ରଣବୀର-ଆଲିଆଙ୍କ ନିର୍ବନ୍ଧ ଡେଟ୍‌ ଫାଇନାଲ୍‌

ବଲିଉଡ୍‌ରେ ଏବେ ବିବାହ ଋତୁ ଚାଲିଛି। ଅଭିନେତା ରାଜକୁମାର ରାଓ ଏବଂ ପତ୍ରଲେଖାଙ୍କୁ ବିବାହ ଆଜି ଅନୁଷ୍ଠିତ ହେଉଥିବାବେଳେ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଭିକି କୌଶଲଙ୍କ ବିବାହ ଆସନ୍ତା ଡିସେମ୍ବରରେ ଅନୁଷ୍ଠିତ ହେବ। ଏହା ମଧ୍ୟରେ ଇଣ୍ଡଣ୍ଟ୍ରିର ଲଭ୍‌ବାର୍ଡ କୁହାଯାଉଥିବା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ମଧ୍ୟ ବିବାହ ଖୁବଶୀଘ୍ର ଅନୁଷ୍ଠିତ ହେବାକୁ ଯାଉଛି। ଆସନ୍ତା ନଭେମ୍ବର ୨୯ରେ ଉଭୟଙ୍କ ନିର୍ବନ୍ଧ ହେବ ବୋଲି କୁହାଯାଉଛି। ପରିବାର ଏବଂ କିଛି ଖାସ୍‌ ବନ୍ଧୁଙ୍କ ଉପସ୍ଥିତି ଉଭୟ ପରସ୍ପରକୁ ମୁଦି ପିନ୍ଧାଇବାର କାର୍ଯ୍ୟକ୍ରମ ରହିଛି। ରାଜସ୍ଥାନର ଏକ ପ୍ୟାଲେସରେ ନିର୍ବନ୍ଧ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ନିକଟରେ ଏକ ସାକ୍ଷାତକାରରେ ରଣବୀର କହିଥିଲେ ଯଦି କରୋନା ହୋଇ ନ ଥିାନ୍ତା ତେବେ ଆଲିଆ ଏବଂ ମୁଁ କେବେ ଠାରୁ ବିବାହ କରିସାରିଥାନ୍ତୁ।
ରଣବୀର-ଆଲିଆ ପାଖାପାଖି ୪ ବର୍ଷ ହେବ ପରସ୍ପରକୁ ଡେଟ୍‌ କରୁଛନ୍ତି। ବିଭିନ୍ନ ପାର୍ଟିରେ ଉଭୟଙ୍କୁ ମଧ୍ୟ ଦେଖିବାକୁ ମିଳେ। ଏପରିକି ରଣବୀରଙ୍କ ଘରେ କୌଣସି ପାର୍ଟିରେ ଆଲିଆ ଉପସ୍ଥିତ ଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri