Posted inଜାତୀୟ

ଆଜମଙ୍କୁ ଭେଟିଲେ ଏସ୍‌ପି ମୁଖ୍ୟ ଅଖିଳେଶ

ନୂଆଦିଲ୍ଲୀ,୧୬।୯: ସମାଜବାଦୀ ପାର୍ଟି(ଏସ୍‌ପି)ର ମୁଖ୍ୟ ଅଖିଳେଶ ଯାଦବ ଶୁକ୍ରବାର ରାଜଧାନୀ ଦିଲ୍ଲୀରେ ଦଳର ବରିଷ୍ଠ ନେତା ଆଜମ ଖାନଙ୍କୁ ଭେଟିଛନ୍ତି। ଆଜମ ଖାନ ବର୍ତ୍ତମାନ ଦିଲ୍ଲୀର ସାର୍‌ ଗଙ୍ଗା ରାମ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନିକଟରେ ଆଜମଙ୍କ ହୃଦ୍‌ଘାତ ହେବାରୁ ତାଙ୍କର  ଅସ୍ତ୍ରୋପଚାର ହୋଇଥିଲା। ତେବେ ତାଙ୍କୁ ଭେଟିବା ପାଇଁ ଅଖିଳେଶ ଶୁକ୍ରବାର ଲକ୍ଷ୍ନୌରୁ ଦିଲ୍ଲୀରେ ପହଞ୍ଚିଥିଲେ। ଆଜମଙ୍କୁ ଭେଟି ତାଙ୍କର ସ୍ବାସ୍ଥ୍ୟାବସ୍ଥା ବିଷୟରେ ସେ ପଚାରି ବୁଝିଥିଲେ। ଏହି ସମୟରେ ଆଜମଙ୍କ ପୁଅ ଅବଦୁଲ୍ଲା ଆଜମ ଏବଂ ସ୍ତ୍ରୀ ତଞ୍ଜିମ ଫାତିମା ମଧ୍ୟ ଉପସ୍ଥିତ ଥିଲେ। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିବା ପରେ ଆଜମଙ୍କୁ ଗୁରୁବାର ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଙ୍କଟ ଯୋଗୁ ବର୍ଷେ ହେଲାଣି ଦରମା ନେଇନାହାନ୍ତି ମୁକେଶ

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ପ୍ରକୋପ ଏବେ ବି ଜାରି ରହିଛି। କରୋନା ସଙ୍କଟର ଭୟାବହତାକୁ ଦେଖି ରିଲାଏନ୍ସ ଇଣ୍ଡଷ୍ଟ୍ରିର (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ମୁକେଶ ଆମ୍ବାନୀ ଗତ...

ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ରାଷ୍ଟ୍ରଙ୍କୁ ବାସନ୍ଦ କରାଯାଉ: ରାଜନାଥ ସିଂ

ତାସକେଣ୍ଟ୍‌,୪।୧୧: ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ରାଷ୍ଟ୍ରଙ୍କୁ ବାସନ୍ଦ କରାଯାଉ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏନେଇ ସୋମବାର ୟୁଜବେକିସ୍ତାନର ତାସକେଣ୍ଟ୍‌ଠାରେ ଆୟୋଜିତ କାର୍ଯ୍ୟକ୍ରମ ଦସ୍ତଲିକ୍‌-୨୦୧୯ରେ ଏହା...

ଇଣ୍ଟରନେଟରେ ଭାଇରାଲ ହେଉଛି ୪ ବର୍ଷ ଝିଅର ଭିଡିଓ: ମୋଦି କଲେ ପ୍ରଶଂସା

ନୂଆଦିଲ୍ଲୀ,୧ ।୧୧: ଏବେ ସୋସିଆଲ ମିଡିଆରେ ଜଣେ ୪ ବର୍ଷ କୁନି ଝିଅର ଭିଡିଓ ଭାଇରାଲ ହେବାରେ ଲାଗିଛି । ଆଉ ଏହାକୁ ଅନେକ ଲୋକ...

୨୩ ମିନିଟ୍‌ ୪୮ ସେକେଣ୍ଡରେ ୨୭ଟି ପୁସ୍ତକ ପଢି ଦେଲେ ସାଢେ ତିନି ବର୍ଷର ବାଳକ

ଲୁଧିଆନା, ୨୯।୭: ପଞ୍ଜାବର ଲୁଧିଆନାରେ ରହୁଥିବା ସାଢେ ତିନି ବର୍ଷର ବାଳକ କୁନୱର ପ୍ରତାପ ସିଂ ଏବେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏନେ କମ ବୟସରୁ...

ମତଦାନ କେନ୍ଦ୍ରରେ ବଲିଉଡ୍‌ ଷ୍ଟାର

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୧୯ ପାଇଁ ଗୁରୁବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଦେଶରେ ପ୍ରାୟ ୧୨ଟି ରାଜ୍ୟରେ ୯୫ଟି ଲୋକ ସଭା...

ବଳାତ୍କାର ପୀଡ଼ିତାଙ୍କ ଅଭିଯୋଗ ରଖିଲାନି ପୋଲିସ

ମୁମ୍ବାଇ,୧୨।୯: ୩୪ ବର୍ଷୀୟା ବଳାତ୍କାର ପୀଡ଼ିତା ଆଖି ବୁଝିବାର ଦିନକ ପରେ ମହାରାଷ୍ଟ୍ରର ଉଲହାସନଗରରୁ ଆସିଛି ଆଉ ଏକ ବଳାତ୍କାର ମାମଲା। ୧୫ ବର୍ଷୀୟା ନାବାଳିକାଙ୍କୁ...

କେନ୍ଦ୍ରଶାସିତ ଅଞ୍ଚଳ ଗଠନ ବେଆଇନ: ଚାଇନା,ଭାରତ କହିଲା ମୁଣ୍ଡ ଖେଳାଅନି

ବେଜିଂ/ନୂଆଦିଲ୍ଲୀ,୧।୧୧(ପି.ଟି.):ଜମ୍ମୁ-କଶ୍ମୀରକୁ ଦୁଇଭାଗ କରାଯାଇ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ କରିବା ବେଆଇନ ବୋଲି ଗୁରୁବାର ଚାଇନା କହିଛି। ଚାଇନାର କେତେକ ଅଞ୍ଚଳକୁ ନିଜ ପ୍ରଶାସନିକ ସୀମାଭୁକ୍ତ...

ସୁରଟରେ ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’…

ସୁରଟ, ୨୯।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଗୁଜରାଟ ଗସ୍ତରେ ଗୁରୁବାର ସୁରଟରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚିବା ପରେ ସେ ଏକ...

Advertisement
Archives

Model This Week