ରଣକ୍ଷେତ୍ର ପାଲଟିଲା ଭଦ୍ରକ ମେଡିକାଲ ପରିସର

ଭଦ୍ରକ,୧୧।୧୦(ସନାତନ ରାଉତ): ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ମଙ୍ଗଳବାର ରାତିରେ ରଣକ୍ଷେତ୍ର ପାଲଟଛି। ଛୁରାମାଡ଼ରେ ଦୁଇଜଣ  ଆହତ ହୋଇଛନ୍ତି।  ପୋଲିସକୁ ଆକ୍ରମଣ ପରେ ଲାଠି ଚାର୍ଜ ହୋଇଛି। ଲାଠି ଚାର୍ଜପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା।
ସୂଚନାଯୋଗ୍ୟ,  ରାତିରେ ଜମିଜମା ବିବାଦକୁ ନେଇ  ଶୁଭ୍ରକାନ୍ତ ପତି ନାମକ ଜଣେ ହୋଟେଲ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ଉଦ୍ୟମ  ପରେ ଏହାକୁ ନେଇ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଆକ୍ରମଣକାରୀ ଓ ପୋଲିସ ମଧ୍ୟରେ ମାଡ଼ପିଟ ହୋଇଥିଲା।  ଯାହାକୁ ନେଇ ମୁଖ୍ୟ ଚିକିତ୍ସାଳୟ ପରିସର ରଣକ୍ଷେତ୍ର ପାଲଟିଥିଲା। ଜମିଜମାକୁ ନେଇ  ହୋଟେଲ ମାଲିକଙ୍କ ଅନ୍ୟଜଣେ ବ୍ୟକ୍ତିଙ୍କ ମଧ୍ୟରେ  ଦୀର୍ଘ ଦିନରୁ ବିବାଦ ଲାଗି ରହିଥିଲା। ରାତିରେ ଶୁଭ୍ରକାନ୍ତଙ୍କୁ ଆକ୍ରମଣ ପାଇଁ କିଛି ଯୁବକ ବିଭିନ୍ନ ମରଣାସ୍ତ୍ର ନେଇ ତାଙ୍କ ହୋଟେଲ ପାଖରେ ପହଞ୍ଚିଥିଲେ । ଏଥିରେ ଭୟଭୀତ ହୋଇ ଶୁଭ୍ରକାନ୍ତ ତାଙ୍କ ସହଯୋଗୀ ସମ୍ପର୍କୀୟଙ୍କୁ ଫୋନ କରି ଡାକିଥିଲେ । ସେମାନେ ସେଠାରେ ପହଞ୍ଚିବା ପରେ ବିବାଦ ବଢିବା ସହିତ ଆକ୍ରମଣ ପତି ଆକ୍ରମଣ ହୋଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଟାରିଫ୍‌ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri