Advertisement
Posted inଜାତୀୟ

ରାଣା କପୁରଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨୫।୧୧: ୟସ୍‌ ବ୍ୟାଙ୍କର ପୂର୍ବତନ ଏମଡି ତଥା ସିଇଓ ରାଣା କପୁରଙ୍କୁ ଆଜି ଦିଲ୍ଲୀ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୪୬୬.୫୧ କୋଟି ଟଙ୍କା ଲଣ୍ଡରିଂ ମାମଲାରେ କପୁରଙ୍କୁ ୨୦୨୦ରେ ଇଡି ଗିରଫ କରିଥିଲା।
ୟସ୍‌ ବ୍ୟାଙ୍କ ସହିତ ଜଡିତ ମନି ଲଣ୍ଡରିଂ ମାମଲାର ଇଡି ଯାଞ୍ଚ କରୁଛି। ପୂର୍ବତନ ଏମଡି ଏବଂ ସିଇଓ ରାଣା କପୁର ତାଙ୍କ ପଦର ଅପବ୍ୟବହାର କରି ନିଜ ପରିବାରକୁ ଲାଭ ପହଞ୍ଚାଇବା ଭଳି କାର୍ଯ୍ୟ କରିଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ସିବିଆଇ ମାର୍ଚ୍ଚ ୨୦୨୦ରେ ତାଙ୍କ ନାଁରେ ଠକେଇ ଏବଂ ଅପରାଧିକ ଷଡଯନ୍ତ୍ର ମାମଲା ରୁଜୁ କରିଥିଲା। ଏହି ଆଧାରରେ ଇଡି ତାଙ୍କ ବିରୋଧରେ ଅର୍ଥ ହେରଫେର ମାମଲା ମଧ୍ୟ ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନରେ ଥିବା ଭାରତୀୟଙ୍କୁ ଏୟାରଲିପ୍ଟ କରିବାକୁ ଚାଲିଛି ପ୍ରସ୍ତୁତି !

ନୂଆଦିଲ୍ଲୀ,୧।୩: ଚାଇନା ଓ ଦକ୍ଷିଣ କୋରିଆ ପରେ ଏବେ ଇରାନରେ କରୋନା ଭାଇରସ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ,...

ଆରୋଗ୍ୟରେ ଆମେରିକାଠୁ ଭାରତ ଆଗରେ

ନୂଆଦିଲ୍ଲୀ,୨୦।୯(ପି.ଟି.): କୋଭିଡ୍‌-୧୯ ଆରୋଗ୍ୟ ହାର ଦୃଷ୍ଟିରୁ ଭାରତ ଆମେରିକାକୁ ପଛରେ ପକାଇ ଏକ ନମ୍ବର ସ୍ଥାନରେ ପହଞ୍ଚତ୍ଛି। ଗତ ୨୪ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ ୯୫ହଜାର...

ମୋଦି ରାମମନ୍ଦିର ଭୂମିପୂଜନ କରୁଥିବା ସମୟରେ ପଶିଆସିଲେ ୨ ଛେଳି, ଆଉ ତା’ ପରେ…

ନୂଆଦିଲ୍ଲୀ,୫ା୮: ରାମମନ୍ଦିର ଭୂମି ପୂଜା ସମୟରେ ଏକ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିଥିଲା। ଯାହାକି କଡ଼ା ସୁରକ୍ଷା ମଧ୍ୟରେ ଅଜବ ପରିସ୍ଥିତି ସୃଷ୍ଟି କରିଥିଲା। ପ୍ରଧାନମନ୍ତ୍ରୀ...

୯ କୁଳପତିଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ: ରାଜ୍ୟପାଳଙ୍କୁ ଟାର୍ଗେଟ କଲେ ଶିକ୍ଷାମନ୍ତ୍ରୀ…

ଥିରୁଭାନନ୍ତପୁରମ୍‌,୨୪।୧୦ : କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କ ନଅ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଥିବାରୁ ରାଜ୍ୟରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ଆହୁରି...

ଭାଜପା କର୍ମୀଙ୍କୁ ମୋଦିଙ୍କ ଅପିଲ: କୃଷକଙ୍କ ପାଖକୁ ଯାଇ ସହଜରେ ବୁଝାଇ ଦିଅ କୃଷି ବିଲ୍‌

ନୂଆଦିଲ୍ଲୀ,୨୫ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ଜୟନ୍ତି ଅବସରରେ ଦେଶର ସମସ୍ତ ଭାରତୀୟ ଜନତା ପାର୍ଟି(ଭାଜପା) କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି...

ହିମାଳୟ ପାଇଁ ଖୋଲିବ ଜଳବାୟୁ କେନ୍ଦ୍ର

ନୂଆଦିଲ୍ଲୀ, ୧୫।୧୨(ପି.ଟି.): ହିମାଳୟ ପାର୍ବତ୍ୟାଞ୍ଚଳ ପାଇଁ ଏକ ଆଞ୍ଚଳିକ ଜଳବାୟୁ କେନ୍ଦ୍ର ଖୋଲିବା ଲାଗି ଭାରତ ସରକାର ଯୋଜନା କରୁଛନ୍ତି। ଏହା କେବଳ ଆମ ଦେଶକୁ...

ଗର୍ଭସ୍ଥ ଶିଶୁଙ୍କୁ ପ୍ରଭାବିତ କରେ ବାୟୁ ପ୍ରଦୂଷଣ

ନୂଆଦିଲ୍ଲୀ,୧୧।୧୧(ପି.ଟି.):ଦିଲ୍ଲୀ- ଜାତୀୟ ରାଜଧାନୀ ଅଞ୍ଚଳ(ଏନ୍‌ସିଆର୍‌)ରେ ବାୟୁ ଗୁଣବତ୍ତା ଅଧିକରୁ ଅଧିକ ଖରାପ ହେବାରେ ଲାଗିଛି। ପ୍ରଦୂଷିତ ବାୟୁ ଗର୍ଭାବସ୍ଥା ଉପରେ ନକାରାତ୍ମକ ପ୍ରଭାବ ପକାଇଥାଏ ବୋଲି...

ୟୁପି ନିର୍ବାଚନ: ସପା, ଭାଜପା କର୍ମୀ ମୁହାଁମୁହିଁ

ଲକ୍ଷ୍ନୌ,୮ ।୭: ଉତ୍ତର ପ୍ରଦେଶରେ ଗୁରୁବାର ୮୨୫ ପଞ୍ଚାୟତ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯାଉଥିଲା । ଜିଲା ପଞ୍ଚାୟତ ନିର୍ବାଚନରେ ହୋଇଥିବା...

Advertisement
Archives

Model This Week