ଝିଅ ଘରକୁ ଯାଇ ଫେରୁଥିଲେ, ପଛପଟୁ ପିଟିଲା ବାଇକ୍‌: ଚାଲିଗଲା ରାମଙ୍କ ଜୀବନ

କଲ୍ୟାଣସିଂହପୁର,୧୮।୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶିପୁର ବ୍ଲକ କଲ୍ୟାଣସିହପୁର ସିମାନ୍ତ ମାଣ୍ଡିବିସି ପଞ୍ଚାୟତରର ଭିତରଚରା ଗାଁରେ ଏକ ବାଇକ୍‌ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଛି।
ସୁଚନା ମୁତାବକ, ଭିତର ଚୋରା ଗାଁର ରାମ ମାଝି (୬୩) ତାଙ୍କ ଝିଅ ଘର ବର୍ତ୍ତିବାଲି ଯାଇ ଫେରିବା ସମୟରେ ପଛପଟୁ ଏକ ବାଇକ ଧକ୍କା ଦେଇଥିଲା ଘଟଣାସ୍ଥଳରେ ଟଳି ପଡ଼ିଥିଲେ। ଏହି ଖବର ପାଇ ପରିବାର ଲୋକେ ରାମଙ୍କୁ ସଙ୍ଗେ ସଙ୍ଗେ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେବା ସମୟରେ ବାଟରେ ତାଙ୍କ ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ମୃତଦେହ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍‌; ଚାଲିଗଲା…

ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର  ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ…

କାଜୁ ଜଙ୍ଗଲରେ ଝୁଲିପଡ଼ିଲେ ସଞ୍ଜୟ: ବଢୁଛି ସନ୍ଦେହ

ମହାକାଳପଡ଼ା,୨୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ପିତାପାଟ ଚୌଧୁରୀ କାଜୁ ଜଙ୍ଗଲରେ ଜଣେ ଯୁବକ ଗୁରୁବାର…

ଦିନକ ପରେ ସ୍ନାନଯାତ୍ରା: ପୁରୀ ଆସିବାର ଥିଲେ ଜାଣି ନିଅନ୍ତୁ ଟ୍ରାଫିକ କଟକଣା, କେଉଁ ବାଟରେ ଯାଇ କରିବେ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୨୭।୬: ଶ୍ରୀଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ…

ଟୋକନ୍ ନ ମିଳିଲେ ରାଜପଥ ଅବରୋଧ କରିବୁ, DRCS ଅଫିସ ଆଗରେ ଧାରଣା ଦେଇ ଚେତାବନୀ ଦେଲେ…

ବରଗଡ଼, ୨୭।୬(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି।…

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri