୧୪ରେ ପଡିବନି ହାତଗଣ୍ଠି

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କ ବିବାହକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦୁହେଁ ଏପ୍ରିଲ ୧୪ରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ବୋଲି କୁହାଯାଉଥିଲା। କିନ୍ତୁ ବର୍ତ୍ତମାନ ଏହି ବିବାହକୁ ନେଇ ଏକ ଅପଡେଟ ସାମ୍ନାକୁ ଆସିଛି ଯେ, ଆଲିଆ-ରଣବୀର ସେମାନଙ୍କ ବିବାହକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ସୁରକ୍ଷା ଦୃଷ୍ଟିରୁ ଆଲିଆ ଭଟ୍ଟ ଏବଂ ରଣବୀର କପୁର ସେମାନଙ୍କ ବିବାହ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଥିବା ଆଲିଆଙ୍କ ଭାଇ ରାହୁଲ ଭଟ୍ଟ କହିଛନ୍ତି। ସେ କହିଛନ୍ତି, ଆଲିଆ ଏପ୍ରିଲ ୧୩ କିମ୍ବା ୧୪ରେ ବିବାହ କରୁନାହାନ୍ତି। ବିବାହ ସମ୍ବନ୍ଧୀୟ ସୂଚନା ଲିକ୍‌ ହେତୁ ଉଭୟ ବିବାହ ତାରିଖ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି । ଦୁହେଁ ଏପ୍ରିଲ ୧୪ରେ ବିବାହ କରିଥାନ୍ତେ ବୋଲି ରାହୁଲ କହିଛନ୍ତି। ଆହୁରି ମଧ୍ୟ କହିଛନ୍ତି, ଆଲିଆ-ରଣବୀର ଖୁବଶୀଘ୍ର ଆନୁଷ୍ଠାନିକ ଭାବେ ଘୋଷଣା କରିବେ। ତେବେ ଆସନ୍ତା ସପ୍ତାହରେ ବିବାହ ହୋଇପାରେ ବୋଲି ରାହୁଲ ଇସାରା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

ସହରାଞ୍ଚଳରେ ଭଡାରେ ରହୁଥିବା ଲୋକଙ୍କ ପାଇଁ ଖୁସିଖବର: ନଗର ଉନ୍ନୟନ ମନ୍ତ୍ରୀ କହିଲେ …..

ଭୁବନେଶ୍ୱର,୧୪।୬ ଜୁନ: ରାଜ୍ୟର ସହରାଞ୍ଚଳରେ ବାସସ୍ଥାନ ସମସ୍ୟା ଦୂର କରିବା ଏବଂ ଭଡ଼ାଟିଆଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ନୂଆ ରେଣ୍ଟାଲ…

ଫ୍ରାନ୍ସରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ, ‘ଆଜି ଭାରତ ପରିବର୍ତ୍ତନର…’

ନୂଆଦିଲ୍ଲୀ,୧୪।୬:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମିଳିତ ଭାବରେ ଫ୍ରାନ୍ସର ନିସ୍‌ରେ ‘ଇଣ୍ଡିଆ ଇନୋଭେଟ୍ସ’ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ । ଭାରତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri