ଦେଶର ତୃତୀୟ ଉପରାଷ୍ଟ୍ରପତି ହୋଇପାରନ୍ତି ରାମସହାୟ

କାଠମାଣ୍ଡୁ,୧୭ା୩: ନେପାଳର ଉପରାଷ୍ଟ୍ରପତି ପଦ ପାଇଁ ଏମ୍‌ପିମାନେ ଭୋଟ୍‌ ଦେବା ଆରମ୍ଭ କରିଥିବାରୁ  ମାଢେସ ଅଞ୍ଚଳର ନେତା ରାମସହାୟ ଯାଦବ ଶୁକ୍ରବାର ଦେଶର ତୃତୀୟ ଉପରାଷ୍ଟ୍ରପତି ହେବାର ସମ୍ଭାବନା ରହିଛି। ଉପରାଷ୍ଟ୍ରପତି ପଦବୀ ପାଇଁ ପ୍ରାର୍ଥୀମାନେ ହେଉଛନ୍ତି ଜନତା ସମାଜ ପାର୍ଟିର ରାମଶାୟ ଯାଦବ, ସିପିଏନ୍‌-ୟୁଏମ୍‌ଏଲରୁ ଆସ୍ଥା ଲକ୍ଷ୍ମୀ ଶାକ୍ୟ, ଜନମତ ପାର୍ଟିରୁ ପ୍ରମିଳା ଯାଦବ ଏବଂ ମମତା ଝା। ସାଧାରଣ ପ୍ରାର୍ଥୀ ଚୂଡ଼ାନ୍ତ କରିବାକୁ ଶାସକ ମିଳିତ ମଞ୍ଚର ଶେଷ ମୁହୂର୍ତ୍ତର ଉଦ୍ୟମ ବିଫଳ ହୋଇଛି।

ରାମସହାୟଙ୍କୁ ନେପାଳ କଂଗ୍ରେସର ତିନୋଟି ମୁଖ୍ୟ ଦଳ, ସିପିଏନ୍‌-ମାଓବାଦୀ କେନ୍ଦ୍ର ଏବଂ ସିପିଏନ-ୟୁନିଫାଏଡ ସମାଜବାଦୀ ସମେତ ୭ଟି ଦଳ ସମର୍ଥନ କରିଛନ୍ତି। ନେପାଳର ଦକ୍ଷିଣ ତରାଇ ଅଞ୍ଚଳର ମାଢେସି ସମ୍ପ୍ରଦାୟ ମୁଖ୍ୟତଃ ଭାରତୀୟ ମୂଳରୁ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ବାର୍‌ରେ ବନ୍ଧୁକଧାରୀଙ୍କ ଗୁଳିମାଡ଼

ଜୋହାନ୍ସବର୍ଗ,୨୧ା୧୨: ଦକ୍ଷିଣ ଆଫ୍ରିକାର ଏକ ବାର୍‌ରେ ଗୁଳିକାଣ୍ଡ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ଜୋହାନ୍ସବର୍ଗଠାରୁ ପଶ୍ଚିମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri