁଟ,୧୧।୬(ସ୍ବ.ପ୍ର.): ସାଇକେଲରେ ଯାତ୍ରା କରି ଲୋକଙ୍କୁ ସ୍ବଚ୍ଛ ଓ ପ୍ରଦ୍ୟୁଷଣମୁକ୍ତ ଭାରତ ଗଠନର ବାର୍ତ୍ତା ଦେଉଛନ୍ତି ରାମ ପ୍ରସାଦ ନସ୍କର (୩୫)। ପଶ୍ଚିମବଙ୍ଗର ରାମପ୍ରସାଦ ପେସାରେ ଜଣେ ଶିକ୍ଷକ ହୋଇଥିବା ବେଳେ ନିଶା ତାଙ୍କର ସାଇକେଲରେ ଭ୍ରମଣ କରି ଲୋକଙ୍କୁ ସ୍ବଚ୍ଛ, ପ୍ରଦ୍ୟୁଷଣମୁକ୍ତ ଭାରତ ଗଠନ ନେଇ ବାର୍ତ୍ତା ଦେବା। ଚଳିତ ଗ୍ରୀଷ୍ମଛୁଟିରେ ସାଇକେଲରେ ଯାତ୍ରାକରି ସେ ଏହି ବାର୍ତ୍ତା ଦେଇ ଲୋକଙ୍କୁ ପରିବେଶ ସୁରକ୍ଷା ନେଇ ସଚେତନ କରୁଛନ୍ତି। ଏପରି ସାଇକେଲରେ ଯାତ୍ରା କରି ବାର୍ତ୍ତା ବାଣ୍ଟିବା ରାମପ୍ରସାଦ ୨୦୧୪ରୁ ଜାରି ରଖିଛନ୍ତି। ସେ ବର୍ତ୍ତମାନ ସୁଦ୍ଧା ସାଇକେଲରେ ଭାରତ, ବାଲାଂଦେଶ ଓ ନେପାଳ ଆଦି ଦେଶର ପ୍ରାୟ ୨୫ ହଜାର କିଲୋମିଟର ଯାତ୍ରା କରି ସାରିଥିବା କହିଛନ୍ତି। ଶନିବାର କୋରାପୁଟରେ ପହଞ୍ଚତ୍ ସେ ପରିବେଶ ସୁରକ୍ଷା ନେଇ ବାର୍ତ୍ତା ପ୍ରଚାର କରି ଥିଲେ। ତାଙ୍କର ଏପରି ନିଶାକୁ ସେମିଳିଗୁଡା ସମେତ ବିଭିନ୍ନ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି। ସୂଚନାଯୋଗ୍ୟ ରାମପ୍ରସାଦ ଗତ ମେ ୨୨ରୁ ନିଜର ଏହି ଯାତ୍ରା ନିଜ ରାଜ୍ୟ ପଶ୍ଚିମବଙ୍ଗରୁ ଆରମ୍ଭ କରିଛନ୍ତି। ଇତି ମଧ୍ୟରେ ସେ ଶହେ କି.ମି. ସାଇକେଲରେ ଭ୍ରମଣ କରିସାରିଲେଣି। ଯାତ୍ରା ସମ୍ପୂର୍ଣ୍ଣ କରି ସେ ଘରକୁ ଫେରିବେ ବୋଲି କହିଛନ୍ତି ରାମପ୍ରସାଦ। ପ୍ରତ୍ୟେହ ବ୍ୟାପକ ପରିମାଣରେ ଗଛ କଟାଯାଉଥିବାରୁ ଏହାର ବ୍ୟାପକ ପ୍ରଭାବ ପରିବେଶ ଉପରେ ପଡୁଛି। ଏନେଇ ଜନସାଧାରଣ ସଚେତନ ନ ହେଲେ ଆଗକୁ ପରିବେଶ ସନ୍ତୁଳନ ବିଗିଡିଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼...

ରୋଡ୍‌ ଶୋ’ ଅଧାରୁ ଚାଲିଗଲେ ହେମାମାଳିନୀ

କଟକ ସଦର, ୧୭ା୫(ସୁଶାନ୍ତ କୁମାର ଜେନା)- କଟକ ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କିଶୋରନଗରଠାରେ ଭାଜପା ପକ୍ଷରୁ ରୋଡ୍‌ ଶୋ’ ସହିତ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା।...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ସାଙ୍ଗ ହୋଇ ବ୍ରାହ୍ମଣୀ ଗାଁ ବାହାରିଥିଲେ, ଦୁର୍ଘଟଣାରେ ଚାଲିଗଲା ଜଣଙ୍କର ଜୀବନ; ଅନ୍ୟ ଜଣେ…

ବ୍ରାହ୍ମଣୀଗାଁ,୧୭।୫( ମନୋରଞ୍ଜନ ରଣା ): ଗଜପତି – କନ୍ଧମାଳ ଜିଲା ସୀମାନ୍ତ ତିଆରି ଗାଁ ନିକଟରେ ଶୁକ୍ରବାର ଏକ ବାଇକ ଦୁର୍ଘଟଣା ଘଟିଛି l ଏହି...

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

୩ନଂ ଜୋନରେ ବିଜେଡିର ପ୍ରଚାର

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ତରଫରୁ ଶୁକ୍ରବାର ୩ନଂ ଜୋନରେ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକ ବେଲବାହାଳି...

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ। ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri