ଜନ୍ମମାଟିରେ ଜଳିଲା ଯବାନ ରାଣାପ୍ରତାପଙ୍କ ଜୁଇ

ଅନୁଗୋଳ ଅଫିସ,୧୧ା୧୨: ତାମିଲନାଡୁର କୁନ୍ନୁରରେ ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ବୀର ଯବାନ ରାଣାପ୍ରତାପ ଦାସଙ୍କ ଜୁଇ ତାଙ୍କ ଜନ୍ମମାଟି କୃଷ୍ଣଚନ୍ଦ୍ରପୁର ଗାଁରେ ଜଳିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଜନ୍ମମାଟିରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବୀର ରାଣାଙ୍କୁ ତାଙ୍କ ପୁତୁରା ଅତିସ ଦାସ ମୁଖାଗ୍ନି ଦେଇଛନ୍ତି।

ସୂଚନାଯୋଗ୍ୟ, ଆଜି ବିମାନ ବନ୍ଦରରେ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ଦେଇଥିଲେ। ସେହିପରି ବିରୋଧୀ ଦଳ ବିଧାୟକ, ପୋଲିସ ଡିଜି ଏବଂ ଅନ୍ୟ ବରିଷ୍ଠ ନେତାମାନେ ରାଣାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।

ଗତ ବୁଧବାର ସିଡିଏସ ବିପିନ ରାଓ୍ବତ ତାମିଲନାଡୁର ଓ୍ବେଲିଂଟନକୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଉଥିଲେ। ତାମିଲନାଡୁର କୁନ୍ନୁରଠାରେ ଏହି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ବିପିନଙ୍କ ସହିତ ତାଙ୍କ ସ୍ତ୍ରୀ ଓ ଅନ୍ୟ ସେନାଧିକାରୀ ଥିଲେ। ସେମାନଙ୍କ ମଧ୍ୟରେ ତାଳଚେରର ପୁଅ ରାଣାପ୍ରତାପ ଦାସ ମଧ୍ୟ ଥିଲେ। ସେ ବାୟୁସେନାର ଜୁନିଅର ଓ୍ବାରେଣ୍ଟ ଅଫିସର ଭାବେ କାର୍ଯ୍ୟ କରୁଥିଲେ। ଏହି ଦୁର୍ଘଟଣାରେ ମୋଟ ୧୩ ଜଣଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri