ବୟଫ୍ରେଣ୍ଡକୁ ଭେଟିବା ପାଇଁ ଘର ତାଲା ଭାଙ୍ଗି ପଳାଇଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ, ମା’ ଜାଣିବାପରେ…

କରିନା କପୁର ଖାନ୍‌ ହେଉଛନ୍ତି ବଲିଉଡର ଅନ୍ୟତମ ଷ୍ଟାଇଲିଶ ଏବଂ ସୁନ୍ଦରୀ ଅଭିନେତ୍ରୀ, ଯିଏକି ତାଙ୍କର ଅଭିନୟରେ ଦର୍ଶକଙ୍କୁ ବାନ୍ଧି ରଖିଛନ୍ତି। ସେ ପିଲାବେଳେ ଅନେକ ଦୁଷ୍ଟାମି କରୁଥିଲେ। ଏ ନେଇ ମା’ ବବିତା ତାଙ୍କୁ ବୋଡିଂ ସ୍କୁଲକୁ ପଠାଇ ଦେଇଥିଲେ।

ନିକଟରେ ଏକ ସାକ୍ଷାତକାରରେ କରିନା କହିଥିଲେ, ମୋର ବୟସ ୧୪-୧୫ ବର୍ଷ ହୋଇଥିଲା ସେତେବେଳେ ମୁଁ ଏକ ପୁଅକୁ ଭଲ ପାଉଥିଲି। ସେ ପିଲାଟିକୁ ଦେଖା କରିବାକୁ ଚାହୁଁଥିଲି, କିନ୍ତୁ ମା’ ଏସବୁ ପସନ୍ଦ କରୁ ନ ଥିଲେ। ମୋତେ ଏଥିରୁ ଦୂରେଇ ରଖିବା ପାଇଁ ସେ ମୋ ଫୋନକୁ ତାଙ୍କ ରୁମ୍‌ରେ ରଖି ରୁମ୍‌ ବନ୍ଦ କରିଦେଇଥିଲେ। କିନ୍ତୁ ମୁଁ ରୁମର ତାଲା ଭାଙ୍ଗି ଫୋନ ବାହାର କରି ସେ ପୁଅକୁ ଭେଟିବାକୁ ଯାଇଥିଲି।

ମୋ ମା’ ରାତ୍ରି ଭୋଜନ କରିବାକୁ ବାହାରକୁ ଯାଇଥିଲେ। ମୁଁ ଛୁରିରେ ତାଙ୍କ ରୁମର ତାଲା ଖୋଲି ଫୋନ ନେଇଗଲି। ଏହା ପରେ ମୁଁ ମୋର ସାଙ୍ଗମାନଙ୍କ ସହିତ କଥାବାର୍ତ୍ତା କରି ଘରୁ ପଳାଇଲି। ମୁଁ ବହୁତ କିଛି କରିଥିଲି’ ମୋର ଏହି ସମସ୍ତ କାର୍ଯ୍ୟକଳାପରେ ଅସୁବିଧାରେ ପଡ଼ି ମା’ ମୋତେ ଡେରାଡୁନ୍‌ର ଏକ ବୋର୍ଡିଂ ସ୍କୁଲରେ ରଖିଥିଲେ।

ଖୁବ ଶୀଘ୍ର ତାଙ୍କ କରିନା ସବୁକିଛି ବୁଝିଥିଲେ। ପଢ଼ା ସମାପ୍ତ ପରେ ସେ ନିଜ କ୍ୟାରିଅର୍‌ ଉପରେ ଧ୍ୟାନ ଦେଇଥିଲେ। ବର୍ତ୍ତମାନ ସେ ବଲିଉଡର ସଫଳ ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ।
କଠୋର ହେଲେ ମା’


Enter your email to get our daily news in your inbox.

All Right Reserved By Dharitri.Com

ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍‌ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ…

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?